Base Word
נָקִי
Short Definitioninnocent
Long Definitionclean, free from, exempt, clear, innocent
Derivationor נָקִיא; (Joel 4:19; Jonah 1:14), from H5352
International Phonetic Alphabetn̪ɔːˈk’ɪi̯
IPA modnɑːˈkiː
Syllablenāqî
Dictionnaw-KEE
Diction Modna-KEE
Usageblameless, clean, clear, exempted, free, guiltless, innocent, quit
Part of speecha
Base Word
נָקִי
Short Definitioninnocent
Long Definitionclean, free from, exempt, clear, innocent
Derivationor נָקִיא; (Joel 4:19; Jonah 1:14), from H5352
International Phonetic Alphabetn̪ɔːˈk’ɪi̯
IPA modnɑːˈkiː
Syllablenāqî
Dictionnaw-KEE
Diction Modna-KEE
Usageblameless, clean, clear, exempted, free, guiltless, innocent, quit
Part of speecha

ଆଦି ପୁସ୍ତକ 24:41
କିନ୍ତୁ ତୁମ୍ଭେ ଯଦି ୟାଅ ମାରେ ବନ୍ଧୁବାନ୍ଧବମାନଙ୍କ ପାଖକୁ ୟାଅ, ଆଉ ସମାନେେ ଯଦି ମନା କରିବେ ମାେ ପୁତ୍ର ପାଇଁ କନ୍ଯା ଦବୋପାଇଁ, ତବେେ ତୁମ୍ଭେ ତୁମ୍ଭ ପ୍ରତିଜ୍ଞାରୁ ମୁକ୍ତ ହବେ।

ଆଦି ପୁସ୍ତକ 44:10
ଦାସ କହିଲେ, ତୁମ୍ଭେ ଯାହା କହିବ ଆମ୍ଭେ ସହେିପରି କରିବୁ କିନ୍ତୁ ଆମ୍ଭେ ସେ ଲୋକକୁ ହତ୍ଯା କରିବୁ ନାହିଁ। ଆମ୍ଭେ ଯଦି ସହେି ରୂପା ପାତ୍ର ପାଉ ତବେେ ସେ ଲୋକ ଆମ୍ଭର ଦାସ ହବେ। ଏବଂ ଅନ୍ୟମାନେ ମୁକ୍ତ ହବେେ।

ଯାତ୍ରା ପୁସ୍ତକ 21:28
ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତବେେ ତା'ର ମୁନିବ ଦୋଷୀ ହବୋନାହିଁ କିନ୍ତୁ ସହେି ବଳଦକୁ ପଥର ଦ୍ବାରା ମରାୟିବ ଓ ତା'ର ମାଂସ ଖିଆୟିବ ନାହିଁ।

ଯାତ୍ରା ପୁସ୍ତକ 23:7
କୌଣସି ଲୋକକୁ ଅଯଥା ବଦ୍ନାମ କର ନାହିଁ। ତା ନାମ ରେ ମିଥ୍ଯା ଦାବି କର ନାହିଁ। କୌଣସି ନିରୀହ ଲୋକକୁ ଅନ୍ଯାଯ ରେ ସେ ନ କରିଥିବା କର୍ମ ପାଇଁ ଦଣ୍ଡ ଦିଅ ନାହିଁ। ଯଦି କୌଣସି ଲୋକ ଏକ ନିରୀହ ଲୋକକୁ ହତ୍ଯା କରିଥାଏ ତବେେ ମୁଁ ତାକୁ କ୍ଷମା ଦବେି ନାହିଁ।

ଗଣନା ପୁସ୍ତକ 32:22
ଯେତବେେଳେ ସହେି ଦେଶ ଅକ୍ତିଆର ହୁଏ, ତା'ହାଲେ ତୁମ୍ଭମାନେେ ଗୃହକୁ ଫରେି ପାରିବ। ତା ହେଲେ ତୁମ୍ଭମାନେେ ସଦାପ୍ରଭୁ ଓ ଇଶ୍ରାୟେଲଙ୍କଠା ରେ ନିରପରାଧି ହବେ। ଆଉ ସହେି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନେେ ଅଧିକାର କରିବ।

