Base Word
נָדַח
Short Definitionto push off; used in a great variety of applications, literally and figuratively (to expel, mislead, strike, inflict, etc.)
Long Definitionto impel, thrust, drive away, banish
Derivationa primitive root
International Phonetic Alphabetn̪ɔːˈd̪ɑħ
IPA modnɑːˈdɑχ
Syllablenādaḥ
Dictionnaw-DA
Diction Modna-DAHK
Usagebanish, bring, cast down (out), chase, compel, draw away, drive (away, out, quite), fetch a stroke, force, go away, outcast, thrust away (out), withdraw
Part of speechv

ଦିତୀୟ ବିବରଣ 4:19
ଏପରି ସାବଧାନ ହକ୍ସ୍ଟଅ, ଯେତବେେଳେ ତୁମ୍ଭମାନେେ ସୂର୍ୟ୍ଯ,ଚନ୍ଦ୍ର, ତାରାଗଣଙ୍କକ୍ସ୍ଟ ଆକାଶ ରେ ଦେଖ। ତୁମ୍ଭମାନେେ ସମାନଙ୍କେୁ ବି ମାହେିତ ହାଇେ ପ୍ରଣାମ କରିବା ଓ ସବୋ କରିବା ଉଚିତ୍ ନକ୍ସ୍ଟ ହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।

ଦିତୀୟ ବିବରଣ 13:5
ତୁମ୍ଭମାନେେ ସହେି ଭବିଷ୍ଯଦବକ୍ତା ବା ସ୍ବପ୍ନ ଦର୍ଶକକକ୍ସ୍ଟ ପ୍ରାଣ ଦଣ୍ତ ଦବୋ ଉଚିତ୍। କାରଣ ସହେି ବ୍ଯକ୍ତିଟି ମାରେ ଲୋକମାନଙ୍କୁ ପରମେଶ୍ବରଙ୍କ ବରକ୍ସ୍ଟଦ୍ଧ ରେ ବିଦ୍ରୋହ କରିବା ପାଇଁ ପ୍ରତାରିତ କଲା, ୟିଏକି ତୁମ୍ଭମାନଙ୍କୁ ମିଶର ଦେଶରକ୍ସ୍ଟ ବାହାର କରି ଆଣିଲେ ଓ ଦାସତ୍ବରକ୍ସ୍ଟ ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ସହେି ବ୍ଯକ୍ତିଟି ତୁମ୍ଭକୁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କଠାରକ୍ସ୍ଟ ଦକ୍ସ୍ଟରକକ୍ସ୍ଟ ନବୋକକ୍ସ୍ଟ ଚେଷ୍ଟା କରୁଛି। ଯାହା ସେ ତୁମ୍ଭମାନଙ୍କୁ ଅନକ୍ସ୍ଟସରଣ କରିବା ପାଇଁ ନିର୍ଦ୍ଦେଶ ଦେଲେ। ଏହି ଉପାଯ ରେ ତକ୍ସ୍ଟମ୍ଭ ମଧିଅରେ ଥିବା କକ୍ସ୍ଟକର୍ମ ଦୂର କରିପାରିବ।

ଦିତୀୟ ବିବରଣ 13:10
ଆଉ ସେ ହେଉଛନ୍ତି ସହେି ସଦାପ୍ରଭୁ ୟିଏକି ତୁମ୍ଭମାନଙ୍କୁ ମିଶର ଦେଶରକ୍ସ୍ଟ ବାହାର କରି ଆଣିଥିଲେ। ଯେଉଁଠା ରେ ତୁମ୍ଭମାନେେ ଦାସପରି ଥିଲ।

ଦିତୀୟ ବିବରଣ 13:13
କେତକେ ମନ୍ଦ ଲୋକ କହି ପାରନ୍ତି, 'ଆସ ଆମ୍ଭେ ଅନ୍ୟ ଦବେତାମାନଙ୍କର ସବୋ କରିବା।' ଏହା କହି ସମାନେେ ସମାନଙ୍କେ ନଗର ନିବାସୀମାନଙ୍କୁ ପ୍ରଲୋଭିତ କରି ପାରନ୍ତି। (ଏହିସବୁ ଦବେତାମାନଙ୍କୁ ତୁମ୍ଭମାନେେ କବେେ ଜାଣି ନ ଥିଲ)।

