Base Word
סוּת
Short Definitionproperly, to prick, i.e., (figuratively) stimulate; by implication, to seduce
Long Definitionto incite, allure, instigate, entice
Derivationperhaps denominative from H7898
International Phonetic Alphabetsuːt̪
IPA modsut
Syllablesût
Dictionsoot
Diction Modsoot
Usageentice, move, persuade, provoke, remove, set on, stir up, take away
Part of speechv

ଦିତୀୟ ବିବରଣ 13:6
ଧରାଯାଉ ତୁମ୍ଭମାନଙ୍କର ନିଜ ଲୋକ, ଏପରିକି ତୁମ୍ଭର ନିଜ ଭାଇ, ତୁମ୍ଭର ପକ୍ସ୍ଟତ୍ର ବା କନ୍ଯା, ତୁମ୍ଭର ସ୍ତ୍ରୀ କିଅବା ଅନ୍ତରଙ୍ଗ ବନ୍ଧକ୍ସ୍ଟ ଏହା କହି ତୁମ୍ଭକୁ ପ୍ରଲୋଭିତ କରିବାକୁ ଚୋଷ୍ଟାକରେ, 'ଗ୍ଭଲ ଅନ୍ୟ ଦବଗେଣଙ୍କର ପୂଜା କରିବା।' ଯେଉଁ ଦବେତାଗଣଙ୍କକ୍ସ୍ଟ ତୁମ୍ଭମାନେେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷ ଜାଣି ନାହାଁନ୍ତି।

ଯିହୋଶୂୟ 15:18
ଅକ୍ଷାର ଅନ୍ତୀଯଲେ ସହିତ ୟିବାକକ୍ସ୍ଟ ବାହାରନ୍ତେ, ଅକ୍ଷାର ଅତ୍ନିଯଲକେକ୍ସ୍ଟ କହିଲେ ତାଙ୍କ ବାପାଙ୍କକ୍ସ୍ଟ କିଛି ଭୂମି ମାଗିବା ପାଇଁ। ଅକ୍ଷାର ତାଙ୍କ ପିତାଙ୍କ ପାଖକକ୍ସ୍ଟ ଗଲେ। ଯେତବେେଳେ ସେ ତାଙ୍କ ଗଧରକ୍ସ୍ଟ ଓହ୍ଲାଇ ପଡିବା ସମୟରେ କାଲେବ୍ ତାଙ୍କୁ ପଚାରିଲେ, ତୁମ୍ଭର ଆଉ କ'ଣ ଦରକାର?

ବିଚାରକର୍ତାମାନଙ୍କ ବିବରଣ 1:14
ତାଙ୍କର ସ୍ବାମୀ ଅତ୍ନୀଯେଲ୍ଙ୍କ ସଙ୍ଗ ରେ ୟିବା ସମୟରେ, ଅକଷାର ତାଙ୍କ ପିତାକକ୍ସ୍ଟ ଖଣ୍ଡେ ଭୂମି ପାଇଁ ପଗ୍ଭରିବାକକ୍ସ୍ଟ, ତାଙ୍କୁ ଉପଦେଶ ଦେଲେ। ଯେତବେେଳେ ସେ ଘୋଡାରକ୍ସ୍ଟ ଓହ୍ଲାଇ ପଡିଲେ, କାଲେବ୍ ତାଙ୍କୁ ପଚାରିଲେ, ଭୂଲ୍ କ'ଣ?

ପ୍ରଥମ ଶାମୁୟେଲ 26:19
ମାରେ ପ୍ରଭକ୍ସ୍ଟ, ମହାରାଜ, ମୁ ତୁମ୍ଭର ସବେକ ମାେ କଥା ଶକ୍ସ୍ଟଣ, ଯଦି ସଦାପ୍ରଭୁ ମାେ ଉପରେ କୋରଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତା ହେଲ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନକ୍ସ୍ଟଷ୍ଯ ସନ୍ତାନମାନେ ତାହା କରିଥାନ୍ତି, ତବେେ ସମାନେେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତକ୍ସ୍ଟ। କାରଣ ସମାନେେ ମାେତେ ସହେି ଦେଶରକ୍ସ୍ଟ ବାହାର କରି ଦଇେଛନ୍ତି। ଯେଉଁଟାକି ମାେତେ ଦେଲେ ଏବଂ କହିଲେ, 'ୟାଅ ଅନ୍ୟ ଦବଗେଣଙ୍କର ପୂଜା କର।'

