Base Word
עָרוּם
Short Definitioncunning (usually in a bad sense)
Long Definitionsubtle, shrewd, crafty, sly, sensible
Derivationpassive participle of H6191
International Phonetic Alphabetʕɔːˈruːm
IPA modʕɑːˈʁum
Syllableʿārûm
Dictionaw-ROOM
Diction Modah-ROOM
Usagecrafty, prudent, subtil
Part of speecha

ଆଦି ପୁସ୍ତକ 3:1
ସଦାପ୍ରଭୁ ପରମେଶ୍ବରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧିଅରେ ସର୍ପ ସମସ୍ତଙ୍କଠାରୁ ଚ଼ତୁର ଥିଲା। ସର୍ପଟି ସ୍ତ୍ରୀ ଲୋକଟିକୁ କହିଲା, ଏହା କ'ଣ ସତ୍ଯ ଯେ ପରମେଶ୍ବର ଉଦ୍ୟାନର କୌଣସି ବୃକ୍ଷର ଫଳ ନଖାଇବା ପାଇଁ ତୁମ୍ଭଙ୍କୁ କହିଲେ?

ଆୟୁବ ପୁସ୍ତକ 5:12
ପରମେଶ୍ବର ମନ୍ଦ ଓ ଚତୁର ଲୋକର କାମନାକୁ ବ୍ଯର୍ଥ କରନ୍ତି ଏବଂ ସମାନଙ୍କେୁ ସଫଳତା ଦିଅନ୍ତି ନାହିଁ।

ଆୟୁବ ପୁସ୍ତକ 15:5
କାରଣ ତୁମ୍ଭର କଥା ତୁମ୍ଭର ପାପକୁ ହିଁ ସ୍ବୀକାର କରୁଛି। ଆୟୁବ ତୁମ୍ଭେ ତୁମ୍ଭର ପାପକୁ ଲୁଚାଇବାକୁ ଚେଷ୍ଟା କରୁଛ, ଚତୁରତା ପୂର୍ଣ୍ଣ ବାକ୍ଯ ମଧିଅରେ।

ହିତୋପଦେଶ 12:16
ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ ; କିନ୍ତୁ ବିଜ୍ଞ ମନୁଷ୍ଯ ଅପମାନକୁ ଉପେକ୍ଷା କରେ।

ହିତୋପଦେଶ 12:23
ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।

ହିତୋପଦେଶ 13:16
ପ୍ରେତ୍ୟକକ ଚତୁର ଲୋକ ବୁଦ୍ଧି ରେ କର୍ମ କରେ। ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।

ହିତୋପଦେଶ 14:8
ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।

ହିତୋପଦେଶ 14:15
ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି।

ହିତୋପଦେଶ 14:18
ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ।

ହିତୋପଦେଶ 22:3
ଚତୁର ଲୋକ ବିପଦ ଦେଖେ ଏବଂ ଏହାକୁ ଦୂର କରେ। ମାତ୍ର ଅ ବୋଧ ଲୋକମାନେ ବିପଦକୁ ଆବୋରି ନିଅନ୍ତି ଏବଂ କ୍ଷତିଗ୍ରସ୍ତ ହୁଅନ୍ତି।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்