Base Word
עֻזִּיאֵל
Short DefinitionUzziel, the name of six Israelites
Long Definitionthe 4th son of Kohath and grandson of Levi, uncle of Moses and Aaron
Derivationfrom H5797 and H0410; strength of God
International Phonetic Alphabetʕud͡zːɪi̯ˈʔel
IPA modʕu.ziːˈʔel
Syllableʿuzzîʾēl
Dictionoodz-zee-ALE
Diction Modoo-zee-ALE
UsageUzziel
Part of speechn-pr-m

ଯାତ୍ରା ପୁସ୍ତକ 6:18
କହାତ 133 ବର୍ଷ ପଞ୍ଚିଥିଲେ। କହାତଙ୍କର ପୁତ୍ରମାନେ ଥିଲେ, ଅମ୍ରମ୍, ୟିଷ୍ହର, ହିବ୍ରୋଣ ଓ ଉଷୀଯଲେ,

ଯାତ୍ରା ପୁସ୍ତକ 6:22
ଉଷୀଯଲରେ ସନ୍ତାନ ମୀଶାଯଲେ ଓ ଇଲୀଷାଫନ୍ ଓ ସିଥ୍ରି।

ଲେବୀୟ ପୁସ୍ତକ 10:4
ଏହାପରେ ମାଶାେ ହାରୋଣଙ୍କର କକା ଉଷୀଯଲରେ ପୁତ୍ର ମୀଖାଯଲକେୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, ତୁମ୍ଭମାନେେ ପବିତ୍ର ସ୍ଥାନର ସମ୍ମୁଖକୁ ୟାଅ ଓ ତୁମ୍ଭମାନଙ୍କର ସଂପର୍କୀଯ ଭାଇମାନଙ୍କର ଶବକୁ ଛାଉଣୀର ବାହାରକୁ ନଇୟୋଅ।

ଗଣନା ପୁସ୍ତକ 3:19
ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।

ଗଣନା ପୁସ୍ତକ 3:30
ଇଲୀପାପନ୍ ଉଷୀଯଲରେ ପୁତ୍ର କହାତୀଯ ପରିବାରବର୍ଗର ଅଧିପତି ହବେ।

ପ୍ରଥମ ବଂଶାବଳୀ 4:42
ଶିମିୟୋନଙ୍କ ପରିବାରବର୍ଗର 500 ଲୋକ ସଯେୀରର ପାର୍ବତ୍ଯମଯ ଦେଶକୁ ଗମନ କଲେ। ୟିଶଯିଙ୍କର ପୁତ୍ରମାନେ ସହେି ଲୋକମାନଙ୍କୁ ପଥ କଢ଼ାଇ ନଇଗେଲେ। ସହେି ପୁତ୍ରମାନେ ଥିଲେ : ପ୍ଲଟିଯ, ନିଯଶଯ, ରଫାଯ ଓ ଉଷୀଯଲେ। ଶିମଯୋନୀଯ ଲୋକମାନେ ସହେି ସ୍ଥାନ ରେ ବାସ କରୁଥିବା ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ।

ପ୍ରଥମ ବଂଶାବଳୀ 6:2
କହାତଙ୍କର ପୁତ୍ରମାନେ ଥିଲେ ଅମା୍ରମ୍, ୟିଷହାର, ହିବ୍ରୋଣ୍ ଓ ଉଷିଯଲେ।

ପ୍ରଥମ ବଂଶାବଳୀ 6:18
କହାତ୍ଙ୍କ ପୁତ୍ରମାନେ ଥିଲେ ଅମ୍ରାମ୍, ୟିଷହର, ହିବ୍ରୋଣ୍ ଓ ଉଷୀଯଲେ।

ପ୍ରଥମ ବଂଶାବଳୀ 7:7
ବଲୋଙ୍କର ପାଞ୍ଚପୁତ୍ର ଥିଲେ। ସମାନଙ୍କେର ନାମ ଥିଲା : ଇଷବୋନ୍, ଉଷ, ଉଷୀଯଲେ, ଯିରମୋେତ୍ ଓ ଈରୀ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନଙ୍କେ ପରିବାରର ଇତିହାସରୁ ଜଣାୟାଏ ଯେ, ସମାନଙ୍କେ ମଧିଅରେ 22,034 ଜଣ ସୈନିକ ଥିଲେ।

ପ୍ରଥମ ବଂଶାବଳୀ 15:10
ଉର୍ଷାଯଲଙ୍କେ ପରିବାରବର୍ଗରୁ

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்