Base Word
עָצָב
Short Definitionan (idolatrous) image
Long Definitionidol, image
Derivationfrom H6087
International Phonetic Alphabetʕɔːˈt͡sˤɔːb
IPA modʕɑːˈt͡sɑːv
Syllableʿāṣāb
Dictionaw-TSAWB
Diction Modah-TSAHV
Usageidol, image
Part of speechn-m

ପ୍ରଥମ ଶାମୁୟେଲ 31:9
ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ଯାଦିକକ୍ସ୍ଟ ନଇଗେଲେ। ପଲେଷ୍ଟୀୟମାନେ ନିଜ ନିଜର ଦବଗେଣ ଗୃହ ବା ମନ୍ଦିରକକ୍ସ୍ଟ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡକକ୍ସ୍ଟ ଖବର ଦଇେ ପଠାଇଲେ।

ଦିତୀୟ ଶାମୁୟେଲ 5:21
ସହେି ସ୍ଥାନ ରେ ପଲେଷ୍ଟୀୟମାନେ ସମାନଙ୍କେର ମୂର୍ତ୍ତିଗୁଡିକୁ ଛାଡି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସହେିସବୁ ମୂର୍ତ୍ତିଗୁଡିକୁ ଦୂ ରଇେ ଦେଲେ।

ପ୍ରଥମ ବଂଶାବଳୀ 10:9
ପଲେଷ୍ଟୀୟମାନେ ଶାଉଲଙ୍କୁ ଉଲଗ୍ନ କଲେ ଏବଂ ତାଙ୍କର ମସ୍ତକ ଓ ୟୁଦ୍ଧ ସାଜ ନଇଗେଲେ ଏବଂ ସମାନେେ ଦେଶସାରା ବାର୍ତ୍ତାବାହକମାନଙ୍କୁ ପ୍ ରରଣେ କରି, ସମାନଙ୍କେ ଭଣ୍ଡ ଦବେତା ଓ ଲୋକମାନଙ୍କ ପାଖ ରେ ଏହି ଖବର ପହଞ୍ଚାଇଲେ।

ଦିତୀୟ ବଂଶାବଳୀ 24:18
ରାଜା ଓ ସହେି ନେତାମାନେ ସଦାପ୍ରଭୁ ପରମେଶ୍ବରଙ୍କର ମନ୍ଦିରକୁ ଅଗ୍ରାହ୍ଯ କଲେ। ସମାନଙ୍କେର ପୂର୍ବପୁରୁଷମାନେ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗମନ କରିଥିଲେ। ସମାନେେ ଆଶରୋ ସ୍ତମ୍ଭ ଓ ଅନ୍ୟ ମୂର୍ତ୍ତିଗୁଡ଼ିକୁ ପୂଜା କଲେ। ପରମେଶ୍ବର ଯିହୁଦାର ଓ ୟିରୁଶାଲମର ଲୋକମାନଙ୍କ ଉପରେ କୋର୍ଧ କଲେ, କାରଣ ରାଜା ଓ ସହେି ନେତାମାନେ ଦୋଷୀ ଥିଲେ।

ଗୀତସଂହିତା 106:36
ପରମେଶ୍ବରଙ୍କ ଲୋକମାନେ ଦବେତାମାନଙ୍କୁ ପୂଜା କରିବାକୁ ଆରମ୍ଭ୍ କଲେ, ୟାହାକି ଅନ୍ୟ ଲୋକମାନେ କରୁଥିଲେ ଏବଂ ସହେି ମୂର୍ତ୍ତିଗୁଡ଼ିକ ଫାନ୍ଦରେ ପରିଗଣିତ ହେଲେ।

ଗୀତସଂହିତା 106:38
ପରମେଶ୍ବରଙ୍କର ଲୋକମାନେ ନିରୀହ ପିଲାମାନଙ୍କୁ ହତ୍ଯା କଲେ। ସମାନେେ ମଧ୍ଯ ସମାନଙ୍କେ ନିଜ ସନ୍ତାନମାନଙ୍କୁ ହତ୍ଯା କରି ମିଥ୍ଯା ଦବଗେଣ ନିକଟରେ ବଳି ଦେଲେ। ତଣେୁ ଭୂମି, ହତ୍ଯା ପାପରେ ଦୂଷିତ ହାଇଗେଲା।

ଗୀତସଂହିତା 115:4
ଅନ୍ୟ ଜାତିଗଣର ଦବଗେଣ ସମାନଙ୍କେ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି। ଏହି ପ୍ରତିମାଗୁଡ଼ିକ ମନୁଷ୍ଯମାନଙ୍କ ହସ୍ତରେ ତିଆରି ହାଇେଥିଲେ।

ଗୀତସଂହିତା 135:15
ଅନ୍ୟ ଦେଶୀଯମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା। ସଗେୁଡ଼ିକ ମନୁଷ୍ଯର ହସ୍ତ ଦ୍ବାରା ନିର୍ମିତ ହେଉଥିଲା।

ଯିଶାଇୟ 10:11
ମୁଁ ଶମରିଯା ଓ ତା'ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସହେିପରି ମଧ୍ଯ ୟିରୁଶାଲମ୍ ଓ ତା'ର ଲୋକମାନଙ୍କ ଦ୍ବାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।'

ଯିଶାଇୟ 46:1
ବେଲ୍ ଓ ନବୋ ଆମ୍ଭ ସମ୍ମୁଖ ରେ ଅବନତ ହବେେ। ସମାନଙ୍କେର ପ୍ରତିମାଗୁଡ଼ିକ ଜନ୍ତୁ ଓ ପଶୁମାନଙ୍କ ଉପ ରେ ଥୁଆ ହାଇେଛନ୍ତି। ସଗେୁଡ଼ିକ ବୋଝପରି ତୁମ୍ଭମାନେେ ବହି ଚାଲିଲ, ତାହା କ୍ଲାନ୍ତ ପଶୁମାନଙ୍କ ପାଇଁ କବଳେ ଭାର ହାଇେଅଛି।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்