Base Word | |
מְחִתָּה | |
Short Definition | properly, a dissolution; concretely, a ruin, or (abstractly) consternation |
Long Definition | destruction, ruin, terror, a breaking |
Derivation | from H2846 |
International Phonetic Alphabet | mɛ̆.ħɪt̪̚ˈt̪ɔː |
IPA mod | mɛ̆.χiˈtɑː |
Syllable | mĕḥittâ |
Diction | meh-hit-TAW |
Diction Mod | meh-hee-TA |
Usage | destruction, dismaying, ruin, terror |
Part of speech | n-f |
ଗୀତସଂହିତା 89:40
ତୁମ୍ଭେ ତା'ର ସମସ୍ତ ପ୍ରାଚୀର ଭାଙ୍ଗିଅଛ। ତୁମ୍ଭେ ତା'ର ଦୃଢ଼ ଗଡ଼ସବୁ ଧ୍ବଂସ କରିଅଛ।
ହିତୋପଦେଶ 10:14
ଜ୍ଞାନୀମାନେ ଜ୍ଞାନ ସଞ୍ଚଯ କରନ୍ତି। କିନ୍ତୁ ନିର୍ବୋଧର ମୁଖ ବିନାଶକୁ ନିମନ୍ତ୍ରଣ କରେ।
ହିତୋପଦେଶ 10:15
ଧନୀ ଲୋକର ଧନ ତା'ର ଦୃଢ଼ ନଗର ସଦୃଶ। କିନ୍ତୁ ଦରିଦ୍ର ଲୋକମାନଙ୍କର ଦରିଦ୍ରତା ସମାନଙ୍କେର ବିନାଶ ଆଣେ।
ହିତୋପଦେଶ 10:29
ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସୁରକ୍ଷା କରନ୍ତି, ମାତ୍ର କୁକର୍ମକାରୀମାନଙ୍କୁ ସେ ବିନାଶ କରନ୍ତି।
ହିତୋପଦେଶ 13:3
ଯେଉଁ ଲୋକ ଆପଣା ମୁଖର କଥାକୁ ଜଗେ ସେ ତା'ର ଜୀବନ ରକ୍ଷା କରେ। ଯେ ଚିନ୍ତା ନ କରି କ ହେ ସେ ବିନାଶ ପ୍ରାପ୍ତ ହୁଏ।
ହିତୋପଦେଶ 14:28
ଅଧିକ ଜନସଂଖ୍ଯା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।
ହିତୋପଦେଶ 18:7
ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ଯ ପ୍ରାଣର ଫାନ୍ଦ ସ୍ବରୂପ।
ହିତୋପଦେଶ 21:15
ନ୍ଯାଯ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷଯ। ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
ଯିଶାଇୟ 54:14
ତୁମ୍ଭେ ଧାର୍ମିକତା ରେ ସ୍ଥିରୀକୃତ ହବେ ; ତୁମ୍ଭେ ଅତ୍ଯାଚାରରୁ ଦୂ ରଇେ ରହିବ ; କାରଣ ତୁମ୍ଭେ ଭୟଭୀତ ହବେ ନାହିଁ, ପୁଣି ଭୟଠାରୁ ଦୂ ରଇେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
ଯିରିମିୟ 17:17
ହେ ସଦାପ୍ରଭୁ, ମାେତେ ବିନାଶ କର ନାହିଁ, ବିପଦ ଦିନ ରେ ତୁମ୍ଭେ ମାରେ ଆଶ୍ରଯ ଅଟ।
Occurences : 11
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்