Base Word
אָנָּא
Short Definitionoh now!
Long Definitionah now! I/we beseech you, oh now!, pray now! (participle of entreaty usually followed by the imperative verb)
Derivationor אָנָּה; apparent contracted from H0160 and H4994
International Phonetic Alphabetʔonˈnɔːʔ
IPA modʔoˈnɑːʔ
Syllableʾonnāʾ
Dictionone-NAW
Diction Modoh-NA
UsageI (me) beseech (pray) thee, O
Part of speechinj

ଆଦି ପୁସ୍ତକ 50:17
ଯୋଷଫଙ୍କେୁ କୁହ ତୁମ୍ଭର ଭାଇମାନେ ତୁମ୍ଭ ଉପରେ ମନ୍ଦ କରି ଅଛନ୍ତି। ମାତ୍ର ତୁମ୍ଭେ ଅନୁଗ୍ରହ କରି ସମାନଙ୍କେର ସହେି ଅଧର୍ମ ଓ ପାପ ମାର୍ଜନା କରିବ।' ଏଣୁକରି ଆମ୍ଭମାନେେ ବିନଯ କରୁଅଛୁ, ତୁମ୍ଭେ ପୈତୃକ ପରମେଶ୍ବରଙ୍କ ଦାସଗଣର ଅଧର୍ମ ମାର୍ଜନା କର।

ଯାତ୍ରା ପୁସ୍ତକ 32:31
ତେଣୁ ମାଶାେ ପରମେଶ୍ବରଙ୍କ ନିକଟକୁ ଫରେିଗଲେ ଏବଂ କହିଲେ, ହେ ସଦାପ୍ରଭୁ, ମାରେ ଗୁହାରି ଶୁଣ। ଏହି ଲୋକମାନେ ସୁବର୍ଣ୍ଣ ରେ ଦବେତାଗଣ କରି ଭୟଙ୍କର ପାପ କରିଛନ୍ତି।

ଦିତୀୟ ରାଜାବଳୀ 20:3
ହେ ସଦାପ୍ରଭୁ ମୁଁ ବିନଯ କରି କହୁଛି, ମୁଁ ସତ୍ଯତା ଓ ସର୍ବାନ୍ତଃକରଣ ରେ ତୁମ୍ଭ ସବୋ କରି ଆସିଛି ଓ ତୁମ୍ଭ ଦୃଷ୍ଟି ରେ ଉତ୍ତମ କର୍ମମାନ କରିଅଛି। ଏହା ଏବେ ସ୍ମରଣ କର। ତା'ପରେ ହିଜକିଯ ଅତିଶଯ ରୋଦନ କଲେ।

ନିହିମିୟା 1:5
ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି:

ନିହିମିୟା 1:11
ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।

ଗୀତସଂହିତା 116:4
ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!

ଗୀତସଂହିତା 116:16
ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁର ଶିଙ୍କୁଳିରୁ ମୁକ୍ତ କର।

ଗୀତସଂହିତା 118:25
ଲୋକମାନେ କହନ୍ତି, ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର। ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।

ଗୀତସଂହିତା 118:25
ଲୋକମାନେ କହନ୍ତି, ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର। ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।

ଯିଶାଇୟ 38:3
ହେ ସଦାପ୍ରଭୁ, ମୁଁ ବିନଯ କରି କହୁଅଛି, ମୁଁ ବିଶ୍ବସ୍ତ ଭାବରେ ସର୍ବାନ୍ତଃକରଣ ରେ ତୁମ୍ଭର ଉପାସନା କରିଅଛି ଓ ତୁମ୍ଭ ଦୃଷ୍ଟି ରେ ଉତ୍ତମ କର୍ମ କରିଅଛି, ତାହା ତୁମ୍ଭେ ସ୍ମରଣ କର। ଏହା କହି ହିଜକିଯ ଅତିଶଯ ରୋଦନ କଲା।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்