Base Word
סְפַר
Short Definitiona book
Long Definitionbook
Derivationfrom a root corresponding to H5608
International Phonetic Alphabetsɛ̆ˈpɑr
IPA modsɛ̆ˈfɑʁ
Syllablesĕpar
Dictionseh-PAHR
Diction Modseh-FAHR
Usagebook, roll
Part of speechn-m

ଏଜ୍ରା 4:15
ଆପଣଙ୍କ ପିତୃପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ। ତବେେ ସହେି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ ଏହି ନଗର ବିଦ୍ରୋହୀନଗର, ଆଉ ରାଜଗଣ ଓ ପ୍ରଦେଶ ସମୂହ ପ୍ରତି ଅନିଷ୍ଟ କରିଛନ୍ତି, ପୁଣି ସମାନେେ ପୂର୍ବକାଳ ରେ ତହିଁ ମଧିଅରେ ଗଣ୍ତଗୋଳ ମତାଇ ଅଛନ୍ତି। ସେଥିପାଇଁ ଏହି ନଗର ଧ୍ବଂସ ହାଇେଅଛି।

ଏଜ୍ରା 6:1
ସେତବେେଳେ ଦାରିଯାବସ୍ ରାଜା ଆଜ୍ଞା କରିବାରୁ ବାବିଲସ୍ଥ ଯେଉଁ ପୁସ୍ତକାଳଯ ରେ ଧନ ସଞ୍ଚିତ ଥିଲା, ତାହା ଅନୁସନ୍ଧାନ କରାଗଲା।

ଏଜ୍ରା 6:18
ସମାନେେ ମାଶାେ ପୁସ୍ତକର ଲିଖନ ପ୍ରମାଣେ ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିରର ସବୋପାଇଁ ଯାଜକମାନଙ୍କୁ ସମାନଙ୍କେର ଦଳ ଅନୁସାରେ ଓ ଲବେୀୟମାନଙ୍କୁ ସମାନଙ୍କେ ଦଳ ଅନୁସାରେ ନିୟୁକ୍ତି କଲେ।

ଦାନିଏଲ 7:10
ତାଙ୍କ ସମ୍ମୁଖରୁ ଅଗ୍ନିଷୋର୍ତ ନିର୍ଗତ ହାଇେ ବହିଲା ଓ ସହସ୍ର ସହସ୍ର ଲୋକ ତାଙ୍କର ଗ୍ଭରିପଟେ ଛିଡା ହେଲେ। ବିଗ୍ଭର ସଭା ବସିଲା ଓ ପୁସ୍ତକମାନ ଖାେଲାଗଲା।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்