Base Word
עוֹלָם
Short Definitionproperly, concealed, i.e., the vanishing point; generally, time out of mind (past or future), i.e., (practically) eternity; frequentatively, adverbial (especially with prepositional prefix) always
Long Definitionlong duration, antiquity, futurity, for ever, ever, everlasting, evermore, perpetual, old, ancient, world
Derivationor עֹלָם; from H5956
International Phonetic Alphabetʕoˈlɔːm
IPA modʕo̞wˈlɑːm
Syllableʿôlām
Dictionoh-LAWM
Diction Modoh-LAHM
Usagealway(-s), ancient (time), any more, continuance, eternal, (for) (n-)ever(-lasting, -more) (of old), lasting, long (time), (of) old (time), perpetual, at any time, (beginning of the) world (+ without end)
Part of speechn-m

ଆଦି ପୁସ୍ତକ 3:22
ସଦାପ୍ରଭୁ ପରମେଶ୍ବର କହିଲେ, ଦେଖ ମନୁଷ୍ଯ ଭଲ ଓ ମନ୍ଦର ବୋଧପ୍ରାପ୍ତ ହାଇେ ଆମ୍ଭମାନଙ୍କ ପରି ଜଣେ ହାଇେଅଛି। ଆଉ ଏବେ ସେ ଯେପରି ହାତବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ଯ ଖାଇବା ଉଚ଼ିତ୍ ନୁହଁ। ଯଦି ସେ ଏହା ଖାଇଥାନ୍ତା, ସେ ଅମର ହାଇେଥାନ୍ତା।

ଆଦି ପୁସ୍ତକ 6:3
ସହେି କନ୍ଯାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ବରଙ୍କର ପୁତ୍ରଗଣ

ଆଦି ପୁସ୍ତକ 6:4
ସମାନଙ୍କେ ପସନ୍ଦ ଅନୁସାରେ ସମାନଙ୍କେୁ ବିବାହ କଲେ।

ଆଦି ପୁସ୍ତକ 9:12
ଏବଂ ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦବେି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚ଼ିହ୍ନ ତୁମ୍ଭକୁ ଦଖାଇବେ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରେତ୍ୟକକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିଯମ କରିଅଛି। ଏହି ନିଯମ ସବଦିନ ପାଇଁ ସ୍ଥାଯୀ ହବେ। ଏହାହିଁ ତାରଣେ ପ୍ରମାଣ।

ଆଦି ପୁସ୍ତକ 9:16
ପୁଣି ଇନ୍ଦ୍ରଧନୁ ହେଲ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା। ତହିଁରେ ପୃଥିବୀସ୍ଥ ସମସ୍ତ ସଜୀବ ପ୍ରାଣୀ ସହିତ ପରମେଶ୍ବରଙ୍କର ଯେଉଁ ଅନନ୍ତକାଳସ୍ଥାଯୀ ନିଯମ ଅଛି, ତାହା ମୁଁ ସ୍ମରଣ କରିବି।

ଆଦି ପୁସ୍ତକ 13:15
ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖ ରେ ତୁମ୍ଭେ ଚ଼ିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦବେି।

ଆଦି ପୁସ୍ତକ 17:7
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।

ଆଦି ପୁସ୍ତକ 17:8
ବର୍ତ୍ତମାନ ତୁମ୍ଭେ ଯେଉଁ ଦେଶ ରେ ଅସ୍ଥାଯୀ ଭାବରେ ବାସ କରୁଅଛ ତାହା ଚିରଦିନ ପାଇଁ ତୁମ୍ଭର ହବେ। ମୁଁ ତୁମ୍ଭକୁ ଏବଂ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କୁ କିଣାନର ସମଗ୍ର ଦେଶ ଚିରକାଳ ପାଇ ଦବେି ଏବଂ ମୁଁ ସମାନଙ୍କେର ପରମେଶ୍ବର ହବେି।

ଆଦି ପୁସ୍ତକ 17:13
ସେଥିବାଇଁ ତୁମ୍ଭର ସମସ୍ତ ପୁରୁଷ ସବେକଗଣ ନିଶ୍ଚଯ ସୁନ୍ନତ ହବେେ ଓ ତୁମ୍ଭମାନଙ୍କର ଶରୀର ରେ, ଚୁକ୍ତି ହିସାବ ରେ ମାରେ ଚିରନ୍ତନ ଚିହ୍ନ ରହିବ।

ଆଦି ପୁସ୍ତକ 17:19
ପରମେଶ୍ବର କହିଲେ, ନାଁ, ମୁଁ କହିଲେ, ତୁମ୍ଭର ସ୍ତ୍ରୀ ସାରା, ପୁତ୍ର ଜନ୍ମ କରିବ। ତୁମ୍ଭେ ତା'ର ନାମ ଇସ୍ହାକ ରଖିବ। ମୁଁ ତାଙ୍କ ସହିତ ଚୁକ୍ତି କରିବି। ସହେି ଚୁକ୍ତି ତୁମ୍ଭର ବଂଶଧରମାନଙ୍କ ପାଇଁ ଚିରକାଳସ୍ଥାଯୀ ହବେ।

Occurences : 438

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்