Base Word
עֵירֹם
Short Definitionnudity
Long Definition(adj) naked
Derivationor עֵרֹם; from H6191
International Phonetic Alphabetʕei̯ˈrom
IPA modʕei̯ˈʁo̞wm
Syllableʿêrōm
Dictionay-ROME
Diction Moday-ROME
Usagenaked(-ness)
Part of speecha

ଆଦି ପୁସ୍ତକ 3:7
ସମାନଙ୍କେର ଚ଼କ୍ଷୁ ପ୍ରସନ୍ନ ହେଲା ଏବଂ ସମାନେେ ଜାଣିପାରିଲେ ଯେ, ସମାନେେ ଉଲଗ୍ନ। ତେଣୁ ସମାନେେ କିଛି ଡ଼ିମିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ତାହାକୁ ବସ୍ତ୍ର ଭାବରେ ଗ୍ରହଣ କଲେ।

ଆଦି ପୁସ୍ତକ 3:10
ମନୁଷ୍ଯ ଉତ୍ତର ଦେଲେ, ମୁଁ ତୁମ୍ଭେ ଉଦ୍ୟାନ ରେ ଚ଼ାଲିବାର ଶୁଣିଲି। ମୁଁ ଭୟ କଲି, ମୁଁ ଉଲଗ୍ନ ଥିଲି ତେଣୁ ମୁଁ ଲୁଚ଼ିଲି।

ଆଦି ପୁସ୍ତକ 3:11
ସଦାପ୍ରଭୁ ପରମେଶ୍ବର ଆଦମକୁ କହିଲେ, ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କଣ ଉଦ୍ୟାନର ସହେି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି!

ଦିତୀୟ ବିବରଣ 28:48
ତେଣୁ ସଦାପ୍ରଭୁ ଯେଉଁ ଶତୃମାନଙ୍କୁ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ପଠାଇବେ, ତୁମ୍ଭେ କ୍ଷକ୍ସ୍ଟଧା ରେ ଓ ତୃଷା ରେ ଓ ଉଲଙ୍ଗତା ରେ ଏବଂ ସବୁପ୍ରକାର ଅଭାବରେ ସମାନଙ୍କେର ଦାସକର୍ମ କରିବ। ଆଉ ଶତୃ ତୁମ୍ଭକୁ ବିନଷ୍ଟ କରିବା ୟାଏ ତକ୍ସ୍ଟମ୍ଭ କାନ୍ଧ ରେ ଲକ୍ସ୍ଟହାର ଜକ୍ସ୍ଟଆଳି ଦବେ।

ଯିହିଜିକଲ 16:7
ମୁଁ ତୁମ୍ଭକୁ ସହେି କ୍ଷେତ୍ର ରେ ଉଦ୍ଭିଦ ପରି ବଢ଼ାଇଲି। ତହିଁରେ ତୁମ୍ଭେ ବୃଦ୍ଧି ପାଇ ୟୁବତୀ ହେଲ। ତୁମ୍ଭର ଋତୁସ୍ରାବ ହେଲା, ତୁମ୍ଭର ସ୍ତନୟୁଗଳ ସୁଢ଼ୋଳ ଓ ତୁମ୍ଭର କେଶ ଦୀର୍ଘ ହେଲା, କିନ୍ତୁ ତୁମ୍ଭେ ତଥାପି ବିବସନା ଓ ଉଲଗ୍ନ ଥିଲ।

ଯିହିଜିକଲ 16:22
ଏବଂ ତୁମ୍ଭର ସବୁ ଘୃଣ୍ଯ ଓ ବ୍ଯଭିଚାର କାର୍ୟ୍ଯ କଲା ବେଳେ ଆପଣା ୟୌବନାବସ୍ଥା ରେ ସହେି ବିବସନା ଓ ଉଲଗ୍ନା କଥା ମନେ ପକାଇଲ ନାହିଁ। ଆଉ ରକ୍ତ ରେ କିପରି ଛଟପଟ ହେଉଛିଲା ତାହା ସ୍ମରଣ କଲ ନାହିଁ।

ଯିହିଜିକଲ 16:39
ଆଉ ମଧ୍ଯ ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ ରମେିକମାନଙ୍କ ହସ୍ତ ରେ ସମର୍ପଣ କରିବା। ତହିଁରେ ସମାନେେ ତୁମ୍ଭର ପୂଜା ସ୍ଥାନସବୁ ଭାଙ୍ଗି ପକାଇବେ ଓ ଉଚ୍ଚସ୍ଥଳୀଗୁଡ଼ିକୁ ଉତ୍ପାଟନ କରିବେ। ପୁଣି ସମାନେେ ତୁମ୍ଭକୁ ବିବସନା କରି ତୁମ୍ଭର ସୁନ୍ଦର ଅଳଙ୍କାର ସବୁ ଅପହରଣ କରିବେ। ଆଉ ସମାନେେ ତୁମ୍ଭକୁ ବିବସନା ଉଲଗ୍ନତା କରି ଛାଡ଼ି ଦବେେ।

ଯିହିଜିକଲ 18:7
ସେ କାହାରି ପ୍ରତି ଅନ୍ଯାଯ କରି ନାହିଁ। ଆଉ ସେ ଋଣଗ୍ରହୀତାକୁ ତା'ର ବନ୍ଧକ ଫରୋଇ ଦଇେଛି। ସେ ତାହାର କିଛି ଚୋରି କରି ନାହିଁ। ସେ ଆପଣାର ଭକ୍ଷ୍ଯ ଦ୍ରବ୍ଯକୁ କ୍ଷୁଧାର୍ତ୍ତକୁ ଦଇେଅଛି ଓ ଉଲଗ୍ନ ଲୋକକୁ ବସ୍ତ୍ର ଦଇେଅଛି।

ଯିହିଜିକଲ 18:16
ସେ ଲୋକଙ୍କ ପ୍ରତି ଅନ୍ଯାଯ ଆଚରଣ କରେ ନାହିଁ, କୌଣସି ବନ୍ଧକ ଦ୍ରବ୍ଯ ଗ୍ରହଣ କରେ ନାହିଁ, ଚୋରି କରେ ନାହିଁ କିନ୍ତୁ କ୍ଷୁଧାର୍ତ୍ତକୁ ନିଜର ଖାଦ୍ୟ ପ୍ରଦାନ କରେ ଓ ଉଲଗ୍ନକୁ ବସ୍ତ୍ର ଦିଏ।

ଯିହିଜିକଲ 23:29
ଆଉ ସମାନେେ ତୁମ୍ଭକୁ ଘୃଣ୍ଯ ଭାବରେ ବ୍ଯବହାର କରିବେ ଓ ତୁମ୍ଭର ସମସ୍ତ ପରିଶ୍ରମର ଫଳ ହରଣ କରିବେ। ପୁଣି ତୁମ୍ଭକୁ ଉଲଗ୍ନା ଓ ବିବସନା କରି ଛାଡ଼ି ଦବେେ। ତଦ୍ଦ୍ବାରା ତୁମ୍ଭର ବ୍ଯଭିଚାର ଜନିତ ଉଲଗ୍ନତା, ତୁମ୍ଭର ଲମ୍ଫଟତା ଓ ତୁମ୍ଭର ବେଶ୍ଯାବୃତ୍ତି ପ୍ରକାଶ ପାଇବ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்