Base Word
מַקֵּל
Short Definitiona shoot, i.e., stick (with leaves on, or for walking, striking, guiding, divining)
Long Definitionrod, staff
Derivationor (feminine) מַקְּלָה; from an unused root meaning apparently to germinate
International Phonetic Alphabetmɑk̚ˈk’el
IPA modmɑˈkel
Syllablemaqqēl
Dictionmahk-KALE
Diction Modma-KALE
Usagerod, (hand-)staff
Part of speechn-m

ଆଦି ପୁସ୍ତକ 30:37
ଯାକୁବ ଲିବ୍ନୀ, ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବକ୍କଳ କାଢ଼ି କାଠର ଶୁକ୍ଲ ରଖାେ ବାହାର କଲା।

ଆଦି ପୁସ୍ତକ 30:37
ଯାକୁବ ଲିବ୍ନୀ, ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବକ୍କଳ କାଢ଼ି କାଠର ଶୁକ୍ଲ ରଖାେ ବାହାର କଲା।

ଆଦି ପୁସ୍ତକ 30:38
ଏହାପରେ ଯେଉଁ ସ୍ଥାନକୁ ପଶୁମାନେ ଜଳପାନ କରିବାକୁ ଆସନ୍ତି ସହେି ସ୍ଥାନ ରେ ସମାନଙ୍କେ ସମ୍ମୁଖସ୍ଥ ଜଳକୁଣ୍ଡ ମଧିଅରେ ସହେି ବକ୍କଳଶୂନ୍ଯ ଶାଖାସବୁ ଉଚ୍ଚ କରି ରଖିଲା। ତେଣୁ ଜଳ ପାନ କରିବା ସମୟରେ ସମାନେେ ଫଳବତୀ ହେଲେ।

ଆଦି ପୁସ୍ତକ 30:39
ପୁଣି ସହେି ଶାଖା ନିକଟରେ ସମାନଙ୍କେର ସଂଗମ ହବୋରୁ ପଶୁମାନେ ରଖାଙ୍କେିତ, ଚିତ୍ର ବିଚିତ୍ର ଓ ବିନ୍ଦୁ ଚିହ୍ନିତ ମଷେ ଛୁଆମାନ ଜନ୍ମ କଲେ।

ଆଦି ପୁସ୍ତକ 30:41
ଯେତବେେଳେ ବଳିଷ୍ଠ ପଶୁଗଣ ସହକର୍ମୀ କରନ୍ତି, ସେ ଜଳକୁଣ୍ଡ ମଧିଅରେ ସମାନଙ୍କେର ଆଖୀର ସମ୍ମୁଖ ରେ ସହେି ଶାଖାଗୁଡ଼ିକ ରଖିଲା। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖ ରେ ରଖିଲା ନାହିଁ।

ଆଦି ପୁସ୍ତକ 30:41
ଯେତବେେଳେ ବଳିଷ୍ଠ ପଶୁଗଣ ସହକର୍ମୀ କରନ୍ତି, ସେ ଜଳକୁଣ୍ଡ ମଧିଅରେ ସମାନଙ୍କେର ଆଖୀର ସମ୍ମୁଖ ରେ ସହେି ଶାଖାଗୁଡ଼ିକ ରଖିଲା। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖ ରେ ରଖିଲା ନାହିଁ।

ଆଦି ପୁସ୍ତକ 32:10
ତୁମ୍ଭେ ମାେତେ ଦୟା ଦଖାଇେ ଆସିଅଛ। ତୁମ୍ଭେ ମାରେ ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷଯ ପାଇଁ ୟୋଗ୍ଯ ନୁହେଁ। ମୁଁ ଯେତବେେଳେ ପ୍ରଥମଥର ୟର୍ଦ୍ଦନ ନଦୀ ପାରି ହଲିେ, କବଳେ ଏ ବାଡ଼ି ଛଡ଼ା ମାରେ କିଛି ନଥିଲା। କିନ୍ତୁ ବର୍ତ୍ତମାନ ମାରେପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହାଇପୋ ରେ।

ଯାତ୍ରା ପୁସ୍ତକ 12:11
ତୁମ୍ଭମାନେେ ଯେତବେେଳେ ଏହି ମାଂସ ଭୋଜନ କରିବ, ସେତବେେଳେ ତୁମ୍ଭମାନେେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭମାନେେ ଭ୍ରମଣ ପାଇଁ ୟିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ୟୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତ ରେ ତୁମ୍ଭର ଆଶାବାଡି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାହିଁକି? କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ।

ଗଣନା ପୁସ୍ତକ 22:27
ସେତବେେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି ବିଲିଯମକୁ ପିଠି ରେ ଧରି ତଳେ ଶାଇେ ପଡିଲା। ଏଥି ରେ ବିଲିଯମର କୋର୍ଧ ପ୍ରଜ୍ବଳିତ ହେଲା ଓ ଗଧକୁ ଆପଣା ଆଶାବାଡି ରେ ପ୍ରହାର କଲେ।

ପ୍ରଥମ ଶାମୁୟେଲ 17:40
ଦାଉଦ ଆପଣା ୟଷ୍ଟି ହାତ ରେ ଧରି ନଦୀରକ୍ସ୍ଟ ପାଞ୍ଚ ଗୋଟି ଚିକ୍କଣ ପଥର ବାଛିଲେ ଓ ସେ ସଗେୁଡିକୁ ନିଜର ମଷେପାଳକ ଥଳି ମଧିଅରେ ରଖିଲେ। ନିଜ ହାତ ରେ ନିଜର ଛାଟିଣୀଟି ଧରି ପଲେଷ୍ଟୀୟ ନିକଟକକ୍ସ୍ଟ ଗଲେ।

Occurences : 18

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்