Base Word
נָזִיד
Short Definitionsomething boiled, i.e., soup
Long Definitionboiled food, soup, pottage, thing sodden or boiled
Derivationfrom H2102
International Phonetic Alphabetn̪ɔːˈd͡zɪi̯d̪
IPA modnɑːˈziːd
Syllablenāzîd
Dictionnaw-DZEED
Diction Modna-ZEED
Usagepottage
Part of speechn-m

ଆଦି ପୁସ୍ତକ 25:29
ସହେି ସମୟରେ ଏଷୌ ବହୁତ କ୍ଲାନ୍ତ ହାଇେ କ୍ଷେତ୍ରରୁ ଆସିଲା।

ଆଦି ପୁସ୍ତକ 25:34
ଏହାପରେ ଯାକୁବ ଏଷୌକୁ ରୋଟି ଏବଂ ମସୁରଡ଼ାଲି ରାନ୍ଧି ଖାଇବାକୁ ଦଲୋ ଓ ସେ ସ୍ଥାନ ପରିତ୍ଯାଗ କଲା। ଏହିପରି ଏଷୌ ନିଜର ଜେଷ୍ଠ ଭ୍ରାତାର ଅଧିକାର ବିଷଯ ରେ ପୁନର୍ବାର ଭାବିଲା ନାହିଁ।

ଦିତୀୟ ରାଜାବଳୀ 4:38
ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଫରେିଗଲେ। ସହେି ସମୟରେ ସଠାେରେ ସହେି ଭୂମିରେ ଦୁର୍ଭିକ୍ଷ ପଡିଥିଲା। ଯେତବେେଳେ ଭବିଷ୍ଯଦ୍ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖ ରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, ହଣ୍ତା ଚୁଲି ରେ ବସାଅ ଓ ଭବିଷ୍ଯଦ୍ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ଯଞ୍ଜନ ପାକ କର।

ଦିତୀୟ ରାଜାବଳୀ 4:39
ତହୁଁ ଜଣେ ଲୋକ ଶାକ ସଂଗ୍ରହ କରିବାକୁ କ୍ଷତକେୁ ଗଲା। ମାତ୍ର ସେ ଏକ ବନ୍ଯଲତା ପାଇ ତାହାର ଫଳ ରେ ଅଣ୍ଟି ପୂର୍ଣ୍ଣ କଲା। ସହେି ଫଳକୁ ଆଣି କାଟି ପାତ୍ର ରେ ଭରିଲା। କିନ୍ତୁ ସମାନେେ କି ଫଳ ବୋଲି ଜାଣି ପାରିଲେ ନାହିଁ।

ଦିତୀୟ ରାଜାବଳୀ 4:40
ତହୁଁ ସମାନେେ ପାକ ପରେ ଲୋକମାନଙ୍କ ଭୋଜନ ନିମନ୍ତେ ତାହା ଢାଳିଲେ। ଯେତବେେଳେ ସମାନେେ ଭୋଜନ କରିବାକୁ ଆରମ୍ଭ କଲେ, ସମାନେେ ଇଲୀଶାୟଙ୍କୁ ଚିତ୍କାର କରି ଡାକିଲେ, ହେ ପରମେଶ୍ବରଙ୍କ ଲୋକ, ହଣ୍ତା ରେ ବିଷ ଅଛି। ତେଣୁ ସମାନେେ ସେ ଖାଦ୍ୟ ଖାଇ ପାରିଲେ ନାହିଁ।

ହଗୟ 2:12
ମନକରେ ଜଣେ ମନୁଷ୍ଯ କିଛି ମାଂସ ତା'ର ପୋଷାକର ଭାଙ୍ଗ ରେ ନିଏ। ଏହା ପବିତ୍ର ହବେ କାରଣ ଏହି ମାଂସ ବଳିଦାନର ଏକ ଅଂଶ ବିଶଷେ। କ'ଣ ସହେି ସବୁ ବସ୍ତ୍ର ଯଦି ରୋଟୀ, ରନ୍ଧାଖାଦ୍ୟ, ତଲେ କି ଅନ୍ୟ କୌଣସି ଖାଦ୍ୟ ପଦାର୍ଥକୁ ସ୍ପର୍ଶ କରେ ତବେେ ସେ ସବୁ କ'ଣ ପବିତ୍ର ହାଇଯେିବ?

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்