Base Word
עַמִּישַׁדַּי
Short DefinitionAmmishaddai, an Israelite
Long Definitionfather of Ahiezer, prince of the tribe of Dan at the time of the exodus
Derivationfrom H5971 and H7706; people of (the) Almighty
International Phonetic Alphabetʕɑmːɪi̯.ʃɑd̪̚ˈd̪ɑi̯
IPA modʕɑ.miː.ʃɑˈdɑi̯
Syllableʿammîšadday
Dictionam-mee-shahd-DAI
Diction Modah-mee-sha-DAI
UsageAmmishaddai
Part of speechn-pr-m

ଗଣନା ପୁସ୍ତକ 1:12
ଦାନ ପରିବାରବର୍ଗର ଅମ୍ମୀଶବ୍ଦଯର ପୁତ୍ର ଅହୀଯଷେର।

ଗଣନା ପୁସ୍ତକ 2:25
ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।

ଗଣନା ପୁସ୍ତକ 7:66
ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା।

ଗଣନା ପୁସ୍ତକ 7:71
ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

ଗଣନା ପୁସ୍ତକ 10:25
ଦାନ ଗୋଷ୍ଠୀର ବିଭାଗର ଧ୍ବଜା ପରେ ଚାଳିତ ହେଲା। ସମାନେେ ପଶ୍ଚାତ୍ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶବ୍ଦଯର ପୁତ୍ର ଅହୀଯଷେ ସମାନଙ୍କେର ଅଧିନାଯକ ଥିଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்