Base Word
מַנְעוּל
Short Definitiona bolt
Long Definitionbolt
Derivationor מַנְעֻל; from H5274
International Phonetic Alphabetmɑn̪ˈʕuːl
IPA modmɑnˈʕul
Syllablemanʿûl
Dictionmahn-OOL
Diction Modmahn-OOL
Usagelock
Part of speechn-m

ନିହିମିୟା 3:3
ହସନାଯାରର ପୁତ୍ରମାନେ ମତ୍ସ୍ଯଦ୍ବାର ଗଠନ କଲେ। ସମାନେେ ତାର କଢି ଚଢାଇଲେ, ତା'ର କବାଟ, ହୁଡୁକା ଓ ଅର୍ଗଳ ସବୁ ଲଗାଇଲେ।

ନିହିମିୟା 3:6
ପା ସହରେ ପୁତ୍ର ଯିହାୟୋଦାରଦା ଓ ବିଷୋଦିଯାର ପୁତ୍ର ମଶୁଲ୍ଲମ, ପୁରୁଣା ଫାଟକ ଲଗାଇଲେ। ସମାନେେ ତହିଁର କଢି କବାଟ, କବ୍ଜା ଓ ଅର୍ଗଳ ଲଗାଇଲେ।

ନିହିମିୟା 3:13
ହାନୂନ୍ ଓ ସାନୋହର ନିବାସୀମାନେ ଉପତ୍ୟକା ଦ୍ବାରର ଭଗ୍ନାଂଶ ଗଠନ କଲେ। ସମାନେେ ତାହା ଗଢି ତାର କବାଟ, କବ୍ଜା, ଅର୍ଗଳ ସବୁ ଲଗାଇଲେ। ଆଉ ଖତଦ୍ବାର ପର୍ୟ୍ଯନ୍ତ ପ୍ରାଚୀର ଏକ ହଜାର ହାତ ଦୃଢ କଲେ।

ନିହିମିୟା 3:14
ବୈଥ୍ ହକ୍କରେମ୍ ପ୍ରଦେଶର ଅଧ୍ଯକ୍ଷ ରେଖବର ପୁତ୍ର ମଲକିଯ ଖତଦ୍ବାରର ଜୀର୍ଣ୍ଣଅଂଶ ଗଠନ କଲେ ଓ ତହିଁର କବାଟ, ହୁଡୁକା ଓ ଅର୍ଗଳ ଲଗାଇଲା।

ନିହିମିୟା 3:15
ମିସ୍ପା ପ୍ରଦେଶର ଶାସକ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ଝର ଦ୍ବାରର ଭଗ୍ନାଂଶ ଲଗାଇଲେ। ଏବଂ ତାର କବ୍ଜା, ଢାଲ, ଅର୍ଗଳ ସବୁ ଲଗାଇଲା। ଦାଉଦ ନଗରରୁ ତଳକୁ ୟିବା ପାବଛ ପର୍ୟ୍ଯନ୍ତ ସେ ରାଜାଙ୍କର ରାଜୋଦ୍ଯାନ ଓ ଶଲୋ ପୁଷ୍କରୀଣୀ ପ୍ରାଚୀର ମରାମତି କଲେ।

ପରମଗୀତ 5:5
ମୁଁ ଆପଣା ପ୍ରିଯତମଙ୍କ ପାଇଁ ଦ୍ବାର ଫିଟାଇବାକୁ ଉଠିଲି, କିଳଣୀର ବେଣ୍ଟ ଉପ ରେ ମାରେ ହସ୍ତରୁ ଗନ୍ଧରସ ଓ ମାେ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்