Base Word
מָשׂוֹשׂ
Short Definitiondelight, concretely (the cause or object) or abstractly (the feeling)
Long Definitionexultation, joy, rejoicing
Derivationfrom H7797
International Phonetic Alphabetmɔːˈɬoɬ
IPA modmɑːˈso̞ws
Syllablemāśôś
Dictionmaw-SOSE
Diction Modma-SOSE
Usagejoy, mirth, rejoice
Part of speechn-m

ଆୟୁବ ପୁସ୍ତକ 8:19
କିନ୍ତୁ ସେ ଗଛ ଖୁସି ଥିଲା। ତାହା ଜାଗା ରେ ଅନ୍ୟ ଏକ ଲତା ମାଡ଼ିବ।

ଗୀତସଂହିତା 48:2
ପରମେଶ୍ବରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ। ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ। ସିୟୋନ ପର୍ବତ ପ୍ରକୃତରେ ପରମେଶ୍ବରଙ୍କ ପବିତ୍ର ପର୍ବତ ଅଟେ। ଏହା ସହେି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।

ଯିଶାଇୟ 8:6
ମାରେ ପ୍ରଭୁ କହିଲେ, ଏହି ଲୋକମାନେ ଶୀଲୋହର ଧୀରଷୋର୍ତକୁ ଅଗ୍ରାହ୍ଯ କରି ଉତ୍ସୀନ୍ ଓ ରମଲୀଯର ପୁତ୍ର, ପକହେ ସହିତ ଆନନ୍ଦ କରୁଛନ୍ତି।

ଯିଶାଇୟ 24:8
ଲୋକାମନେ ଆନନ୍ଦ ଉଲ୍ଲାସରୁ ନିବୃତ୍ତ ହାଇେଛନ୍ତି। ସମସ୍ତ ଆନନ୍ଦ ଧ୍ବନି ନୀରବ ହାଇେଛି। ତବଲା ଓ ବୀଣାର ମଧୁର ସଙ୍ଗୀତ ନିବୃତ୍ତ ହାଇେଅଛି।

ଯିଶାଇୟ 24:8
ଲୋକାମନେ ଆନନ୍ଦ ଉଲ୍ଲାସରୁ ନିବୃତ୍ତ ହାଇେଛନ୍ତି। ସମସ୍ତ ଆନନ୍ଦ ଧ୍ବନି ନୀରବ ହାଇେଛି। ତବଲା ଓ ବୀଣାର ମଧୁର ସଙ୍ଗୀତ ନିବୃତ୍ତ ହାଇେଅଛି।

ଯିଶାଇୟ 24:11
ତଥାପି ଲୋକମାନେ ସଡ଼କରେ ସୁରା ପାଇଁ ଚିତ୍କାର କରୁଛନ୍ତି। କିନ୍ତୁ ସମସ୍ତ ସୁଖ ଚାଲି ୟାଇଛି ଓ ଆମାଦେ ଦୂରୀଭୂତ ହାଇେଛି।

ଯିଶାଇୟ 32:13
ମାରେଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷ ରେ ପୂର୍ଣ୍ଣ ହବୋ ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।

ଯିଶାଇୟ 32:14
ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।

ଯିଶାଇୟ 60:15
ତୁମ୍ଭେ ପରିତ୍ଯକ୍ତା ଓ ଘୃଣିତା ହାଇେଥିବାରୁ କହେି ତୁମ୍ଭ ମଧ୍ଯ ଦଇେ ୟାତାଯାତ କଲେ ନାହିଁ। ତା' ପରିବର୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାଯୀ ଗୌରବ ଓ ଅନକେ ପୁରୁଷାନୁକ୍ରମେ ଆନନ୍ଦସ୍ବରୂପ କରିବା।

ଯିଶାଇୟ 62:5
ଜଣେ ୟୁବକ ଯେପରି ଜଣେ କନ୍ଯାକୁ ପ୍ ରମେ କରେ, ସହେିପରି ତୁମ୍ଭର ପୁତ୍ରମାନେ ତୁମ୍ଭକୁ ବିବାହ କରିବେ। ପୁଣି ବର ଯେପରି ତା'ର କନ୍ଯାଠା ରେ ଆନନ୍ଦ କରେ, ସହେିପରି ତୁମ୍ଭର ପରମେଶ୍ବର ତୁମ୍ଭଠା ରେ ଆନନ୍ଦ କରିବେ।'

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்