Base Word
אָלָה
Short Definitionproperly, to adjure, i.e., (usually in a bad sense) imprecate
Long Definitionto swear, curse
Derivationa primitive root
International Phonetic Alphabetʔɔːˈlɔː
IPA modʔɑːˈlɑː
Syllableʾālâ
Dictionaw-LAW
Diction Modah-LA
Usageadjure, curse, swear
Part of speechv

ବିଚାରକର୍ତାମାନଙ୍କ ବିବରଣ 17:2
ମୀଖା ତା'ର ମା'କକ୍ସ୍ଟ ଥରେ କହିଲା, ତୁମ୍ଭର ମନେ ଅଛି କି ଥରେ ତୁମ୍ଭର 1,100 ଖଣ୍ତ ରୂପା ଗ୍ଭରେି ହାଇେଥିଲା ଏବଂ କାହାକକ୍ସ୍ଟ ତୁମ୍ଭେ ଶାପ ଦେଉଥିବାର ଶକ୍ସ୍ଟଣିଲି। ସହେି ରୂପା ମାେ ପାଖ ରେ ଅଛି, ମୁ ଏହା ଦେଖିଲି।

ପ୍ରଥମ ଶାମୁୟେଲ 14:24
କିନ୍ତୁ ଶାଉଲ ସଦେିନ ପକ୍ସ୍ଟଣି ଏକ ଭୂଲ୍ କଲେ। ଯେତବେେଳେ ସୈନ୍ଯମାନେ କ୍ଲାନ୍ତ ଓ କ୍ଷକ୍ସ୍ଟଧାର୍ତ୍ତ ହେଲେ, ଶାଉଲ ସମାନଙ୍କେୁ, ଯଦି କୌଣସି ଲୋକ ସଂନ୍ଧ୍ଯା ପୂର୍ବରକ୍ସ୍ଟ କିମ୍ବା ଶତୃ ବିନାଶ କରିବା ପୂର୍ବରକ୍ସ୍ଟ ଖାଦ୍ୟ ଗ୍ରହଣ କରେ, ତବେେ ସେ ଦଣ୍ତିତ ହବେ। ସେ ସମାନଙ୍କେୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ଯ କଲେ। ତେଣୁ ଇଶ୍ରାୟେଲୀୟ ସୈନ୍ଯଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।

ପ୍ରଥମ ରାଜାବଳୀ 8:31
ଯଦି କହେି ନିଜ ପ୍ରତିବେଶୀ ବିରୁଦ୍ଧ ରେ କିଛି ପାପ କରେ ତବେେ ତାକୁ ଏହି ମନ୍ଦିରର ୟଜ୍ଞବଦେୀ ନିକଟକୁ ଅଣାୟିବ। ସଂପୃକ୍ତ ବ୍ଯକ୍ତି ଜଣଙ୍କ ସହେି ଭୂଲ୍ କରିଥିବା ବ୍ଯକ୍ତି ଜଣକ ବିରୁଦ୍ଧ ରେ ଶାପ ଦବେ।

ଦିତୀୟ ବଂଶାବଳୀ 6:22
ଯଦି ଜଣେ ବ୍ଯକ୍ତି ଅନ୍ୟ ଜଣେ ବ୍ଯକ୍ତି ବିରୁଦ୍ଧ ରେ ଭୁଲ୍ କର୍ୟ୍ଯ କରେ, ତାକୁ ଶପଥ କରିବା ପାଇଁ ବାଧ୍ଯ କରାୟାଏ। ଯେତବେେଳେ ସେ ମନ୍ଦିର ମଧିଅରେ ତୁମ୍ଭର ବଦେୀ ସମ୍ମୁଖ ରେ ଶପଥ କରିବାକୁ ଆ ସେ,

ହୋଶେୟ 4:2
ଏହି ଲୋକମାନେ ଶପଥ, ମିଥ୍ଯା, ହତ୍ଯା ଓ ଗ୍ଭରେି କରନ୍ତି। ସମାନେେ ବ୍ଯଭିଗ୍ଭରିତାର ପାପ ଦ୍ବାରା ସନ୍ତାନ ଲାଭ କରନ୍ତି। ସମାନେେ ବାରମ୍ବାର ନରହତ୍ଯା କରନ୍ତି।

ହୋଶେୟ 10:4
ସମାନେେ ଶପଥ ନିଅନ୍ତୁ କିନ୍ତୁ ସମାନେେ କବଳେ ମିଥ୍ଯା କୁହନ୍ତୁ। ସମାନେେ ସମାନଙ୍କେର ଶପଥ ରକ୍ଷା କରନ୍ତି ନାହିଁ। ସମାନେେ ଚୁକ୍ତି କରନ୍ତି। ସେଥିପାଇଁ ନ୍ଯାଯ କୃଷିକ୍ଷେତ୍ର ରେ ବିଷାକ୍ତ ଅନାବନା ଘାସ ପରି ବଢେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்