Base Word
סוּךְ
Short Definitionproperly, to smear over (with oil), i.e., anoint
Long Definitionto anoint, pour in anointing
Derivationa primitive root
International Phonetic Alphabetsuːk
IPA modsuχ
Syllablesûk
Dictionsook
Diction Modsook
Usageanoint (self), × at all
Part of speechv

ଦିତୀୟ ବିବରଣ 28:40
ତୁମ୍ଭର ସମସ୍ତ କ୍ଷେତ୍ର ରେ ଜିତ ବୃକ୍ଷ ହବେ। କିନ୍ତୁ ତୁମ୍ଭମାନେେ କୌଣସି ତୈଳ ସଂଗ୍ରହ କରିବାକୁ ସମର୍ଥ ହବେ ନାହିଁ। କାରଣ ଭୂମିରେ ତା'ର ସମସ୍ତ ଫଳ ଝଡି ପଡିବ।

ରୂତର ବିବରଣ 3:3
ତୁମ୍ଭେ ସ୍ନାନ କରି ସକ୍ସ୍ଟନ୍ଦର ପୋଷାକ ପିନ୍ଧି ସହେି ଖଳାକକ୍ସ୍ଟ ୟାଅ। ମାତ୍ର ସହେି ମନକ୍ସ୍ଟଷ୍ଯ ଭୋଜନ ପାନ ନସାରିବା ପର୍ୟ୍ଯନ୍ତ ତାକକ୍ସ୍ଟ ଆପଣାର ପରିଚଯ ଦିଅନାହିଁ।

ଦିତୀୟ ଶାମୁୟେଲ 12:20
ତା'ପରେ ଦାଉଦ ଉଠିଲେ, ଗା ଧୋଇଲେ, ତାଙ୍କର ପୋଷାକ ପରିବର୍ତ୍ତନ କରି ପୋଷାକ ପିନ୍ଧିଲେ ଏବଂ ସଦାପ୍ରଭୁଙ୍କର ମନ୍ଦିରକକ୍ସ୍ଟ ଉପାସନା ପାଇଁ ଗଲେ। ତା'ପରେ ଘରକକ୍ସ୍ଟ ୟାଇ ଖାଇବାକକ୍ସ୍ଟ ଖାଦ୍ୟ ମାଗିଲେ। ତାଙ୍କର ଦାସମାନେ ତାଙ୍କୁ ଯାହା ଖାଦ୍ୟ ଦେଲେ ଓ ସେ ତାହା ଖାଇଲେ।

ଦିତୀୟ ଶାମୁୟେଲ 14:2
ଏଣୁ ଯୋୟାବ ତକୋଯକକ୍ସ୍ଟ ଲୋକ ପଠାଇ ସଠାେରକ୍ସ୍ଟ ଏକ ଜ୍ଞାନବତୀ ସ୍ତ୍ରୀ ଲୋକ ଆଣିବାକକ୍ସ୍ଟ କହିଲା। ଯୋୟାବ ସହେି ବକ୍ସ୍ଟଦ୍ଧିମତୀ ସ୍ତ୍ରୀ ଲୋକଟିକକ୍ସ୍ଟ କହିଲେ, ଦୟାକରି ବହକ୍ସ୍ଟତ ଦକ୍ସ୍ଟଃଖିତ ଥିବାର ଛଳନା କର। ଶାେକ ବସ୍ତ୍ର ପରିଧାନ କର। ତୁମ୍ଭର କେଶ ରେ ଓ ମକ୍ସ୍ଟଖ ରେ ତଲେିଆ ପ୍ରସାଧାନ ଲଗାଅନାହିଁ। ମାତ୍ର ମୃତ ଲୋକ ପାଇଁ ବହକ୍ସ୍ଟକାଳରକ୍ସ୍ଟ ଶାେକକାରିଣୀ ସ୍ତ୍ରୀ ପରି ବ୍ଯବହାର କର।

