Base Word
נָדַב
Short Definitionto impel; hence, to volunteer (as a soldier), to present spontaneously
Long Definitionto incite, impel, make willing
Derivationa primitive root
International Phonetic Alphabetn̪ɔːˈd̪ɑb
IPA modnɑːˈdɑv
Syllablenādab
Dictionnaw-DAHB
Diction Modna-DAHV
Usageoffer freely, be (give, make, offer self) willing(-ly)
Part of speechv

ଯାତ୍ରା ପୁସ୍ତକ 25:2
ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ ମାେ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରେତ୍ୟକକ ଲୋକ ତା'ର ହୃଦଯ ରେ ନିଷ୍ପତ୍ତି ନବୋ ଉଚିତ୍, ସେ ମାେ ପାଇଁ ଯାହା ଉପହାର ଦବୋ ଉଚିତ୍। ମାେ ପାଇଁ ସହେି ଦ୍ରବ୍ଯ ସଂଗ୍ରହ କର।

ଯାତ୍ରା ପୁସ୍ତକ 35:21
ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଉପହାର ଆଣିଲେ। ଯେ ହତେୁ ସମାନଙ୍କେର ହୃଦଯ ଉଦାର ହାଇଗେଲା। ଏହି ସମସ୍ତ ଉପହାର ଦ୍ରବ୍ଯ ତମ୍ବୁ ରେ ଥିବା ସମସ୍ତ ଦ୍ରବ୍ଯ, ସମାଗମ ତମ୍ବୁ ଭିତ ରେ ଥିବା ଅନ୍ଯାନ୍ଯ ସାମଗ୍ରୀ ଓ ବିଶଷେ ବସ୍ତ୍ର ତିଆରି କରିବା ରେ ବ୍ଯବହୃତ ହେଲା।

ଯାତ୍ରା ପୁସ୍ତକ 35:29
ପ୍ରେତ୍ୟକକ ପୁରୁଷ ଓ ସ୍ତ୍ରୀ ଯେଉଁମାନଙ୍କର ହୃଦଯ ସମାନଙ୍କେୁ ଉଦାର କଲା, ସଦାପ୍ରଭୁ ମାଶାଙ୍କେ ମାଧ୍ଯମ ରେ ଦଇେଥବା ଆଜ୍ଞାନୁସା ରେ କାର୍ୟ୍ଯ ପାଇଁ ଉପହାର ଆଣିଲେ। ତେଣୁ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ସ୍ବେଚ୍ଛାଦତ୍ତ ନବୈେଦ୍ଯ ଆଣିଲେ।

ବିଚାରକର୍ତାମାନଙ୍କ ବିବରଣ 5:2
ଇଶ୍ରାୟେଲର ପୁରୁଷମାନେ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହେଲେ। ସମାନେେ ସୂତସ୍ପୃତ ଭାବରେ ନିଜକକ୍ସ୍ଟ ୟକ୍ସ୍ଟଦ୍ଧ ପାଇଁ ଉତ୍ସର୍ଗ କଲେ। ଏଥିପାଇଁ ତକ୍ସ୍ଟମେ ସଦାପ୍ରଭୁଙ୍କର ଧନ୍ଯବାଦ କର।

ବିଚାରକର୍ତାମାନଙ୍କ ବିବରଣ 5:9
ମାରେ ହୃଦଯ ଇଶ୍ରାୟେଲର ଆଦେଶକର୍ତ୍ତାଙ୍କଠା ରେ ଅଛି, ୟିଏ ୟକ୍ସ୍ଟଦ୍ଧ ପାଇଁ ନିଜ ଇଚ୍ଛା ପ୍ରକାଶ କଲେ, ସଦାପ୍ରଭୁଙ୍କର ଧନ୍ଯବାଦ କର!

ପ୍ରଥମ ବଂଶାବଳୀ 29:5
ସୁବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ସକଳ ବସ୍ତୁ ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ଦକ୍ଷ କାରିଗରମାନେ ଯେପରି ମନ୍ଦିର ନିମନ୍ତେ ସବୁ ପ୍ରକାରର ବସ୍ତୁ ନିର୍ମାଣ କରିପାରନ୍ତି, ଏଥି ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ବର୍ତ୍ତମାନ, ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ତୁମ୍ଭମାନେେ କେତଜେଣ ଆଜି ନିଜକୁ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଅଛ ?

ପ୍ରଥମ ବଂଶାବଳୀ 29:6
ପରିବାରର ନେତାଗଣ, ଇଶ୍ରାୟେଲର ବିଭିନ୍ନ ଗୋଷ୍ଠୀର ନେତାଗଣ, ସନୋପତିଗଣ, ସନୋଧ୍ଯକ୍ଷଗଣ ଓ ରାଜାଙ୍କର କାର୍ୟ୍ଯନିର୍ବାହକଗଣ ସମସ୍ତେ ପ୍ରସ୍ତୁତ ଥିଲେ ଓ ସମାନଙ୍କେର ବହୁମୂଲ୍ଯ ବସ୍ତୁସବୁ ଦଇେ ଦେଲେ।

ପ୍ରଥମ ବଂଶାବଳୀ 29:9
ନେତାଗଣ ଆନନ୍ଦ ମଧିଅରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦଯ ରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ।

ପ୍ରଥମ ବଂଶାବଳୀ 29:9
ନେତାଗଣ ଆନନ୍ଦ ମଧିଅରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦଯ ରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ।

ପ୍ରଥମ ବଂଶାବଳୀ 29:14
ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்