Base Word
מַעְיָן
Short Definitiona fountain (also collectively), figuratively, a source (of satisfaction)
Long Definitionspring
Derivationor מַעְיְנוֹ; (Psalm 114:8), or (feminine) מַעְיָנָה; from H5869 (as a denominative in the sense of a spring)
International Phonetic Alphabetmɑʕˈjɔːn̪
IPA modmɑʕˈjɑːn
Syllablemaʿyān
Dictionma-YAWN
Diction Modma-YAHN
Usagefountain, spring, well
Part of speechn-m

ଆଦି ପୁସ୍ତକ 7:11
ଦ୍ବିତୀୟ ମାସର ସତର ଦିବସ ଯେ ତବେଳେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା। ମହା ସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା।

ଆଦି ପୁସ୍ତକ 8:2
ଆକାଶରୁ ବର୍ଷା ପଡ଼ିବା ବନ୍ଦ ହାଇଗେଲା ଏବଂ ଧରିତ୍ରୀ ତଳେ ଜଳଷୋର୍ତ ବନ୍ଦ ହାଇଗେଲା। ଆକାଶସ୍ଥ ଦ୍ବାର ସକଳ ବନ୍ଦ ହାଇଗେଲା।

ଲେବୀୟ ପୁସ୍ତକ 11:36
କୌଣସି ଝରଣା କିମ୍ବା କୂପରେ ଥିବା ଜଳ ଶୁଚି ହବେ। ମାତ୍ର ୟିଏ କହେି ସମାନଙ୍କେର ଶବ ଛୁଏଁ ସେ ଅଶୁଚି ହବେ।

ଯିହୋଶୂୟ 15:9
ସହେି ସ୍ଥାନଠାରକ୍ସ୍ଟ ସୀମା ସହେି ପର୍ବତ ଶୃଙ୍ଗଠାରକ୍ସ୍ଟ ନଲ୍ଗୋହର ଜଳ ନିର୍ଝର ପର୍ୟ୍ଯନ୍ତ ଥିଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡକକ୍ସ୍ଟ ଗଲା। ପକ୍ସ୍ଟଣି ସହେି ସୀମା କିରିଯାଥ-ୟିଯାରୀମ୍ ନାମ ରେ ପ୍ରସିଦ୍ଧ ବାଲା ପର୍ୟ୍ଯନ୍ତ ବିସ୍ତୃତ ହେଲା।

ଯିହୋଶୂୟ 18:15
ଏହାର ଦକ୍ଷିଣ ସୀମା କିରିଯଥ୍-ୟିଯାରୀମର ନିକଟରେ ଆରମ୍ଭ ହେଲା ଓ ସୀମା ପଶ୍ଚିମ ଦିଗ ରେ ଏହାର ସୀମା ନିଲ୍ଗୋହର ନିର୍ଝର ପର୍ୟ୍ଯନ୍ତ ଥିଲା।

ପ୍ରଥମ ରାଜାବଳୀ 18:5
ଆହାବ୍ ଓବଦିଯକୁ କହିଲେ, ମାେ ସହିତ ଆସ, ଆସ ୟିବା ଏବଂ ଦେଶର ସବୁ ଝରଣା ଓ ନଦୀ କୂଳ ଦେଖିବା। ଆମ୍ଭେ ଯଦି ଆମ୍ଭର ଅଶ୍ବଗୁଡିକ ଓ ଗଧମାନଙ୍କ ପାଇଁ ପ୍ରଚୁର ଘାସ ପାଇ ପାରିବା ତବେେ ଆମ୍ଭେ ଆମ୍ଭର ପଶୁମାନଙ୍କୁ ବଧ କରିବାକୁ ପଡିବ ନାହିଁ।

ଦିତୀୟ ରାଜାବଳୀ 3:19
ତୁମ୍ଭମାନେେ ପ୍ରେତ୍ୟକକ ପାଚୀର ବେଷ୍ଟିତ ସୁଦୃଢ ଓ ଉତ୍ତମ ନଗରଗୁଡିକୁ ଧ୍ବଂସ କରିବ। ପ୍ରେତ୍ୟକକ ଉତ୍ତମ ବୃକ୍ଷଗୁଡିକୁ କାଟି ପକାଇବ। ନିର୍ଝରଗୁଡିକର ଜଳକୁ ଅଟକାଇ ଓ ପ୍ରେତ୍ୟକକ ଉତ୍ତମ ଭୂମି ଖଣ୍ତକୁ ପଥର ଫୋପାଡି ବିନାଶ କରିବ।

ଦିତୀୟ ରାଜାବଳୀ 3:25
ଇଶ୍ରାୟେଲର ସନୋ ନଗରଟିକୁ ଧ୍ବଂସ କରି ଦେଲେ। ପ୍ରେତ୍ୟକକ ଉତ୍ତମ ଭୂମିଖଣ୍ତ ରେ ପ୍ରସ୍ତରଦ୍ବାରା ପୂର୍ଣ୍ଣ କଲେ। ସମାନେେ ଜଳ ନିର୍ଝରଗୁଡିକୁ ବୁଜି ଦେଲେ। ଉତ୍ତମ ବୃକ୍ଷଗୁଡିକୁ କାଟି ପକାଇଲେ, ଇଶ୍ରାୟେଲୀୟମାନେ କୀର୍ ହରେସରୁର ସମସ୍ତ ପଥରେ ୟୁଦ୍ଧ କଲେ। ସମାନେେ ଏହାର ଚତୁର୍ଦ୍ଦିଗ ରେ ଘରେିଗଲେ ଓ ଏହା ଉପରେ ମଧ୍ଯ ଆକ୍ରମଣ କଲେ।

ଦିତୀୟ ବଂଶାବଳୀ 32:4
ଅନକେ ଲୋକ ଏକତ୍ର ଆସିଲେ ଓ ଦେଶ ମଧ୍ଯ ଦଇେ ପ୍ରବାହିତ ହେଉଥିବା ଝରଣା ଓ ନଦୀ ସବୁର ଜଳକୁ ରୋକି ଦେଲେ। ସମାନେେ କହିଲେ ଯେ, ଅଶୂରର ରାଜା ଏହି ସ୍ଥାନକୁ ଆସିଲେ ବେଶୀ କିଛି ଜଳ ପାଇବ ନାହିଁ।

ଗୀତସଂହିତା 74:15
ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்