Base Word
נֶשֶׁק
Short Definitionmilitary equipment, i.e., (collectively) arms (offensive or defensive), or (concretely) an arsenal
Long Definitionequipment, weapons, armoury
Derivationor נֵשֶׁק; from H5401
International Phonetic Alphabetn̪ɛˈʃɛk’
IPA modnɛˈʃɛk
Syllablenešeq
Dictionneh-SHEK
Diction Modneh-SHEK
Usagearmed men, armour(-y), battle, harness, weapon
Part of speechn-m

ପ୍ରଥମ ରାଜାବଳୀ 10:25
ପ୍ରତିବର୍ଷ ସାକ୍ଷାତକାରୀମାନେ କିଛିନା କିଛି ଭଟେି ଆଣି ରାଜାଙ୍କୁ ଦଖାେ କରୁଥିଲେ। ସମାନେେ ରୂପାପାତ୍ର, ସୁନାପାତ୍ର , ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ଯ, ଅଶ୍ବ ଓ ଖଚର ଭଟେି ଆଣୁଥିଲେ।

ଦିତୀୟ ରାଜାବଳୀ 10:2
ଏହି ଚିଠି ପାଇବା ମାତ୍ ରେ, ତୁମ୍ଭମାନେେ ତୁମ୍ଭ ପିତାଙ୍କର ପୁତ୍ରମାନଙ୍କ ମଧ୍ଯରୁ ଅତି ଉତ୍ତମ ଓ ଯୋଗ୍ଯତମ ସନ୍ତାନଟିକୁ ବାଛ। ତୁମ୍ଭମାନଙ୍କର ରଥମାନ ଅଛି, ଅଶ୍ବମାନ ଅଛନ୍ତି ଓ ତୁମ୍ଭମାନେେ ଏକ ସୁଦୃଢ ନଗର ରେ ବାସ କରୁଛ, ଆଉ ମଧ୍ଯ ତୁମ୍ଭମାନଙ୍କର ଅସ୍ତ୍ର ଶସ୍ତ୍ର ଅଛି।

ଦିତୀୟ ବଂଶାବଳୀ 9:24
ପ୍ରତି ବର୍ଷ ସହେି ରାଜାମାନେ ଶଲୋମନଙ୍କ ନିମନ୍ତେ ଉପହାରମାନ ନଇେ ଆସୁଥିଲେ। ସମାନେେ ସୁନା, ରୂପା ଦ୍ରବ୍ଯ, ବସ୍ତ୍ର, ୟୁଦ୍ଧସାଜ, ମଶାଲ, ଅଶ୍ବଗୁଡ଼ିକ ଓ ଖଚରମାନ ଆଣିଲେ।

ନିହିମିୟା 3:19
ତାହା ନିକଟରେ ମିସ୍ପାର ଅଧ୍ଯକ୍ଷ ଯଶୂେଯର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣୀ ପଥ ସମ୍ମୁଖ ରେ ଅନ୍ୟ ଏକ ଭଗ୍ନା ଅଂଶ ଗଠନ କଲେ।

ଆୟୁବ ପୁସ୍ତକ 20:24
ସେ ହୁଏତ ଲୁହା ଖଡ୍ଗରୁ ରକ୍ଷା ପାଇପା ରେ, କିନ୍ତୁ ତମ୍ବାର ଧନୁ ତାକୁ ବିନ୍ଧି ପକଇବେ।

ଆୟୁବ ପୁସ୍ତକ 39:21
ଘୋଡ଼ାଟି ଶକ୍ତିଶାଳୀ ଥିବାରୁ ଖୁସିଥାଏ। ସେ ଭୂମିରେ ତା'ର ଖୁରା ଦ୍ବାରା ରାମ୍ପୁଡ଼ି ପକାଏ। ସେ ୟୁଦ୍ଧ କ୍ଷେତ୍ର ରେ ଖୁବ ୟୋର ରେ ଦୌଡ଼ିପା ରେ।

ଗୀତସଂହିତା 140:7
ହେ ସଦାପ୍ରଭୁ, ମାରେ ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ୟିଏକି ମାେତେ ରକ୍ଷା କଲେ। ତୁମ୍ଭେ ମାରେ ମସ୍ତକର ରକ୍ଷାକବଚ, ୟାହା ମାରେ ୟୁବ ସମଯରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।

ଯିଶାଇୟ 22:8
ସହେି ସମୟରେ ସେ ଯିହୁଦାର ଓଢ଼ଣା ଟାଣି ପକାଇଲେ ଓ ତୁମ୍ଭେ ବନଗୃହସ୍ଥ ୟୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି ଦେଲେ।

ଯିହିଜିକଲ 39:9
ସହେି ସମୟରେ ଇଶ୍ରାୟେଲର ନଗରବାସୀ ପ୍ରାନ୍ତରକୁ ଆସି ଢ଼ାଲ, ଫଳକ, ଧନୁ, ତୀର ଆଶାବାଡ଼ି ଓ ବର୍ଚ୍ଛା ଆଦି ଅସ୍ତ୍ର ଶସ୍ତ୍ର ନଇେ ନିଆଁ ଲଗାଇ ଜାଳି ଦବେେ। ସମାନେେ ସାତବର୍ଷ ପର୍ୟ୍ଯନ୍ତ ସେ ସବୁକୁ ନଇେ ଜାଳଣେି କରିବେ।

ଯିହିଜିକଲ 39:10
ଆଉ ସମାନେେ ପଦାରୁ କାଠ ଆଣିବେ ନାହିଁ କିମ୍ବା ବନରୁ କିଛି କାଠ କାଟିବେ ନାହିଁ। କାରଣ ସମାନେେ ସହେି ଅସ୍ତ୍ରଶସ୍ତ୍ରକୁ ଜାଳଣେି ରୂପେ ବ୍ଯବହାର କରିବେ। ଆଉ ସମାନେେ ଲୁଣ୍ଠନକାରୀଙ୍କଠାରୁ ଧନ ଲୁଣ୍ଠନ କରିବେ ଓ ସମାନଙ୍କେର ଅପହରଣକାରୀଙ୍କଠାରୁ ସମ୍ପତ୍ତି ଅପହରଣ କରିବେ। ମାରେ ପ୍ରଭୁ ସଦାପ୍ରଭୁ ଏହା କହନ୍ତି।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்