Base Word
מַחֲסֶה
Short Definitiona shelter (literally or figuratively)
Long Definitionrefuge, shelter
Derivationor מַחְסֶה; from H2620
International Phonetic Alphabetmɑ.ħə̆ˈsɛ
IPA modmɑ.χə̆ˈsɛ
Syllablemaḥăse
Dictionma-huh-SEH
Diction Modma-huh-SEH
Usagehope, (place of) refuge, shelter, trust
Part of speechn-m

ଆୟୁବ ପୁସ୍ତକ 24:8
ସମାନେେ ପାହାଡ଼ ପର୍ବତ ରେ ବର୍ଷା ରେ ଭିଜନ୍ତି। ଥଣ୍ଡାରୁ ରକ୍ଷା ପାଇବାକୁ ସମାନଙ୍କେ ପାଖ ରେ କିଛି ନଥାଏ। ତେଣୁ ସମାନେେ ବଡ଼ ପଥର ପାଖ ରେ ଶରଣ ନିଅନ୍ତି ଥଣ୍ଡାରୁ ରକ୍ଷା ପାଇବା ପାଇଁ।

ଗୀତସଂହିତା 14:6
କାରଣ ସହେି ନିରୀହ ଲୋକଟି ପରମେଶ୍ବରଙ୍କ ଉପରେ ନିର୍ଭରଶୀଳ କିନ୍ତୁ ପରମେଶ୍ବର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି। ତଣେୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ବରଙ୍କୁ ଭୟ କରିବା ଉଚିତ୍।

ଗୀତସଂହିତା 46:1
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।

ଗୀତସଂହିତା 61:3
ତୁମ୍ଭେ ମାରେ ନିରାପଦ ଆଶ୍ରଯସ୍ଥଳୀ! ମାରେ ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମାରେ ଉଚ୍ଚ ଦୁର୍ଗ।

ଗୀତସଂହିତା 62:7
ମାରେ ଗୌରବ ଓ ବିଜଯ ପରମେଶ୍ବରଙ୍କଠାରୁ ଆସେ। ସେ ମାରେ ଦୃଢ଼ ଦୁର୍ଗ। ପରମେଶ୍ବର ହିଁ ମାରେ ନିରାପଦ ସ୍ଥାନ।

ଗୀତସଂହିତା 62:8
ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।

ଗୀତସଂହିତା 71:7
ତୁମ୍ଭେ ହେଉଛି ମାରେ ଦୃଢ଼ ଆଶ୍ରଯ, ତଣେୁ ମୁଁ ଅନକେ ଲୋକମାନଙ୍କର ଉଦାହରଣ ହାଇେଅଛି।

ଗୀତସଂହିତା 73:28
ପରମେଶ୍ବରଙ୍କର ନିକଟବର୍ତ୍ତୀ ହବୋରେ ମାରେ ମଙ୍ଗଳ। ସଦାପ୍ରଭୁ ମାରେ ପ୍ରଭୁ, ହଁ ମାରେ ସୁରକ୍ଷାର ଦୁର୍ଗ। ହେ ପରମେଶ୍ବର ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।

ଗୀତସଂହିତା 91:2
ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମାରେ ଆଶ୍ରଯ ଓ ଦୁର୍ଗ, ମାରେ ପରମେଶ୍ବର, ମୁଁ ତୁମ୍ଭ ନିକଟରେ ବିଶ୍ବାସ ରେଖ।

ଗୀତସଂହିତା 91:9
ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ !ୟଦି ପରମେଶ୍ବରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்