Base Word
סָבִיב
Short Definition(as noun) a circle, neighbour, or environs; but chiefly (as adverb, with or without preposition) around
Long Definition(subst) places round about, circuit, round about
Derivationor (feminine) סְבִיבָה; from H5437
International Phonetic Alphabetsɔːˈbɪi̯b
IPA modsɑːˈviːv
Syllablesābîb
Dictionsaw-BEEB
Diction Modsa-VEEV
Usage(place, round) about, circuit, compass, on every side
Part of speechadv

ଆଦି ପୁସ୍ତକ 23:17
ଏଣୁ ଇଫ୍ରୋଣ ସହେି ଭୂମିର ମାଲିକାନା ବଦଳାଇଲେ। କାମ୍ରି ପାଖ ରେ ଯେଉଁ ଜମି ମକ୍ପଲୋ ରେ ଥିଲା ଗୁହା ପାଶର୍ବ ଏବଂ ଚତୁଃପାଶର୍ବ ରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା।

ଆଦି ପୁସ୍ତକ 35:5
ଯାକୁବ ଏବଂ ତାଙ୍କର ପରିବାର ସହେି ସ୍ଥାନ ପରିତ୍ଯାଗ କଲେ। ସହେି ନଗରର ଚତୁଃପାଶର୍ବର ଲୋକମାନେ ସମାନଙ୍କେୁ ବହୁତ ଭୟ କରୁଥିଲେ। ସହେି ଯେଉଁ ଲୋକମାନେ ତାଙ୍କର ପୁତ୍ରମାନଙ୍କୁ ଅନୁସରଣ ଏବଂ ହତ୍ଯା କରିବାକୁ ଅପେକ୍ଷା କରିଥିଲେ, ଏଥିରୁ କ୍ଷାନ୍ତ ହେଲେ।

ଆଦି ପୁସ୍ତକ 41:48
ଯୋଷଫେ ସହେି ସାତ ବର୍ଷ ରେ ମିଶର ଦେଶ ରେ ଉତ୍ପନ୍ନ ଶସ୍ଯ ସଂଗ୍ରହ କରି ପ୍ରତି ନଗର ରେ ସଂଗ୍ରହ କଲେ। ଯେଉଁ ନଗରର ଚାରିଆଡ଼େ ଭୂମିରେ ଯେତେ ଶସ୍ଯ ଉତ୍ପନ୍ନ ହେଲା, ତାହା ସବୁ ସହେି ନଗର ରେ ସଂଗ୍ରହ ହେଲା।

ଯାତ୍ରା ପୁସ୍ତକ 7:24
ମିଶରବାସୀମାନେ ଆଉ ନୀଳନଦୀରୁ ଜଳ ପାନ କରି ପାରିନଥିଲେ। ତେଣୁ ସମାନେେ ନଦୀମାନଙ୍କ ରେ କୂପମାନ ଖନନ କରି ପିଇବା ପାଣି ସଂଗ୍ରହ କଲେ।

ଯାତ୍ରା ପୁସ୍ତକ 16:13
ସହେି ରାତି ରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣୀକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତ ରେ ଛାଉଣୀ ସ୍ଥାନ ରେ ଚାରିଆଡେ କାକରର ଏକ ସ୍ତର ଥିଲା।

ଯାତ୍ରା ପୁସ୍ତକ 19:12
କିନ୍ତୁ ତୁମ୍ଭେ ଲୋକମାନଙ୍କୁ ଦୂ ରଇେ ରହିବା ପାଇଁ କୁହ। ଏକ ସୀମା ନିର୍ଦ୍ଧାରଣ କର, ସହେି ସୀମାକୁ ଯେପରି କହେି ସ୍ପର୍ଶ କରି ପାରିବ ନାହିଁ। ପଶୁ ହେଉ କି ମନୁଷ୍ଯ ହେଉ ୟିଏ ପର୍ବତ ସ୍ପର୍ଶ କରିବ ସେ ମରିବ।

ଯାତ୍ରା ପୁସ୍ତକ 25:11
ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣ ରେ ତାହା ମଡାଇବ। ତା'ର ଭିତର ପଟ ଓ ବାହାର ପଟେ ରେ ମଧ୍ଯ ମଡାଇବ। ଏବଂ ତା'ଉପରେ ଚତୁର୍ଦ୍ଦିଗ ରେ ସୁବର୍ଣ୍ଣର କନ୍ଥ କରିବ।

ଯାତ୍ରା ପୁସ୍ତକ 25:24
ଏହି ମଜେକୁ ଖାଣ୍ଟି ସୁବର୍ଣ୍ଣ ରେ ଆଚ୍ଛାଦନ କର ଏବଂ ତା'ର ଚତୁର୍ଦ୍ଦିଗ ରେ ଏକ ସୁବର୍ଣ୍ଣର ଛାଞ୍ଚ ଦିଅ।

ଯାତ୍ରା ପୁସ୍ତକ 25:25
ଏହାପରେ ମଜେର ଚତୁଃପାଶର୍‌ବ ରେ ଏକ ହାତ ଓସାରର ଏକ ତକ୍ତା ତିଆରି କର ଏବଂ ଏକ ସୁବର୍ଣ୍ଣର କାନ୍ଥ ଲଗାଅ।

ଯାତ୍ରା ପୁସ୍ତକ 25:25
ଏହାପରେ ମଜେର ଚତୁଃପାଶର୍‌ବ ରେ ଏକ ହାତ ଓସାରର ଏକ ତକ୍ତା ତିଆରି କର ଏବଂ ଏକ ସୁବର୍ଣ୍ଣର କାନ୍ଥ ଲଗାଅ।

Occurences : 335

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்