Base Word
מַעֲכָתִי
Short Definitiona Maakathite, or inhabitant of Maakah
Long Definitionused of one of David's mighty warriors
Derivationpatrial from H4601
International Phonetic Alphabetmɑ.ʕə̆.kɔːˈt̪ɪi̯
IPA modmɑ.ʕə̆.χɑːˈtiː
Syllablemaʿăkātî
Dictionma-uh-kaw-TEE
Diction Modma-uh-ha-TEE
UsageMaachathite
Part of speecha

ଦିତୀୟ ବିବରଣ 3:14
ମନଃଶିର ପକ୍ସ୍ଟତ୍ର ୟାଯୀର ଗଶ୍ବରୀଯ ଓ ମାଖାଥୀଯ ସୀମା ପର୍ୟ୍ଯନ୍ତ ଅର୍ ଗୋବର(ବାଶନର) ସମସ୍ତ ଅଞ୍ଚଳ ଅଧିକାର କଲେ। ସହେି ଅଞ୍ଚଳକକ୍ସ୍ଟ ତାଙ୍କ ପରେ ନାମ କରଣ କରାଗଲା, ତେଣୁ ଆଜି ପର୍ୟ୍ଯନ୍ତ ବାଶନକକ୍ସ୍ଟ ହବୋତ୍-ୟାଯୀର ବୋଲି ଡକାୟାଏ।

ଯିହୋଶୂୟ 12:5
ଓଗ୍ ମଧ୍ଯ ହର୍ମୋଣ ପର୍ବତ ରେ, ସଲଖା ରେ, ଗଶୂରୀଯମାନଙ୍କ ଓ ମାଖାଥୀଯମାନଙ୍କ ସୀମା ପର୍ୟ୍ଯନ୍ତ ସମକ୍ସ୍ଟଦାଯ ବାଶନ ଦେଶ ରେ ଓ ହିଷ୍ବୋନ୍ର ରାଜା ସୀହାନରେ ସୀମା ପର୍ୟ୍ଯନ୍ତ ଗିଲିଯଦର ଅର୍ଦ୍ଧ ଦେଶ ରେ ଶାସନ କରୁଥିଲେ।

ଯିହୋଶୂୟ 13:11
ଗିଲିଯଦ ଓ ଗଶକ୍ସ୍ଟରୀଯମାନଙ୍କ ଓ ମାଖାଥୀଯମାନଙ୍କ ଅଞ୍ଚଳ ଓ ସମକ୍ସ୍ଟଦାଯ ହର୍ମୋଣ ପର୍ବତ ଓ ସଲଖା ପର୍ୟ୍ଯନ୍ତ ସମସ୍ତ ବାସନ ସୀମା ପର୍ୟ୍ଯନ୍ତ ଥିଲା।

ଯିହୋଶୂୟ 13:13
ଇଶ୍ରାୟେଲର ସନ୍ତାନଗଣ ଗଶକ୍ସ୍ଟରୀଯମାନଙ୍କ ଓ ମାଖାଥୀଯମାନଙ୍କୁ ଘଉଡାଇ ଦଇେ ନ ଥିଲେ। ଆଜି ପର୍ୟ୍ଯନ୍ତ ସହେି ଲୋକମାନେ ଇଶ୍ରାୟେଲୀୟମାନଙ୍କ ସହିତ ବାସ କରୁଛନ୍ତି।

ଦିତୀୟ ଶାମୁୟେଲ 23:34
ମାଖାତୀଯର ପୌତ୍ର ଅହସ୍ବଯର ପକ୍ସ୍ଟତ୍ର ଇଲୀଫଲେଟ୍, ଗୀଲୋନୀଯ ଅହୀଥୋଫଲର ପକ୍ସ୍ଟତ୍ର ଇଲୀଯାମ,

ଦିତୀୟ ରାଜାବଳୀ 25:23
ଏହାପରେ ବାବିଲର ରାଜା ଗଦଲିଯକୁ ଶାସନକର୍ତ୍ତା କରିଅଛ ବୋଲି ଶୁଣି ସନୋପତିଗଣ ଓ ସମାନଙ୍କେ ଲୋକମାନେ ଯଥା: ନଥନିଯର ପୁତ୍ର ଇଶ୍ମାଯଲେ, କା ରହରେ ପୁତ୍ର ୟୋହାନନ୍, ନାଟୋଫାତୀଯଠାରୁ ତନହୂମତର ପୁତ୍ର ସରାଯ, ମାଖାତୀଯର ପୁତ୍ର ୟାସନିଯ ଓ ସମାନଙ୍କେର ଲୋକମାନେ ମିସ୍ପାର ଗଦଲିଯ ନିକଟକୁ ଆସିଲେ।

ପ୍ରଥମ ବଂଶାବଳୀ 4:19
ମରଦଙ୍କେର ସ୍ତ୍ରୀ ହାଦେିୟ ନହମଙ୍କର ଭଗିନୀ ଥିଲେ। ମରଦଙ୍କେ ସ୍ତ୍ରୀଙ୍କ ପୁତ୍ରମାନେ କିଯୀଲା ଓ ଇଷ୍ଟିମଯଙ୍କେ ପିତା ଥିଲେ। କିଯୀଲା ଗର୍ମୀଯ ଲୋକମାନଙ୍କ ମଧ୍ଯରୁ ଆସିଥିଲେ ଓ ଇଷ୍ଟିମାେଯ-ମାଖାତୀଯ ଲୋକମାନଙ୍କ ମଧ୍ଯରୁ ଆସିଥିଲେ।

ଯିରିମିୟ 40:8
ଯେଉଁମାନେ ମିସ୍ଫୀକୁ ଗଦଲିଯ ନିକଟକୁ ଗଲେ ସମାନଙ୍କେ ମଧିଅରେ ନଥନିଯର ପୁତ୍ର ଇଶମାଯଲେ, କା ରହରେ ପୁତ୍ର ୟୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାଯ, ନଟୋଫାତୀଯ ଏଫଯର ପୁତ୍ରମାନେ ଓ ମାଖାତୀଯର ପୁତ୍ର ୟାସନୀଯ ଥିଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்