Base Word
עַפְעַף
Short Definitionan eyelash (as fluttering); figuratively, morning ray
Long Definitioneyelid
Derivationfrom H5774
International Phonetic Alphabetʕɑpˈʕɑp
IPA modʕɑfˈʕɑf
Syllableʿapʿap
Dictionap-AP
Diction Modaf-AF
Usagedawning, eye-lid
Part of speechn-m

ଆୟୁବ ପୁସ୍ତକ 3:9
ସହେିଦିନର ପ୍ରାତଃକାଳୀନ ନକ୍ଷତ୍ର କାଳିମାମଯ ହାଇେ ଅନ୍ଧକାର ରେ ଲୁଚି ଯାଉ। ରାତ୍ରିଟି ପ୍ରଭାତର ପ୍ରତୀକ୍ଷା ରେ ରହୁ ଏବଂ ସୂର୍ୟ୍ଯର ପ୍ରଥମ କିରଣ ନ ଦେଖୁ।

ଆୟୁବ ପୁସ୍ତକ 16:16
କାନ୍ଦି କାନ୍ଦି ମାରେ ମୁହଁ ଲାଲ ପଡ଼ିଗଲାଣି। ମାରେ ଆଖିର ଚତୁର୍ଦ୍ଦିଗ ରେ କଳା କଳା ଦାଗ ଦିଶିଲାଣି।

ଆୟୁବ ପୁସ୍ତକ 41:18
ଯେତବେେଳେ ସେ ଛିଙ୍କେ, ସେଥିରୁ ବିଜୁଳି ସଦୃଶ ଆଲୁଅ ବାହା ରେ, ତା'ର ଚକ୍ଷୁ ପ୍ରାତଃକାଳର ଆଲୁଅ ପରି ଝଟକେ।

ଗୀତସଂହିତା 11:4
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।

ଗୀତସଂହିତା 132:4
ମୁଁ ଶଯନ କରିବି ନାହିଁ। ମୁଁ ମାରେ ଚକ୍ଷୁକୁ ବିଶ୍ରାମ ଦବେି ନାହିଁ।

ହିତୋପଦେଶ 4:25
ଲକ୍ଷ୍ଯସ୍ଥଳ ପାଇଁ ତୁମ୍ଭର ଚକ୍ଷୁଦ୍ବଯକୁ ଆଗକୁ ଦେଖିବା ପାଇଁ ରଖ, ସର୍ବଦା ସିଧା ଦେଖ।

ହିତୋପଦେଶ 6:4
ତୁମ୍ଭେ ବିଶ୍ରାମ କର ନାହିଁ କିମ୍ବା ନିଦ୍ରା ୟାଅ ନାହିଁ।

ହିତୋପଦେଶ 6:25
ତୁମ୍ଭ ହୃଦଯ ରେ ସହେି ସୁନ୍ଦର ସ୍ତ୍ରୀର ସୌନ୍ଦର୍ୟ୍ଯକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।

ହିତୋପଦେଶ 30:13
କେତକେ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସମାନେେ ବହୁତ ଭଲ। ସମାନେେ ଭାବନ୍ତି ଅନ୍ୟମାନଙ୍କଠାରୁ ୟଥେଷ୍ଟ ଭଲ।

ଯିରିମିୟ 9:18
ସମାନେେ କହନ୍ତି, ' ସହେି ସ୍ତ୍ରୀ ଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହବେ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହବେ।'

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்