Base Word
עָנָק
Short DefinitionAnak, a Canaanite
Long Definitionprogenitor of a family, tribe, or race of giant people in Canaan
Derivationthe same as H6060
International Phonetic Alphabetʕɔːˈn̪ɔːk’
IPA modʕɑːˈnɑːk
Syllableʿānāq
Dictionaw-NAWK
Diction Modah-NAHK
UsageAnak
Part of speechn-pr-m

ଗଣନା ପୁସ୍ତକ 13:22
ଆଉ ସମାନେେ ଦକ୍ଷିଣ ଦିଗ ଦଇେ ହିବ୍ରୋଣ ରେ ୟାଇ ଉପସ୍ଥିତ ହେଲେ, ସହେି ସ୍ଥାନ ରେ ଅହୀମାନ୍, ଶେଶଯ, ତଲ୍ମଯ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋଯନର ସାତବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହାଇେଥିଲା।

ଗଣନା ପୁସ୍ତକ 13:28
ତଥାପି ସହେି ଦେଶ ନିବାସିମାନେ ବଳବାନ୍, ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ, ଆହୁରି ଆମ୍ଭମାନେେ ସଠାେରେ ଅନାକର ସନ୍ତାନମାନଙ୍କୁ ଦେଖିଲୁ।

ଗଣନା ପୁସ୍ତକ 13:33
ସଠାେରେ ଆମ୍ଭମାନେେ ଅନାକର ନଫଲିେମ୍ ସନ୍ତାନ ମହାବୀରଗଣଙ୍କୁ ଦେଖିଲୁ, ଆଉ ସମାନଙ୍କେ ଦୃଷ୍ଟି ରେ ଆମ୍ଭମାନେେ ଝିଣ୍ଟିକା ପରି ହେଲୁ।

ଦିତୀୟ ବିବରଣ 9:2
ସହେି ଲୋକମାନେ ଅନାକୀଯମାନଙ୍କ ସନ୍ତାନ ବଳବାନ ଓ ଦୀର୍ଘକାଯ ତୁମ୍ଭେ ସମାନଙ୍କେୁ ଜାଣିଅଛ, ପକ୍ସ୍ଟଣି ସମାନଙ୍କେ ବିଷଯ ରେ ଏହା କକ୍ସ୍ଟହାୟିବାରକ୍ସ୍ଟ ଏହା ଶକ୍ସ୍ଟଣିଅଛ। ଯେ, ' ସମାନଙ୍କେ ସମ୍ମକ୍ସ୍ଟଖ ରେ କହେି ଛିଡା ହବୋକକ୍ସ୍ଟ ସାହାସ କରନ୍ତି ନାହିଁ।'

ଯିହୋଶୂୟ 15:13
ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ ନିର୍ଦ୍ଦେଶ ଦଇେଥିଲେ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର କାଲବକେକ୍ସ୍ଟ ୟିହକ୍ସ୍ଟଦାର କିଛି ଅଂଶ ଦବୋ ପାଇଁ, ପରମେଶ୍ବରଙ୍କ କଥା ଅନକ୍ସ୍ଟସା ରେ ଯିହାଶୂେୟ କାଲବକେକ୍ସ୍ଟ ଦେଶର କିଛି ଅଂଶ ଦେଲେ। ଯିହାଶୂେୟ ତାଙ୍କୁ କିରିଯଥ ଅର୍ବ ନଗର ଦେଲେ। ତାହା ହିଁ ହିବ୍ରୋଣ। ଅର୍ବ ଆନଙ୍କର ପିତା ଥିଲେ।

ଯିହୋଶୂୟ 15:14
କାଲେବ୍ ସଠାେରକ୍ସ୍ଟ ଅନାକର ବଂଶ ଶେଶଯ ଓ ଅହୀମାନ୍ ଓ ତଲ୍ମଯ ନାମକ ଅନାକର ତିନି ପକ୍ସ୍ଟତ୍ରକକ୍ସ୍ଟ ତଡି ଦେଲେ।

ଯିହୋଶୂୟ 15:14
କାଲେବ୍ ସଠାେରକ୍ସ୍ଟ ଅନାକର ବଂଶ ଶେଶଯ ଓ ଅହୀମାନ୍ ଓ ତଲ୍ମଯ ନାମକ ଅନାକର ତିନି ପକ୍ସ୍ଟତ୍ରକକ୍ସ୍ଟ ତଡି ଦେଲେ।

ଯିହୋଶୂୟ 21:11
ପକ୍ସ୍ଟଣି ସମାନେେ ସମାନଙ୍କେୁ ୟିହକ୍ସ୍ଟଦାର ପର୍ବତମଯ ଦେଶ ରେ କିରିଯଥ୍ ଅର୍ବ ଓ ତହିଁ ଚତର୍କ୍ସ୍ଟଦିଗସ୍ଥ ଗ୍ଭରଣଭୂମି ଦେଲେ। ହିବ୍ରୋଣ ନାମ ରେ ନାମିତ ଅର୍ବ ଯେ କି ଅନାକର ପିତା ଥିଲା। ତାଙ୍କର ନାମ ଅନକ୍ସ୍ଟସା ରେ ଏହା ସ୍ଥାନର ନାମ ଅର୍ବ ରଖାୟାଇ ଥିଲା।

ବିଚାରକର୍ତାମାନଙ୍କ ବିବରଣ 1:20
କାଲେବ୍କକ୍ସ୍ଟ ହିବ୍ରୋଣକକ୍ସ୍ଟ ନବୋ ପାଇଁ ମାଶାେ ପ୍ରତିଜ୍ଞା କରିଥିଲେ, ତେଣୁ ସହେି ଭୂମି କାଲେବ୍କକ୍ସ୍ଟ ଦିଆଗଲା। କାଲେବ୍ ମଧ୍ଯ ବଳାତ୍କାର କରି ଅଙ୍ଗର ତିନି ପକ୍ସ୍ଟତ୍ରକକ୍ସ୍ଟ ସଠାେରକ୍ସ୍ଟ ତଡି ଦେଲେ।

Occurences : 9

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்