Base Word | |
עָשָׂר | |
Short Definition | ten (only in combination), i.e., -teen; also (ordinal) -teenth |
Long Definition | ten, -teen (in combination with other numbers) |
Derivation | for H6235 |
International Phonetic Alphabet | ʕɔːˈɬɔːr |
IPA mod | ʕɑːˈsɑːʁ |
Syllable | ʿāśār |
Diction | aw-SAWR |
Diction Mod | ah-SAHR |
Usage | (eigh-, fif-, four-, nine-, seven-, six-, thir-)teen(-th), + eleven(-th), + sixscore thousand, + twelve(-th) |
Part of speech | n |
ଆଦି ପୁସ୍ତକ 5:8
ଏହାପରେ ଶେଥ ମାଟେ ରେ 912 ବର୍ଷ ବଞ୍ଚିବା ପରେ ମୃତ୍ଯୁବରଣ କଲେ।
ଆଦି ପୁସ୍ତକ 5:10
କଯିନାନ୍ର ଜନ୍ମପରେ ଈନୋଶ 815 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ପୁତ୍ରକନ୍ଯାମାନ ଜନ୍ମ ହେଲ।
ଆଦି ପୁସ୍ତକ 7:11
ଦ୍ବିତୀୟ ମାସର ସତର ଦିବସ ଯେ ତବେଳେ ନୋହଙ୍କୁ 600 ବର୍ଷ ବଯସ ହାଇେଥିଲା। ମହା ସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା।
ଆଦି ପୁସ୍ତକ 7:20
ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚ଼ଢ଼ି ରହିଲା।
ଆଦି ପୁସ୍ତକ 8:4
ଏହାପରେ ସପ୍ତଦଶ ମାସର ସପ୍ତଦଶ ଦିନ ରେ ଆରାରଟ ପର୍ବତ ଉପରେ ଜାହାଜ ଲାଗି ରହିଲା।
ଆଦି ପୁସ୍ତକ 11:25
ତରହରେ ଜନ୍ମ ପରେ ନାହାରେ 119 ବର୍ଷ ବଞ୍ଚିଲେ। ସହେି ସମୟରେ ତାଙ୍କଠାରୁ ଅନ୍ୟ ପୁତ୍ରମାନେ ଜନ୍ମ କଲେ।
ଆଦି ପୁସ୍ତକ 14:4
ଏହି ରାଜାମାନେ ବାରବର୍ଷ ପର୍ୟ୍ଯନ୍ତ କଦର୍ଲାଯୋମର ରାଜାଙ୍କର ବଶୀଭୂତ ରହି ତ୍ରଯୋଦଶ ବର୍ଷ ରେ ତାଙ୍କର ବିଦ୍ରୋହି ହାଇେଥିଲେ।
ଆଦି ପୁସ୍ତକ 14:4
ଏହି ରାଜାମାନେ ବାରବର୍ଷ ପର୍ୟ୍ଯନ୍ତ କଦର୍ଲାଯୋମର ରାଜାଙ୍କର ବଶୀଭୂତ ରହି ତ୍ରଯୋଦଶ ବର୍ଷ ରେ ତାଙ୍କର ବିଦ୍ରୋହି ହାଇେଥିଲେ।
ଆଦି ପୁସ୍ତକ 14:5
ଏହିପରି ଚତୁର୍ଦ୍ଦଶ ବର୍ଷ ରେ କଦର୍ଲାଯୋମର ରାଜା ଓ ୟୋଉଁ ରାଜାମାନେ ତାଙ୍କ ସହିତ ଥିଲେ ଆସି ଅସ୍ତରୋତ୍କର୍ଣ୍ଣଯିମ ରେ ରଫାଯୀମ ଲୋକମାନଙ୍କୁ ଏବଂ ହମ ରେ ସୁଷୀଯ ଲୋକମାନଙ୍କୁ ପରାସ୍ତ କଲେ। ଶାବିକିରିଯାଥଯିମ ରେ ଏମୀଯ ଲୋକମାନଙ୍କୁ ପରାସ୍ତ କଲେ।
ଆଦି ପୁସ୍ତକ 14:14
ଯେତବେେଳେ ଅବ୍ରାମ ନିଜର ଜ୍ଞାତି ଧରା ହାଇେ ୟିବାର ସମାଚ଼ାର ଶୁଣିଲେ। ଅବ୍ରାମ ତା'ର ସମସ୍ତ ପରିବାରକୁ ଏକତ୍ରିତ କଲେ। ସଠାେରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତୃମାନଙ୍କ ପେଛ ପେଛ ଗୋଡ଼ଇେ ଗୋଡ଼ଇେ ଦାନ ନଗର ପର୍ୟ୍ଯନ୍ତ ଗଲେ।
Occurences : 337
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்