Base Word
עָרַךְ
Short Definitionto set in a row, i.e., arrange, put in order (in a very wide variety of applications)
Long Definitionto arrange, set or put or lay in order, set in array, prepare, order, ordain, handle, furnish, esteem, equal, direct, compare
Derivationa primitive root
International Phonetic Alphabetʕɔːˈrɑk
IPA modʕɑːˈʁɑχ
Syllableʿārak
Dictionaw-RAHK
Diction Modah-RAHK
Usageput (set) (the battle, self) in array, compare, direct, equal, esteem, estimate, expert (in war), furnish, handle, join (battle), ordain, (lay, put, reckon up, set) (in) order, prepare, tax, value
Part of speechv
Base Word
עָרַךְ
Short Definitionto set in a row, i.e., arrange, put in order (in a very wide variety of applications)
Long Definitionto arrange, set or put or lay in order, set in array, prepare, order, ordain, handle, furnish, esteem, equal, direct, compare
Derivationa primitive root
International Phonetic Alphabetʕɔːˈrɑk
IPA modʕɑːˈʁɑχ
Syllableʿārak
Dictionaw-RAHK
Diction Modah-RAHK
Usageput (set) (the battle, self) in array, compare, direct, equal, esteem, estimate, expert (in war), furnish, handle, join (battle), ordain, (lay, put, reckon up, set) (in) order, prepare, tax, value
Part of speechv

ଆଦି ପୁସ୍ତକ 14:8
ସହେି ସମୟରେ ସଦୋମର ରାଜା, ହ ମାରେର ରାଜା, ଅଦ୍ମାର ରାଜା, ସବୋଯିମର ରାଜା ଓ ବଲାର ଅର୍ଥାତ୍ ସୋଯ ରେ ରାଜା ଏହି ପାଞ୍ଚ ରାଜା ଏବଂ ତାଙ୍କର ସୈନ୍ଯଗଣ ଏକତ୍ରିତ ହେଲେ। ସମାନେେ ସୀଦ୍ଦୀମ ଉପତ୍ୟକାକୁ ୟୁଦ୍ଧ କରିବାକୁ ଗଲେ।

ଆଦି ପୁସ୍ତକ 22:9
ପରମେଶ୍ବର କହିଥିବା ସ୍ଥାନକୁ ସମାନେେ ଆସିଲେ। ସଠାେରେ ଅବ୍ରହାମ ଏକ ୟଜ୍ଞବଦେୀ ସ୍ଥାପଲ କଲେ ଏବଂ ଏହା ଉପରେ କାଠ ସଜାଡ଼ିଲେ। ଏହାପରେ ଅବ୍ରହାମ ଇସ୍ହାକକୁ ବାନ୍ଧି ୟଜ୍ଞବଦେୀର କାଠ ଉପରେ ଶୁଆଇ ଦେଲେ।

ଯାତ୍ରା ପୁସ୍ତକ 27:21
ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛ ରେ ଥିବା ନିଯମ-ସିନ୍ଦୁକ ଓ ଏହାର ସମ୍ମୁଖ ରେ ଥିବା ଏହାକୁ ସନ୍ଧ୍ଯାରୁ ସକାଳ ପର୍ୟ୍ଯନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ଯବସ୍ଥା ଇଶ୍ରାୟେଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରପୁଜ୍ଯ ହବେ।

ଯାତ୍ରା ପୁସ୍ତକ 40:4
ଏହାପରେ ମଜେ ଭିତରକୁ ଆଣି ତହିଁ ସମସ୍ତ ଦ୍ରବ୍ଯମାନ ସଜାଇ ରଖ। ଦୀପ ରୂଖା ଆଣ ଏବଂ ସମସ୍ତ ଦ୍ବୀପଗୁଡିକ ଜାଳିବା ପାଇଁ ରଖ।

ଯାତ୍ରା ପୁସ୍ତକ 40:23
ଏହାପରେ ସେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦର୍ଶନୀଯ ରୋଟୀର ଆଯୋଜନ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁୟାଯୀ ଏହା କରାଗଲା।

ଲେବୀୟ ପୁସ୍ତକ 1:7
ଅନନ୍ତର ଯାଜକ ହାରୋଣଙ୍କ ପୁତ୍ରଗଣ ସହେି ୟଜ୍ଞବଦେୀ ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଠ ସଜାଇବେ।

ଲେବୀୟ ପୁସ୍ତକ 1:8
ପୁଣି ଯାଜକ ହାରୋଣର ପୁତ୍ର ଯାଜକମାନେ ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ଉପରେ ଥିବା କାଠ ଉପରେ ସହେି ଖଣ୍ଡ ସକଳ, ମସ୍ତକ ଓ ମଦେ ରଖିବେ।

ଲେବୀୟ ପୁସ୍ତକ 1:12
ତା'ପରେ ସେ ଯାଜକ ତା'ର ମସ୍ତକ ଓ ମଦେ ସହିତ ତାକୁ ଖଣ୍ଡ ଖଣ୍ଡ କରି ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ଓ କାଠ ଉପରେ ତାହା ସଜାଇ ରଖିବ।

ଲେବୀୟ ପୁସ୍ତକ 6:12
ମାତ୍ର ୟଜ୍ଞବଦେୀ ଉପରିସ୍ଥ ଅଗ୍ନି ସର୍ବାଦା ପ୍ରଜ୍ଜଳିତ ରହିବ। ତାହା କବେେ ନିର୍ବାପିତ ହବୋ ଉଚିତ୍ ନୁହେଁ। ଯାଜକ ପ୍ରତି ପ୍ରଭାତ ରେ ତା'ଉପରେ କାଠ ସଜାଇ ରଖିବ ଓ ସମାଗମ ନବୈେଦ୍ଯର ମଦେ ତା'ଉପରେ ଦଗ୍ଧ କରିବ।

ଲେବୀୟ ପୁସ୍ତକ 24:3
ହାରୋଣ ସମାଗମ ତମ୍ବୁ ମଧିଅରେ ନିଯମ ସିନ୍ଦୁକ ବିଚ୍ଛଦବେସ୍ତ୍ର ବାହା ରେ ସନ୍ଧ୍ଯା ଠାରୁ ପ୍ରଭାତ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ତାହା ସ୍ଥାପନ କରିବ। ଏହା ତୁମ୍ଭମାନଙ୍କର ବଂଶାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା।

Occurences : 75

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்