Base Word
עׇפְרָה
Short DefinitionOphrah, the name of an Israelite and of two places in Palestine
Long Definition(n pr m) a Judaite, son of Meonothai
Derivationfeminine of H6082; female fawn
International Phonetic Alphabetʕopˈrɔː
IPA modʕofˈʁɑː
Syllableʿoprâ
Dictionope-RAW
Diction Modofe-RA
UsageOphrah
Part of speechn-pr-m n-pr-loc

ଯିହୋଶୂୟ 18:23
ଅଦ୍ଦୀମ, ପାରା ଓ ଅଫ୍ରା।

ବିଚାରକର୍ତାମାନଙ୍କ ବିବରଣ 6:11
ଏହାପରେ ସଦାପ୍ରଭୁଙ୍କର ଦୂତ ଆସି ଅବୀଯେଷ୍ରୀଯ ଯୋୟାସର ଅଧିକାର ସ୍ଥିତି ଅଫ୍ରା ରେ ଅଲୋନ୍ ବୃକ୍ଷ ମୂଳ ରେ ବସିଲେ। ସହେି ସମୟରେ ତା'ର ପକ୍ସ୍ଟତ୍ର ଗିଦ୍ଦଯୋନ ଦ୍ରାକ୍ଷାକକ୍ସ୍ଟଣ୍ତ ରେ ଗହମ ଝାଡକ୍ସ୍ଟଥିଲେ। ସେ ଏଥିପାଇଁ ଲକ୍ସ୍ଟଚକ୍ସ୍ଟଥିଲେ ଯେ, ମିଦିଯନୀଯମାନେ ଯେପରି ଗହମ ନ ଦବେେ।

ବିଚାରକର୍ତାମାନଙ୍କ ବିବରଣ 6:24
ତେଣୁ ଗିଦ୍ଦିୟୋନ ସଦାପ୍ରଭୁଙ୍କର ଉପାସନା ସ୍ଥାନ ନିକଟରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ସେ ସହେି ସ୍ଥାନର ନାମ ଦେଲେ, ସଦାପ୍ରଭୁ ମଙ୍ଗଳ ସ୍ବରୂପ। ସହେି ୟଜ୍ଞବଦେୀ ଏବେ ବି ଆଫ୍ରା ରେ ଅଛି। ଯେଉଁଠା ରେ ଅବୀଯେଷ୍ରୀଯମାନେ ବାସ କରୁଥିଲେ, ଆଫ୍ର ହେଉଛି ସହେି ସ୍ଥାନ।

ବିଚାରକର୍ତାମାନଙ୍କ ବିବରଣ 8:27
ଗିଦ୍ଦିୟୋନ ଏହିସବୁ ସକ୍ସ୍ଟବର୍ଣ୍ଣ ରେ ଏକ ଏଫୋଦ ତିଆରି କଲେ। ସେ ଏହାକକ୍ସ୍ଟ ସମାନଙ୍କେ ନଗର ଅଫ୍ରା ରେ ରଖିଲେ। ଏବଂ ଇଶ୍ରାୟେଲର ସମସ୍ତ ଲୋକମାନେ ସହେି ଏଫୋଦକକ୍ସ୍ଟ ଉପାସନା କଲେ। ଏହିପରି ଭାବରେ, ଏଫୋଦକକ୍ସ୍ଟ ଉପାସନା କରି ଇଶ୍ରାୟେଲବାସୀ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବାସି ହେଲେ। ଏହି ଏଫୋଦ ଗିଦ୍ଦିୟୋନଙ୍କ ଓ ତାଙ୍କ ପରିବାର ପ୍ରତି ଏକ ଫାନ୍ଦ ସ୍ବରୂପ ହେଲା, ଯାହାକି ସମାନଙ୍କେର ପାପର କାରଣ ହେଲା।

ବିଚାରକର୍ତାମାନଙ୍କ ବିବରଣ 8:32
ୟୋଯାଶର ପକ୍ସ୍ଟତ୍ର ଗିଦ୍ଦିୟୋନ ଅତ୍ଯଧିକ ବାର୍ଦ୍ଧକ୍ଯ ରେ ପହଞ୍ଚି ମୃତକ୍ସ୍ଟ୍ଯ ବରଣ କଲେ। ଅବୀଯେଷ୍ରୀଯମାନଙ୍କ ଅଫ୍ରାର ସହର ରେ ତାଙ୍କ ପିତା ଯୋୟାଶର ନିଜର କବର ରେ ଗିଦ୍ଦିୟୋନକକ୍ସ୍ଟ କବର ଦିଆଗଲା।

ବିଚାରକର୍ତାମାନଙ୍କ ବିବରଣ 9:5
ଅବୀମଲକେ ନିଜର ପିତୃଗୃହ ଆଫ୍ରାକକ୍ସ୍ଟ ଗଲା। ସେ ତା'ର ସତକ୍ସ୍ଟରି ଜଣ ଭାଇମାନଙ୍କୁ ସଠାେରେ ଗୋଟିଏ ପଥର ରେ ହତ୍ଯା କଲା। କିନ୍ତୁ ୟିରକ୍ସ୍ଟଦ୍ଦାଲ୍ର କନିଷ୍ଠ ପକ୍ସ୍ଟତ୍ର ନିଜକକ୍ସ୍ଟ ଲକ୍ସ୍ଟଗ୍ଭଇ ରଖିଲା। ତା'ର ନାମ ଯୋଥମ୍ ଥିଲା।

ପ୍ରଥମ ଶାମୁୟେଲ 13:17
ପଲେଷ୍ଟୀୟମାନେ ସେ ଅଞ୍ଚଳ ରେ ରହକ୍ସ୍ଟଥିବା ଇଶ୍ରାୟେଲୀୟମାନଙ୍କୁ ଦଣ୍ତିତ କରିବାକୁ ନିଷ୍ପତ୍ତି ନେଲେ। ସମାନଙ୍କେର ସକ୍ସ୍ଟଦକ୍ଷ ପଲେଷ୍ଟୀୟ ଯୋଦ୍ଧାଗଣକକ୍ସ୍ଟ ଆକ୍ରମଣ କରିବାକୁ ଆରମ୍ଭ କଲେ। ସମାନେେ ତିନିଦଳ ରେ ବିଭକ୍ତ ହାଇେ ଦଳେ ଶୂଯାଲ୍ ନିକଟରେ ଓ ଅଫ୍ରା ରାସ୍ତାର ଉତ୍ତରକକ୍ସ୍ଟ ଗଲେ।

ପ୍ରଥମ ବଂଶାବଳୀ 4:14
ମିୟନୋଥୟ ଅଫ୍ରାଙ୍କର ପିତା ଥିଲେ।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்