Base Word
אָמָה
Short Definitiona maid-servant or female slave
Long Definitionmaid-servant, female slave, maid, handmaid, concubine
Derivationapparently a primitive word
International Phonetic Alphabetʔɔːˈmɔː
IPA modʔɑːˈmɑː
Syllableʾāmâ
Dictionaw-MAW
Diction Modah-MA
Usage(hand-)bondmaid(-woman), maid(-servant)
Part of speechn-f

ଆଦି ପୁସ୍ତକ 20:17
ସଦାପ୍ରଭୁ ଅବିମଲକଙ୍କେର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ଯା କଲେ। ପରମେଶ୍ବର ଏପରି କଲେ କାରଣ ଅବିମଲକେ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନଇେଥିଲେ।

ଆଦି ପୁସ୍ତକ 21:10
ସାରା ଅବ୍ରହାମକୁ କହିଲା, ସହେି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତବେେଳେ ଆମ୍ଭେ ମରିୟିବା ମାରେ ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହବେ। ମୁଁ ସହେି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଚା ହେଁ ନାହିଁ।

ଆଦି ପୁସ୍ତକ 21:10
ସାରା ଅବ୍ରହାମକୁ କହିଲା, ସହେି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତବେେଳେ ଆମ୍ଭେ ମରିୟିବା ମାରେ ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହବେ। ମୁଁ ସହେି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଚା ହେଁ ନାହିଁ।

ଆଦି ପୁସ୍ତକ 21:12
କିନ୍ତୁ ପରମେଶ୍ବର ଅବ୍ରହାମକୁ କହିଲେ, ତୁମ୍ଭର ସହେି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ଯସ୍ତ ହବୋର ନାହିଁ। ସାରା ଯେପରି ଚାହୁଁଛି ସପରେି କର। ଇସ୍ହାକ ତୁମ୍ଭର ପରିବାରର ନାମ ରଖିବ।

ଆଦି ପୁସ୍ତକ 21:13
କିନ୍ତୁ ମୁଁ ତୁମ୍ଭର ଦାସୀର ପୁତ୍ରଠାରୁ ମଧ୍ଯ ଏକ ମହାନ ଜାତି ନିର୍ମାଣ କରିବି। କାରଣ ସେ ତୁମ୍ଭର ପୁତ୍ର।

ଆଦି ପୁସ୍ତକ 30:3
ଏହାପରେ ରାହେଲ କହିଲେ, ମାରେ ଦାସୀ ବିଲହା ଅଛି ତାହା ସହିତ ସହବାସ କର। ସେ ପିଲା ଜନ୍ମ କଲେ ମୁଁ ମା ହାଇେ ପାରିବି।

ଆଦି ପୁସ୍ତକ 31:33
ତେଣୁ ଲାବନ ଯାକୁବର ଛାଉଣୀ ରେ ଖାଜେିଲେ। ତା'ପରେ ସେ ଲୟୋର ଦମ୍ବୁ ରେ ଖାଜେିଲେ। ଏହାପରେ ସେ ଆସି ତାଙ୍କର ଦୁଇ ଦାସୀଙ୍କର ଦମ୍ବୁ ରେ ଖାଜେିଲେ। କିନ୍ତୁ ସଠାେରେ ମଧ୍ଯ ସମାନେେ ପାଇଲେ ନାହିଁ। ଏହାପରେ ଲାବନ ରାହେଲର ତମ୍ବୁକୁ ଗଲେ।

ଯାତ୍ରା ପୁସ୍ତକ 2:5
ଠିକ୍ ତା'ପରେ ଫାରୋଙ୍କର କନ୍ଯା ନଦୀକୁ ଗା ଧୋଇବକୁ ଗଲେ। ସେ ସହେି ନଳବନ ମଧିଅରେ ଟୋକଇଟେିକୁ ପାଇଲେ। ତାଙ୍କର ଚାକରମାନେ ସହେି ନଦୀ କୂଳ ରେ ବୁଲୁଥିଲେ। ସେ ତାଙ୍କର ଜଣେ ଦାସୀକୁ ସହେି ପଡେିଟିକୁ ଆଣିବା ପାଇଁ କହିଲେ।

ଯାତ୍ରା ପୁସ୍ତକ 20:10
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ଯା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ବାରବର୍ତ୍ତୀ ବିଦେଶୀ କହେି କୌଣସି କାର୍ୟ୍ଯ କରିବ ନାହିଁ।

ଯାତ୍ରା ପୁସ୍ତକ 20:17
ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।

Occurences : 56

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்