Base Word
מַטָּרָא
Short Definitiona jail (as a guard-house); also an aim (as being closely watched)
Long Definitionguard, ward, prison, mark, target
Derivationor מַטָּרָה; from H5201
International Phonetic Alphabetmɑt̪’ːɔːˈrɔːʔ
IPA modmɑ.tɑːˈʁɑːʔ
Syllablemaṭṭārāʾ
Dictionmaht-taw-RAW
Diction Modma-ta-RA
Usagemark, prison
Part of speechn-f

ପ୍ରଥମ ଶାମୁୟେଲ 20:20
ତୃତୀୟ ଦିନ ମୁ ସହେି ପର୍ବତପାଖକକ୍ସ୍ଟ ୟିବି ଏବଂ ମୁ ଅଭିନଯ କରିବି ଯେପରି ମୁ ଲକ୍ଷ୍ଯକରି ତୀର ମାରିବି।

ନିହିମିୟା 3:25
ଉଷଯର ପୁତ୍ର ପାଉଲ ପ୍ରାଚୀରର ବାଙ୍କ ସମ୍ମୁଖ ରେ ପ୍ରହରି ଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖ ରେ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। ତାହାପରେ ପରିଯୋଶର ପୁତ୍ର ପଦାଯ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।

ନିହିମିୟା 12:39
ଆଉ ଇଫ୍ରଯିମ ଦ୍ବାର ଓ ପୁରାତନ ଦ୍ବାର ଓ ମତ୍ସ୍ଯଦ୍ବାର ଓ ହନନଲେ ଦୁର୍ଗ ଓ ହମଯ ଦୁର୍ଗ ଦଇେ ମଷେଦ୍ବାର ପର୍ୟ୍ଯନ୍ତ ଗଲୁ। ଆଉ ସମାନେେ ପ୍ରହରୀ ଦ୍ବାର ରେ ଠିଆ ହାଇେ ରହିଲେ।

ଆୟୁବ ପୁସ୍ତକ 16:12
ମାରେ ଗୋଟିଏ ଆରାମଦାୟକ ଜୀବନ ଥିଲା। ତା'ପରେ ସେ ମାେତେ ଚୂର୍ଣ୍ଣବିଚୂର୍ଣ୍ଣ କଲେ। ସେ ମାରେ ବକେକୁ ଧରି ମାେତେ େଛାଟ େଛାଟ ଖଣ୍ଡ କରି ଭାଙ୍ଗି ଦେଲେ। ସେ ଲକ୍ଷ୍ଯ ଅଭ୍ଯାସ ପାଇଁ ମାେତେ ବ୍ଯବହାର କଲେ।

ଯିରିମିୟ 32:2
ସେତବେେଳେ ବାବିଲ ରାଜାର ସୈନ୍ଯଗଣ ୟିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ଯଦବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦ ଥିଲେ।

ଯିରିମିୟ 32:8
ତତ୍ପ ରେ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ମାରେ ପିତୃବ୍ଯର ପୁତ୍ର ହନନଲେ ପ୍ରହରୀ ପ୍ରାଙ୍ଗଣ ରେ ମାେ ନିକଟକୁ ଆସି କହିଲା, 'ମୁଁ ଅନୁରୋଧ କରୁଛି, ଅନାେଥାତ ରେ ମାରେ ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରଯ କର, ଯାହା ବିନ୍ଯାମୀନଙ୍କର ଗୋଷ୍ଠୀଯ ରେ ଅଛି। କାରଣ ତାହାକୁ କ୍ରଯ କରିବାର ଅଧିକାର କବଳେ ତୁମ୍ଭର ଅଛି।'

ଯିରିମିୟ 32:12
ପୁଣି ମାେ ପିତୃବ୍ଯର ପୁତ୍ର ହନନଲରେ ସାକ୍ଷାତ ରେ, କ୍ରଯପତ୍ରର ସ୍ବାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତ ରେ ମୁଁ ସହେି କ୍ରଯପତ୍ର ମହ ସଯରେ ପୌତ୍ର ନରେିଯର ପୁତ୍ର ବାରୂକର ହସ୍ତ ରେ ସମର୍ପଣ କଲି।

ଯିରିମିୟ 33:1
ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ଯ ଦ୍ବିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।

ଯିରିମିୟ 37:21
ତେଣୁ ସିଦିକିଯ ରାଜାଙ୍କ ଆଜ୍ଞାନୁସା ରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣ ରେ ରଖିଲେ। ପୁଣି ନଗର ରେ ସବୁ ରୋଟୀ ଶଷେ ନ ହବୋ ପର୍ୟ୍ଯନ୍ତ ରୋଟୀବାଲାଙ୍କ ପଲୀରୁ ଗୋଟିଏ ଲଖାଏଁେ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହିପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ରହିଲେ।

ଯିରିମିୟ 37:21
ତେଣୁ ସିଦିକିଯ ରାଜାଙ୍କ ଆଜ୍ଞାନୁସା ରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣ ରେ ରଖିଲେ। ପୁଣି ନଗର ରେ ସବୁ ରୋଟୀ ଶଷେ ନ ହବୋ ପର୍ୟ୍ଯନ୍ତ ରୋଟୀବାଲାଙ୍କ ପଲୀରୁ ଗୋଟିଏ ଲଖାଏଁେ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହିପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ରହିଲେ।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்