Base Word
עֹמֶר
Short Definitionproperly, a heap, i.e., a sheaf; also an omer, as a dry measure
Long Definitionomer
Derivationfrom H6014
International Phonetic Alphabetʕoˈmɛr
IPA modʕo̞wˈmɛʁ
Syllableʿōmer
Dictionoh-MER
Diction Modoh-MER
Usageomer, sheaf
Part of speechn-m
Base Word
עֹמֶר
Short Definitionproperly, a heap, i.e., a sheaf; also an omer, as a dry measure
Long Definitionomer
Derivationfrom H6014
International Phonetic Alphabetʕoˈmɛr
IPA modʕo̞wˈmɛʁ
Syllableʿōmer
Dictionoh-MER
Diction Modoh-MER
Usageomer, sheaf
Part of speechn-m

ଯାତ୍ରା ପୁସ୍ତକ 16:16
ସଦାପ୍ରଭୁ କହନ୍ତି, 'ତୁମ୍ଭମାନେେ ପ୍ରେତ୍ୟକକ ଆପଣା ନିମନ୍ତେ ଯେତେ ଦରକାର ତାହା ସଂଗ୍ରହ କର। ତୁମ୍ଭମାନଙ୍କ ପ୍ରେତ୍ୟକକ ଜଣ ନିଜନିଜ ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ଯା ଅନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣ ରେ ତାହା ସଂଗ୍ରହ କର।'

ଯାତ୍ରା ପୁସ୍ତକ 16:18
ଏହାପରେ ସମାନେେ ତାଙ୍କର ପରିବାର ରେ ଖାଦ୍ୟ ବଣ୍ଟନ କଲେ। ଏଥି ରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲାନାହିଁ।

ଯାତ୍ରା ପୁସ୍ତକ 16:22
ଶୁକ୍ରବାର ଦିନ, ଖାଦ୍ୟର ଦୁଇଗୁଣ ସଂଗ୍ରହ କଲେ। ସମାନେେ ପ୍ରେତ୍ୟକକଙ୍କ ପାଇଁ ଦୁଇ ଦୁଇ ଓମର ଖାଦ୍ୟ ସଂଗ୍ରହ କଲେ। ତେଣୁ ସମସ୍ତ ପ୍ରାଚୀନବର୍ଗମାନେ ଆସି ମାଶାଙ୍କେୁ ଜଣାଇଲେ,

ଯାତ୍ରା ପୁସ୍ତକ 16:32
ଏହାପରେ ମାଶାେ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦଇେଛନ୍ତି, ' ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧିଅରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯମେନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷ ପରମ୍ପରା ଦେଖନ୍ତି। ଏଣୁ ସମାନଙ୍କେ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।'

ଯାତ୍ରା ପୁସ୍ତକ 16:33
ତେଣୁ ମାଶାେ ହାରୋଣଙ୍କୁ କହିଲେ, ତୁମ୍ଭେ ଏକ ପାତ୍ର ନଇେ ଏକ ଓମର ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖ ରେ ରଖ। ତାହା ତୁମ୍ଭମାନଙ୍କ ପୂର୍ବପୁରୁଷ ପରମ୍ପରା ନିମନ୍ତେ ରଖାୟିବ।

ଯାତ୍ରା ପୁସ୍ତକ 16:36
ଏକ ଓମର ଐଫାର ଦଶମାଂଶ।

ଲେବୀୟ ପୁସ୍ତକ 23:10
ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେୁ ତୁମ୍ଭମାନେେ ସେ ଦେଶ ରେ ପ୍ରବେଶ କରିବ। ଯେତବେେଳେ ତୁମ୍ଭମାନେେ ଶସ୍ଯ କାଟିବ, ସେତବେେଳେ ପ୍ରଥମ କଟା ଶସ୍ଯରୁ ଏକବିଡା ଯାଜକ ନିକଟକୁ ଆଣିବ।

ଲେବୀୟ ପୁସ୍ତକ 23:11
ତହିଁରେ ସବୁଦିନ ପାଇଁ ତୁମ୍ଭମାନଙ୍କ ପକ୍ଷ ରେ ଗ୍ରାହ୍ଯ ହବୋ ନିମନ୍ତେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ସହେି ବିଡା ଟକେିବ। ବିଶ୍ରାମ ଦିନ ପରେ ସେ ଏହାକୁ ଝୁଲାଇବା ଉଚିତ୍।

ଲେବୀୟ ପୁସ୍ତକ 23:12
ପୁଣି ଯେଉଁଦିନ ତୁମ୍ଭମାନେେ ସହେି ବିଡା ଦୋଳାଇବ ସହେିଦିନ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ନିମନ୍ତେ ଏକ ବର୍ଷୀଯ ନିଖୁଣ ମଷେବତ୍ସ ଗୋଟିଏ ଉତ୍ସର୍ଗ କରିବ।

ଲେବୀୟ ପୁସ୍ତକ 23:15
ଅନନ୍ତର ସହେି ବିଶ୍ରାମବାର ପରଦିନଠାରୁ ଯେଉଁଦିନ ଦୋଳନୀଯ ନବୈେଦ୍ଯରୂପେ ବିଡା ଆଣିଲ ସହେିଦିନଠାରୁ ପୂର୍ଣ ସାତ ସପ୍ତାହ ଗଣନା କରିବ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்