Base Word
מַלְבֵּן
Short Definitiona brickkiln
Long Definitionbrick mold, brick kiln, quadrangle
Derivationfrom H3835 (denominative)
International Phonetic Alphabetmɑlˈben̪
IPA modmɑlˈben
Syllablemalbēn
Dictionmahl-BANE
Diction Modmahl-BANE
Usagebrickkiln
Part of speechn-m

ଦିତୀୟ ଶାମୁୟେଲ 12:31
ସେ ସହରର ଲୋକମାନଙ୍କୁ ବାହାର କରି ଆଣି ସମାନଙ୍କେୁ କରତ ଓ ଲକ୍ସ୍ଟହାମଇ ଓ ଲକ୍ସ୍ଟହା କକ୍ସ୍ଟରାଢି ଦ୍ବାରା କଠିନ କାର୍ୟ୍ଯ କରାଇ ଦଣ୍ତ ଦେଲେ ଓ ସମାନଙ୍କେୁ ଇଟା ତିଆରି କରାଇଲେ। ସେ ଅେମ୍ମାନୀୟମାନଙ୍କ ସମକ୍ସ୍ଟଦାଯ ନଗର ପ୍ରତି ଏପରି କଲେ। ଏହାପରେ ଦାଉଦ ଓ ସମସ୍ତ ଲୋକ ଯିରୁଶାଲମକୁ ଫରେି ଆସିଲେ।

ଯିରିମିୟ 43:9
ହେ ଯିରିମିୟ, ତୁମ୍ଭେ କେତଗେୁଡ଼ିଏ ବୃହତ୍ ପ୍ରସ୍ତର ନଇେ ତଫନଦେଶ ରେ ଫାରୋ ଗୃହର ପ୍ରବେଶ ସ୍ଥାନ ନିକଟରେ କାଦୁଅ ଚଟାଣ ଭିତ ରେ ଯିହୁଦାର ଲୋକମାନଙ୍କ ସାକ୍ଷାତ ରେ ଲୁଚାଇ ରଖ।

ନାହୂମ 3:14
ଅବରୋଧ ସମୟ ନିମନ୍ତେ ପାଣି କାଢି ଆଣ। ଇଟା ତିଆରି କରିବାକୁ ମାଟି ରଖ, ସେଥି ରେ ଚୂନ ମିଶାଅ, ଇଟା ତିଆରି ପାଇଁ ସହେି କାଦୁଅକୁ ନିଅ। ତୁମ୍ଭମାନଙ୍କର ଦୁର୍ଗଗୁଡିକ ଶକ୍ତିଶାଳୀ କର।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்