ଦିତୀୟ ବିବରଣ 19:5
ଉଦାହରଣ ସ୍ବରୂପ ଜଣେ ଲୋକ ଅନ୍ୟ ଜଣେ ଲୋକଙ୍କ ସହିତ ଜଙ୍ଗଲକକ୍ସ୍ଟ କାଠ କାଟିବାକକ୍ସ୍ଟ ୟାଏ। କାଠ କାଟିବା ସମୟରେ ଯଦି ପଶାଟି ବେଣ୍ଟରକ୍ସ୍ଟ ବାହାରି କାଠ ରେ ନ ବାଜି ଅନ୍ୟ ଲୋକ ଜଣଙ୍କକ୍ସ୍ଟ ଆଘାତ କରେ ଏବଂ ସହେି ଲୋକ ଜଣଙ୍କର ମୃତକ୍ସ୍ଟ୍ଯ ଘଟେ। ଯେଉଁଲୋକ ଟାଙ୍ଗିଆ ବକ୍ସ୍ଟଲାଉଥିଲା। ସେ ସହେି ତିନି ନଗରକକ୍ସ୍ଟ ପଳାଇୟାଇ ନିରାପଦ ରେ ରହିପାରିବ।

ଦିତୀୟ ବିବରଣ 20:19
ଯେତବେେଳେ ତୁମ୍ଭମାନେେ ବାହକ୍ସ୍ଟବଳଦ୍ବାରା ଅବୋରଧ କରିବ। ସେତବେେଳେ ତୁମ୍ଭମାନେେ ନଗରମାନଙ୍କ ରେ ଥିବା ଗଛମାନଙ୍କୁ କାଟିବା ନାହିଁ। ତୁମ୍ଭମାନେେ ତାହାର ଫଳ ଖାଇ ପାରିବ। ସହେି ବୃକ୍ଷମାନେ ତୁମ୍ଭର ଶତୃ ନକ୍ସ୍ଟହଁନ୍ତି ତେଣୁ ସମାନଙ୍କେୁ ତୁମ୍ଭେ କାଟିବ ନାହିଁ।

ଦିତୀୟ ବିବରଣ 22:1
ଯଦି ତୁମ୍ଭେ ଏହା ଦେଖ ଯେ ତୁମ୍ଭର ପଡ଼ୋଶୀମାନଙ୍କର ଗାଈ କିଅବା ମଷେ ବଣା ହାଇେ ୟିବାର, ତୁମ୍ଭେ ନିଶ୍ଚଯ ତାହାକକ୍ସ୍ଟ ତାଙ୍କର ମାଲିକକକ୍ସ୍ଟ ଫରୋଇ ଦବେ।

ଦିତୀୟ ବିବରଣ 30:1
ମୁ ତୁମ୍ଭକୁ ଯେଉଁସବୁ କଥା କହିଲି ତାହାସବୁ ଘଟିବ। ତୁମ୍ଭମାନଙ୍କର ଉତ୍ତମ କାର୍ୟ୍ଯପାଇଁ ଆଶୀର୍ବାଦ ଓ ମନ୍ଦ କାର୍ୟ୍ଯ ପାଇଁ ଅଭିଶାପ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଅନ୍ୟ ଜାତୀଯମାନଙ୍କ ମଧିଅରେ ପଠାଇବେ। ସଠାେରେ ତୁମ୍ଭମାନେେ ସ୍ମରଣ କରିବ।

ଦିତୀୟ ବିବରଣ 30:4
ଏପରିକି ତୁମ୍ଭମାନଙ୍କୁ ପୃଥିବୀର ବହକ୍ସ୍ଟତ ଦୂରକକ୍ସ୍ଟ ପଠାଇଥିଲେ। ମଧ୍ଯ ସେ ତୁମ୍ଭମାନଙ୍କୁ ଏକତ୍ର କରି ଫରୋଇ ଆଣିବେ।

ଦିତୀୟ ବିବରଣ 30:17
ଯଦି ତୁମ୍ଭମାନଙ୍କର ହୃଦଯ ତାଙ୍କଠାରକ୍ସ୍ଟ ବିମକ୍ସ୍ଟଖ ହକ୍ସ୍ଟଏ ଓ ତାଙ୍କ କଥା ଶକ୍ସ୍ଟଣିବ ନାହିଁ, ମାତ୍ର ବିପଥଗାମୀ ହାଇେ ଅନ୍ୟ ଦବେତାଗଣର ସବୋ ଏ ପୂଜା କର।

Occurences : 51

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்