Base Word
נְתַנְיָה
Short DefinitionNethanjah, the name of four Israelites
Long Definitionson of Elishama of the royal family of Judah and father of Ishmael who murdered Gedaliah
Derivationor נְתַנְיָהוּ; from H5414 and H3050; given of Jah
International Phonetic Alphabetn̪ɛ̆.t̪ɑn̪ˈjɔː
IPA modnɛ̆.tɑnˈjɑː
Syllablenĕtanyâ
Dictionneh-tahn-YAW
Diction Modneh-tahn-YA
UsageNethaniah
Part of speechn-pr-m

ଦିତୀୟ ରାଜାବଳୀ 25:23
ଏହାପରେ ବାବିଲର ରାଜା ଗଦଲିଯକୁ ଶାସନକର୍ତ୍ତା କରିଅଛ ବୋଲି ଶୁଣି ସନୋପତିଗଣ ଓ ସମାନଙ୍କେ ଲୋକମାନେ ଯଥା: ନଥନିଯର ପୁତ୍ର ଇଶ୍ମାଯଲେ, କା ରହରେ ପୁତ୍ର ୟୋହାନନ୍, ନାଟୋଫାତୀଯଠାରୁ ତନହୂମତର ପୁତ୍ର ସରାଯ, ମାଖାତୀଯର ପୁତ୍ର ୟାସନିଯ ଓ ସମାନଙ୍କେର ଲୋକମାନେ ମିସ୍ପାର ଗଦଲିଯ ନିକଟକୁ ଆସିଲେ।

ଦିତୀୟ ରାଜାବଳୀ 25:25
ମାତ୍ର ସପ୍ତମ ମାସ ରେ ରାଜବଂଶ ଜାତ ଇଲୀଶାମାର ପୌତ୍ର ନଥନିଯର ପୁତ୍ର ଇଶ୍ମାଯଲେ, ୟିଏ ରାଜା ପରିବାରରୁ ଥିଲେ। ସେ ଓ ତାଙ୍କର ଦଶଜଣ ସଙ୍ଗୀ ଗଦଲୀଯକୁ, ୟିହୁଦୀଯମାନଙ୍କୁ ଓ ମିସ୍ପା ରେ ଥିବା କଲଦୀଯମାନଙ୍କୁ ବଧ କଲେ।

ପ୍ରଥମ ବଂଶାବଳୀ 25:2
ଆସଫଙ୍କ ପରିବାରରୁ : ସକ୍କୁର, ଯୋଷେଫ୍, ନଥନିଯ ଓ ଅସା ରେଲ। ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ନିମନ୍ତେ ରାଜା ଦାଉଦ ଆସଫଙ୍କୁ ମନୋନୀତ କରିଥିଲେ। ଆଉ ଆସଫ ତାଙ୍କର ପୁତ୍ରମାନଙ୍କୁ ପରିଚାଳନା କଲେ।

ପ୍ରଥମ ବଂଶାବଳୀ 25:12
ପଞ୍ଚମ ରେ, ନଥନିଯଙ୍କ ପୁତ୍ରଗଣ ଓ ଆତ୍ମୀଯମାନଙ୍କ ମଧ୍ଯରୁ

ଦିତୀୟ ବଂଶାବଳୀ 17:8
ୟିହୋଶାଫଟ୍ ଏହି ନେତାମାନଙ୍କ ସହିତ ଲବେୀୟମାନଙ୍କୁ ମଧ୍ଯ ପଠାଇଲେ। ସହେି ଲବେୀୟମାନେ ଥିଲେ ଶମଯିଯ, ନଥନିଯ, ସବ୍ଦିଯ, ଅସା ହେଲ, ଶମୀରାମାେତ୍, ୟିହୋନାଥନ, ଅଦୋନିଯ, ଟୋବିୟ, ଟୋବଦୋନିଯ, ଇଲୀଶାମା, ୟି ହରୋମ୍ ଓ ଯାଜକମାନଙ୍କୁ ମଧ୍ଯ ପଠାଇଲେ।

ଯିରିମିୟ 36:14
ତାହାପ ରେ ଅଧିପତିଗଣ କୁଶିର ପ୍ରପୌତ୍ର, ଶଲେିମିଯର ପୌତ୍ର, ନଥନିଯର ପୁତ୍ର ୟିହୁଦିକୁ ପଠାଇଲେ। ଏବଂ ତାକୁ କହିଲେ, ତୁମ୍ଭେ ଲୋକମାନଙ୍କ କର୍ଣ୍ଣଗୋଚର ରେ ଯେଉଁ ନଳାକାର ପୁସ୍ତକ ପାଠ କରିଅଛ, ତାହା ନଇେ ଏଠାକୁ ଆସ।

ଯିରିମିୟ 40:8
ଯେଉଁମାନେ ମିସ୍ଫୀକୁ ଗଦଲିଯ ନିକଟକୁ ଗଲେ ସମାନଙ୍କେ ମଧିଅରେ ନଥନିଯର ପୁତ୍ର ଇଶମାଯଲେ, କା ରହରେ ପୁତ୍ର ୟୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାଯ, ନଟୋଫାତୀଯ ଏଫଯର ପୁତ୍ରମାନେ ଓ ମାଖାତୀଯର ପୁତ୍ର ୟାସନୀଯ ଥିଲେ।

ଯିରିମିୟ 40:14
ରୋହାନନ୍ ଓ ସହେି ଅଧିପତିଗଣ ଗଦଲିଯକୁ କହିଲେ, ଅମ୍ନୋନ୍ ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନବୋପାଇଁ ନଥନିଯର ପୁତ୍ର ଇଶମାଯଲକେୁ ପଠାଇଅଛି ବୋଲି ଆପଣ ଜାଣନ୍ତି କି ? ମାତ୍ର ଅହୀକାମର ପୁତ୍ର ଗଦଲିଯ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।

ଯିରିମିୟ 40:15
ତାହାପ ରେ କା ରହରେ ପୁତ୍ର ୟୋହାନନ୍ ମିସ୍ପା ରେ ଗଦଲିଯକୁ ଗୋପନ ରେ କହିଲେ, ଆପଣଙ୍କର ଅନୁମତି ହେଲେ ମୁଁ ୟାଇ ନଥନିଯର ପୁତ୍ର ଉଶମାଯଲକେୁ ବଧ କରିବି। ଆୁ କହେି ତାହା ଜାଣିବେ ନାହିଁ। ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ବାରା ଆପଣଙ୍କ ନିକଟରେ ସଂଗୃହୀତ ୟିହୁଦୀଯ ସମସ୍ତେ ଚ୍ଛିନ୍ନଭିନ୍ନ ହାଇଯେିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହବେ ?

ଯିରିମିୟ 41:1
ଅନନ୍ତର ସପ୍ତମ ମାସ ରେ ରାଜବଂଶୀ ଇଲୀଶାମର ପୌତ୍ର ନଥନିଯର ପୁତ୍ର ଇଶମାଯଲେ ଦଶଜଣ ପୁରୁଷଙ୍କ ସହିତ ଅହୀକାମର ପୁତ୍ର ଗଦଲିଯ ନିକଟକୁ ମିସ୍ପାକୁ ଆସିଲେ। ସମାନେେ ସଠାେ ରେ ଗଦଲିଯ ସହିତ ଏକତ୍ର ଭୋଜନ କଲେ।

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்