Base Word
מִצְנֶפֶת
Short Definitiona tiara, i.e., official turban (of a king or high priest)
Long Definitionturban (of the high priest)
Derivationfrom H6801
International Phonetic Alphabetmɪt͡sˤ.n̪ɛˈpɛt̪
IPA modmit͡s.nɛˈfɛt
Syllablemiṣnepet
Dictionmits-neh-PET
Diction Modmeets-neh-FET
Usagediadem, mitre
Part of speechn-f

ଯାତ୍ରା ପୁସ୍ତକ 28:4
ବୁକପଟା, ଏଫୋଦ, ଗୋଟିଏ ଚୋଗା, ଶୁକ୍ଲ ସୁତା ରେ ବୁଣା ୟାଇଥିବା ଚୋଗା, ପଗଡି ଓ କଟି ବନ୍ଧନ ସମାନେେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବ, ଯେଉଁଥିପାଇଁ ସମାନେେ ମାରେ ଯାଜକ ରୁପେ ସବୋ କରିବେ।

ଯାତ୍ରା ପୁସ୍ତକ 28:37
ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ର ରେ ବନ୍ଦ କରି ପାଗର ସମ୍ମୁଖ ରେ ରଖିବ।

ଯାତ୍ରା ପୁସ୍ତକ 28:37
ପୁଣି ପାଗ ଉପରେ ରହିବା ପାଇଁ ତାହା ନୀଳ ସୁତ୍ର ରେ ବନ୍ଦ କରି ପାଗର ସମ୍ମୁଖ ରେ ରଖିବ।

ଯାତ୍ରା ପୁସ୍ତକ 28:39
ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୋମ ବସ୍ତ୍ର ରେ ଓ ପାଗକୁ ଶୁଭ୍ର କ୍ଷୋମ ସୂତ୍ର ରେ ପ୍ରସ୍ତୁତ କରିବ। ପୁଣି କଟୀବନ୍ଧନ ସୂଚୀକର୍ମ ଦ୍ବାରା ଚିତ୍ର ବିଚିତ୍ର କରିବ।

ଯାତ୍ରା ପୁସ୍ତକ 29:6
ତାହାର ମସ୍ତକରେ ପାଗ ବାନ୍ଧି ତା' ଉପରେ ଏକ ପବିତ୍ର ମୁକୁଟ ଦବେ।

ଯାତ୍ରା ପୁସ୍ତକ 29:6
ତାହାର ମସ୍ତକରେ ପାଗ ବାନ୍ଧି ତା' ଉପରେ ଏକ ପବିତ୍ର ମୁକୁଟ ଦବେ।

ଯାତ୍ରା ପୁସ୍ତକ 39:28
ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ପଗଡି ଓ ସୂକ୍ଷ୍ମ କ୍ଷୋମ ସୂତ୍ର ନିର୍ମିତ ଶିରୋ ବନ୍ଧନୀ ଓ ସୂକ୍ଷ୍ମ କ୍ଷୋମସୂତ୍ର ନିର୍ମିତ ଶୁକ୍ଲ ଜଙ୍ଘିଆ ପ୍ରସ୍ତୁତ କଲେ।

ଯାତ୍ରା ପୁସ୍ତକ 39:31
ଏହା ପଗଡି ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ର ରେ ବାନ୍ଧିଲେ। ସଦାପ୍ରଭୁଙ୍କ ମାଶାଙ୍କେ ପ୍ରତି ଆଜ୍ଞାନୁସା ରେ।

ଲେବୀୟ ପୁସ୍ତକ 8:9
ପୁଣି ତାଙ୍କ ମସ୍ତକରେ ପଗଡି ରଖିଲେ, ପଗଡି ସମ୍ମୁଖ ରେ ସ୍ବର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଆନୁସା ରେ ଏହା କଲେ।

ଲେବୀୟ ପୁସ୍ତକ 8:9
ପୁଣି ତାଙ୍କ ମସ୍ତକରେ ପଗଡି ରଖିଲେ, ପଗଡି ସମ୍ମୁଖ ରେ ସ୍ବର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଆନୁସା ରେ ଏହା କଲେ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்