ଦିତୀୟ ଶାମୁୟେଲ 24:1
ସଦାପ୍ରଭୁ ପକ୍ସ୍ଟନ୍ନରାଯ ଇଶ୍ରାୟେଲୀୟମାନଙ୍କ ଉପରେ କୋର୍ଧାନ୍ବିତ ହେଲେ। ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ଇଶ୍ରାୟେଲୀୟମାନଙ୍କ ବିରକ୍ସ୍ଟଦ୍ଧ ରେ କାର୍ୟ୍ଯ କରଇେଲେ। ତେଣୁ ଦାଉଦ ଆଦେଶ ଦେଲେ, ୟାଅ, ଇଶ୍ରାୟେଲ ଓ ୟିହକ୍ସ୍ଟଦାକକ୍ସ୍ଟ ଗଣନା କର।

ପ୍ରଥମ ରାଜାବଳୀ 21:25
ଆହାବ୍ ନିଜର ପତ୍ନୀ ଈଷବଲେ ଦ୍ବାରା ପ୍ରବର୍ତ୍ତିତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଯେତେ ମନ୍ଦକର୍ମ କଲେ, ସପରେି ଆଉ କହେି କରି ନଥିଲେ।

ଦିତୀୟ ରାଜାବଳୀ 18:32
ଶଷେ ରେ ମୁଁ ଆସି ତୁମ୍ଭମାନଙ୍କର ସ୍ବଦେଶ ତୁଲ୍ଯ ଏକ ଦେଶକୁ ନଇୟିବେି ଯେଉଁଠା ରେ ଶସ୍ଯ, ଦ୍ରାକ୍ଷାରସ, ରୋଟୀ, ଦ୍ରାକ୍ଷାକ୍ଷେତ୍ର, ଜିତତୈଳ ଓ ମଧୂ ବିପୁଳ ପରିମାଣ ରେ ଅଛି, ସଠାେରେ ତୁମ୍ଭମାନେେ ବଞ୍ଚିବ ଓ ମରିବ ନାହିଁ। ମାତ୍ର ରାଜା ହିଜକିଯ କଥା ଶୁଣ ନାହିଁ। ତୁମ୍ଭମାନଙ୍କର ମନକୁ ବଦଳାଇବା ପାଇଁ ସେ ସବୁବେଳେ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।'

ପ୍ରଥମ ବଂଶାବଳୀ 21:1
ଶଯତାନ ଇଶ୍ରାୟେଲର ବିରୁଦ୍ଧ ରେ ଛିଡ଼ା ହେଲା। ଶଯତାନ ଇଶ୍ରାୟେଲ ଲୋକମାନଙ୍କୁ ଗଣନା କରିବା ନିମନ୍ତେ ସେ ଦାଉଦଙ୍କୁ ପ୍ରବର୍ତ୍ତାଇଲା।

ଦିତୀୟ ବଂଶାବଳୀ 18:2
କିଛି ବର୍ଷ ଉତ୍ତା ରେ, ଯିହାଶାଫେଟ୍ ଶମରିଯା ସହର ରେ ରାଜା ଆହାବଙ୍କୁ ଭଟେିବା ନିମନ୍ତେ ଗଲେ। ଆହାବ ଯିହାଶାଫେଟ୍ ଓ ତାଙ୍କ ସହିତ ଥିବା ଲୋକମାନଙ୍କ ନିମନ୍ତେ ଅନକେ ମେଣ୍ଢା ଓ ଗାଈ ବଳିଦାନ ଦେଲେ। ଆହାବ ଯିହାଶାଫେଟ୍ଙ୍କୁ ରାମାେତ-ଗିଲିଯାଦ୍ ସହରକୁ ଆକ୍ରମଣ କରିବା ନିମନ୍ତେ ଉତ୍ସାହିତ କଲେ।

ଦିତୀୟ ବଂଶାବଳୀ 18:31
ଯେତବେେଳେ ରଥ-ଚାଳକମାନେ ଯିହାଶାଫେଟ୍ଙ୍କୁ ଦେଖିଲେ, ସମାନେେ ଭାବିଲେ, ସଠାେରେ ଇଶ୍ରାୟେଲର ରାଜା ଅଛନ୍ତି। ତେଣୁ ସମାନେେ ଯିହାଶାଫେଟ୍ଙ୍କ ଆଡ଼େ ଆକ୍ରମଣ କରିବାକୁ ଗଲେ। ତେଣୁ ଯିହାଶାଫେଟ୍ ଚିତ୍କାର କଲେ, ଆଉ ସଦାପ୍ରଭୁ ତାଙ୍କୁ ସାହାୟ୍ଯ କଲେ। ପରମେଶ୍ବର ରଥ-ଚାଳକମାନଙ୍କୁ ଯିହାଶାଫେଟ୍ଙ୍କ ଆଡ଼ୁ ଫରୋଇ ନେଲେ।

Occurences : 18

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்