ଦିତୀୟ ବିବରଣ 19:10
ତବେେ ଆଉ ନିରୀହ ଲୋକ କହେି ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ମୃତକ୍ସ୍ଟ୍ଯ ବରଣ କରିବେ ନାହିଁ। ଏବଂ ତୁମ୍ଭମାନେେ ନିରୀହମାନଙ୍କର ରକ୍ତପାତ ରେ ଦୋଷୀ ହବେ ନାହିଁ।

ଦିତୀୟ ବିବରଣ 19:13
ତୁମ୍ଭମାନେେ ତା'ପାଇଁ ଦକ୍ସ୍ଟଃଖ କରିବ ନାହିଁ କାରଣ ସେ ଜଣେ ନିରପରାଧି ଲୋକକୁ ହତ୍ଯାକରି ପାପ କରିଛି। ତୁମ୍ଭମାନେେ ଇଶ୍ରାୟେଲରକ୍ସ୍ଟ ନିରୀହମାନଙ୍କର ରକ୍ତପାତ ଦୋଷରକ୍ସ୍ଟ ମକ୍ସ୍ଟକ୍ତି ପାଇବା ଉଚିତ୍। ତାହାହେଲେ କବଳେ ତୁମ୍ଭମାନଙ୍କର ମଙ୍ଗଳ ହବେ।

ଦିତୀୟ ବିବରଣ 21:8
ହେ ସଦାପ୍ରଭୁ, ତୁମ୍ଭେ ଆପଣାର ଯେଉଁ ଇଶ୍ରାୟେଲର ଲୋକମାନଙ୍କୁ ମକ୍ସ୍ଟକ୍ତ କରିଅଛ, ସମାନଙ୍କେୁ କ୍ଷମା କର। ଆପଣା ଇଶ୍ରାୟେଲ ଲୋକ ମଧିଅରେ ନିରପରାଧର ରକ୍ତପାତ ଦୋଷ ରହିବାକକ୍ସ୍ଟ ଦିଅ ନାହିଁ।' ତହିଁରେ ସମାନଙ୍କେ ପ୍ରତି ସହେି ରକ୍ତପାତ ଦୋଷ କ୍ଷମା ହବେ।

ଦିତୀୟ ବିବରଣ 21:9
ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ନିରୀହମାନଙ୍କର ହତ୍ଯା ଜନିତ ପାପ ମାଚେନର ଏହା ହିଁ ପଥ। କାରଣ ତୁମ୍ଭେ ପରମେଶ୍ବରଙ୍କ ଦୃଷ୍ଟି ରେ ଯଥାର୍ଥ କାର୍ୟ୍ଯ କରିବା ଉଚିତ୍।

ଦିତୀୟ ବିବରଣ 24:5
ଯଦି କୌଣସି ଲୋକ ନୂତନ ଭାବେ ବିବାହିତ ହାଇେଥାଏ ତବେେ ସେ ସୈନ୍ଯଦଲ ରେ ୟୋଗ ଦବନୋହିଁ। କି ଅବା ତାଙ୍କୁ କୌଣସି ଦାଯିତ୍ବ ପୂର୍ଣ କାର୍ୟ୍ଯଭାର ଦିଆୟିବ ନାହିଁ। ଏକବର୍ଷ ପାଇଁ ତାକକ୍ସ୍ଟ ସ୍ବାଧୀନଭାବେ ବକ୍ସ୍ଟଲି ଖକ୍ସ୍ଟସି କରିବାକୁ ଦିଆୟିବ ସେ ତା'ର ନୂତନ ସ୍ତ୍ରୀକକ୍ସ୍ଟ ଧରି ଗୃହ ରେ ମନୋରଞ୍ଚନ କରି, ବାସ କରିବ।

Occurences : 43

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்