Base Word
אִלֵּין
Short Definitionthese
Long Definitionthese, those
Derivationor shorter אִלֵּן; prolonged from H0412
International Phonetic Alphabetʔɪlˈlei̯n̪
IPA modʔiˈlei̯n
Syllableʾillên
Dictionil-LANE
Diction Modee-LANE
Usagethe, these
Part of speechd

ଦାନିଏଲ 2:40
ପୁଣି ତାହାପ ରେ ଚତୁର୍ଥରାଜ୍ଯ ଲୌହପରି ଶକ୍ତିଶାଳୀ ହବେ। ଲୌହ ଯେପରି ସମସ୍ତ ଦ୍ରବ୍ଯକୁ ଖଣ୍ତ ଖଣ୍ତ କରି ଚୁର୍ଣ୍ଣ କରେ, ସହେିପରି ସେ ରାଜ୍ଯ ଅନ୍ୟ ସମସ୍ତ ରାଜ୍ଯକୁ ଖଣ୍ତ ଖଣ୍ତ କରି ଧୂଳିସାତ୍ କରିବ।

ଦାନିଏଲ 2:44
ଚତୁର୍ଥ ରାଜ୍ଯର ରାଜତ୍ବ ସମୟରେ ସ୍ବର୍ଗସ୍ଥ ପରମେଶ୍ବର ଗୋଟିଏ ରାଜ୍ଯ ସ୍ଥାପନ କରିବେ। ସହେି ରାଜ୍ଯ ଅନନ୍ତକାଳସ୍ଥାଯୀ ହାଇେ ରହିବ। ଆଉ ମଧ୍ଯ ତାହା ଅନ୍ୟ ହାତକୁ ୟିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ଯଗୁଡିକୁ ଧ୍ବଂସ କରି ଦବେ।

ଦାନିଏଲ 6:2
ସହେି ରାଜା ତିନିଜଣ ତଦାରଖକାରୀଙ୍କୁ ସୁବଦୋର ଉପ ରେ ନିୟୁକ୍ତ କଲେ, ଯେପରି ସମାନେେ ରାଜାଙ୍କୁ ଠକି ନପାରିବେ ଓ କ୍ଷତି ସହି ପାରିବେ। ଏହି ତିନିଜଣ ନିରୀକ୍ଷକ ମଧିଅରେ ଦାନିୟେଲ ଥିଲେ ଅନ୍ୟତମ।

ଦାନିଏଲ 6:6
ତେଣୁ ଏହି ଲୋକମାନେ ରାଜାଙ୍କ ନିକଟକୁ ଗଲେ ଏବଂ କହିଲେ, ହେ ରାଜ ଦାରିଯାବସ, ଆପଣ ଚିରଜୀବି ହୁଅନ୍ତୁ।

ଦାନିଏଲ 7:17
' ସହେି ଗ୍ଭରି ବୃହତ ପଶୁ ଗ୍ଭରି ରାଜା ଅଟନ୍ତି। ଆଉ ସମାନେେ ଏହି ପୃଥିବୀରୁ ଉତ୍ପନ୍ନ ହବେେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்