Base Word
עָרִיץ
Short Definitionfearful, i.e., powerful or tyrannical
Long Definitionawe-inspiring, terror-striking, awesome, terrifying, ruthless, mighty
Derivationfrom H6206
International Phonetic Alphabetʕɔːˈrɪi̯t͡sˤ
IPA modʕɑːˈʁiːt͡s
Syllableʿārîṣ
Dictionaw-REETS
Diction Modah-REETS
Usagemighty, oppressor, in great power, strong, terrible, violent
Part of speecha

ଆୟୁବ ପୁସ୍ତକ 6:23
ମୁଁ ତୁମ୍ଭକୁ କହିଛି କି ? ' ମାେତେ ଶତ୍ରୁ କବଳରୁ ଉଦ୍ଧାର କର। ମାେତେ ନିଷ୍ଠୁର ଲୋକଙ୍କ କବଳରୁ ବଞ୍ଚାଅ।'

ଆୟୁବ ପୁସ୍ତକ 15:20
ସହେି ଜ୍ଞାନୀ ଲୋକମାନେ କହିଥିଲେ, ଦୁଷ୍ଟଲୋକ ଆପଣାର କୁକର୍ମକୁ ସାରାଜୀବନ ଭୋଗ କରେ। ଜଣେ ନିଷ୍ଠୁର ବ୍ଯକ୍ତି ତା'ର ପ୍ରେତ୍ୟକକ ଗଣିତ ବର୍ଷ ରେ କ୍ଲେଶ ଭୋଗ କରେ।

ଆୟୁବ ପୁସ୍ତକ 27:13
ତେଣୁ ଏହା ହିଁ ପରମେଶ୍ବରଙ୍କ ଇଚ୍ଛା ଦୁଷ୍ଟଲୋକଙ୍କ ପାଇଁ, ଏହା ହିଁ ସର୍ବଶକ୍ତିମାନ ପରମେଶ୍ବରଙ୍କ ଇଚ୍ଛା ନିଷ୍ଠୁର ଲୋକମାନଙ୍କ ପ୍ରତି।

ଗୀତସଂହିତା 37:35
ମୁଁ ଜଣେ ଦୁଷ୍ଟ ଲୋକଙ୍କୁ ଦେଖିଲି ୟିଏକି ଅତି ଶକ୍ତିଶାଳୀ ଥିଲା। ସେ ଏକ ପୂର୍ଣ୍ଣାଙ୍ଗ ବୃକ୍ଷ ଭଳି ଶକ୍ତିଶାଳୀ ଥିଲା।

ଗୀତସଂହିତା 54:3
ଅପରିଚିତ ଲୋକମାନେ କହେି ପରମେଶ୍ବରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛନ୍ତି।

ଗୀତସଂହିତା 86:14
ହେ ପରମେଶ୍ବର, ଗର୍ବୀ ଲୋକମାନେ ମାେତେ ଆକ୍ରମଣ କରିଛନ୍ତି। ଦଳେ ଦୁଷ୍ଟ ଲୋକ ମାେତେ ହତ୍ଯା କରିବାକୁ ଉଦ୍ଯମ କରୁଛନ୍ତି। ଏବଂ ସମାନେେ ତୁମ୍ଭକୁ ସମ୍ମାନ କରନ୍ତି ନାହିଁ।

ହିତୋପଦେଶ 11:16
ଅନୁଗ୍ରହ ସ୍ତ୍ରୀ ଗୌରବ ଧରି ରେଖ, ପୁଣି ଦୁଷ୍ଟ ଲୋକେ ସମ୍ପତ୍ତି ଧରି ରଖନ୍ତି।

ଯିଶାଇୟ 13:11
ପରମେଶ୍ବର କୁହନ୍ତି, ପୃଥିବୀ ରେ ଅମଙ୍ଗଳ ଘଟିବାର ମୁଁ କାରଣ ହବେି। ମୁଁ ମନ୍ଦାଚାରୀଙ୍କୁ ସମାନଙ୍କେର ପାପ ଲାଗି ଦଣ୍ଡ ଦବେି। ଅହଙ୍କାରୀମାନଙ୍କର ଗର୍ବକୁ ଖର୍ବ କରିବି। ବଡ଼ିମା ଦଖାେଉଥିବା ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବି।

ଯିଶାଇୟ 25:3
ବଳଶାଳୀ ଶକ୍ତିମାନେ ଓ ଜାତିମାନେ ତୁମ୍ଭକୁ ପ୍ରଶଂସା ଓ ସମ୍ମାନ କରିବେ। ଆତଙ୍କିତ ନଗରର ଲୋକମାନେ ଭୟ କରିବେ।

ଯିଶାଇୟ 25:4
ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்