ଦିତୀୟ ବଂଶାବଳୀ 28:15
ସହେି ନେତାମାନେ ବନ୍ଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିଜକୁ ପ୍ରସ୍ତୁତ କଲେ। ସହେି ଚାରିଜଣ ବ୍ଯକ୍ତି ଇଶ୍ରାୟେଲୀୟ ସୈନ୍ଯଦଳ ଲୁଟି ନଇେଥିବା ବସ୍ତୁସବୁ ପୁନରୁଦ୍ଧାର କଲେ ଓ ନଗ୍ନଥିବା ଲୋକମାନଙ୍କୁ ବସ୍ତ୍ର ନଇେ ଦେଲେ। ସହେି ନେତାମାନେ ସହେି ଲୋକମାନଙ୍କୁ ଜୋତା ମଧ୍ଯ ଦେଲେ। ସମାନେେ ଯିହୁଦାର ବନ୍ଦୀମାନଙ୍କୁ କିଛି ଖାଦ୍ୟ ଓ ପାନୀଯ ଦେଲେ। ସମାନେେ ସହେି ଲୋକମାନଙ୍କ ଶରୀର ରେ ତଲେ ମାଲିସ୍ କଲେ। ଏହାପରେ ଇଫ୍ରଯିମର ସହେି ନେତାମାନେ ଦୁର୍ବଳ ବନ୍ଦୀମାନଙ୍କୁ ଗଧ ଉପରେ ବସାଇଲେ ଓ ଯିରୀହାେ ରେ ଥିବା ସମାନଙ୍କେ ଗୃହ ଓ ପରିବାରକୁ ସମାନଙ୍କେୁ ନଇଗେଲେ। ଯିରୀହାକେୁ 'ଖଜ୍ଜୁର୍ରୀବୃକ୍ଷର ନଗର' ବୋଲି କୁହାଯାଉ ଥିଲା। ଏହାପରେ ସହେି ଚାରିଜଣ ନେତା ଶମରିଯାକୁ ଫରେିଗଲେ।

ଯିହିଜିକଲ 16:9
'ତହୁଁ ମୁଁ ତୁମ୍ଭକୁ ଜଳ ରେ ସ୍ନାନ କରାଇଲି। ଆଉ ମୁଁ ସମ୍ପୂର୍ଣ୍ଣରୂପେ ତୁମ୍ଭ ଦହରେୁ ରକ୍ତ ଧୋଇ ଦଲେି ଓ ତୈଳ ରେ ତୁମ୍ଭକୁ ମର୍ଦ୍ଦନ କଲି।

ଦାନିଏଲ 10:3
ଏହି ତିନି ସପ୍ତାହ ଧରି ମୁଁ କୌଣସି ସୁସ୍ବାଦୁ ଖାଦ୍ୟ ଭୋଜନ କଲି ନାହିଁ କି କୌଣସି ମାଂସ ଭକ୍ଷଣ କଲି ନାହିଁ କି ଦ୍ରାକ୍ଷାରସ ପାନ କଲି ନାହିଁ। ଆଉ ମୁଁ ମାେ ମୁଣ୍ତ ରେ ତୈଳ ଲଗାଇଲି ନାହିଁ।

ଦାନିଏଲ 10:3
ଏହି ତିନି ସପ୍ତାହ ଧରି ମୁଁ କୌଣସି ସୁସ୍ବାଦୁ ଖାଦ୍ୟ ଭୋଜନ କଲି ନାହିଁ କି କୌଣସି ମାଂସ ଭକ୍ଷଣ କଲି ନାହିଁ କି ଦ୍ରାକ୍ଷାରସ ପାନ କଲି ନାହିଁ। ଆଉ ମୁଁ ମାେ ମୁଣ୍ତ ରେ ତୈଳ ଲଗାଇଲି ନାହିଁ।

ମୀଖା 6:15
ତୁମ୍ଭେ ଯଦିଓ ଶସ୍ଯ ବୁଣିବ କିନ୍ତୁ ଫସଲ ଅମଳ କରିବ ନାହିଁ। ତୁମ୍ଭେ ଅଲିଭ ଫଳ ପଷେିବ ମାତ୍ର ତୈଳ ମର୍ଦ୍ଦନ ପାଇଁ ପାଇବ ନାହିଁ। ଯଦିଓ ଦ୍ରାକ୍ଷାଫଳ ପଷେିବ, ଦ୍ରାକ୍ଷାରସ ପାନୀଯ ପାଇଁ ପାଇବ ନାହିଁ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்