Base Word
אָסַר
Short Definitionto yoke or hitch; by analogy, to fasten in any sense, to join battle
Long Definitionto tie, bind, imprison
Derivationa primitive root
International Phonetic Alphabetʔɔːˈsɑr
IPA modʔɑːˈsɑʁ
Syllableʾāsar
Dictionaw-SAHR
Diction Modah-SAHR
Usagebind, fast, gird, harness, hold, keep, make ready, order, prepare, prison(-er), put in bonds, set in array, tie
Part of speechv

ଆଦି ପୁସ୍ତକ 39:20
ସଠାେରେ ଏକ କାରାଗାର ଥିଲା ଯେଉଁଠା ରେ ରାଜାଙ୍କର ଶତୃମାନେ ରହୁଥିଲେ। ତେଣୁ ପୋଟୀଫର ଯୋଷଫଙ୍କେୁ ସହେି କାରାଗୃହ ରେ ରଖିଲା। ଏବଂ ଯୋଷଫେ ସହେିଠା ରେ ରହିଲେ।

ଆଦି ପୁସ୍ତକ 40:3
ରକ୍ଷକ ସୈନ୍ଯାଧିପତିର ଯେଉଁ ବନ୍ଦୀ ଗୃହ ରେ ଯୋଷଫେ ବନ୍ଦୀ ଥିଲେ। ସହେିଠା ରେ ସମାନଙ୍କେୁ ବନ୍ଦୀ କରି ରଖିଲେ।

ଆଦି ପୁସ୍ତକ 40:5
ଏକ ରାତି ରେ ଉଭୟ ବନ୍ଦୀ ଦୁଇଜଣ ସ୍ବପ୍ନ ଦେଖିଲେ। ସହେି ଦୁଇଜଣ ବନ୍ଦୀ ମିଶର ରେ ରାଜାଙ୍କର ପାନପାତ୍ର ବାହକ ଓ ସ୍ବପକାର। ପ୍ରେତ୍ୟକକ ଏକ ସ୍ବପ୍ନ ଦେଖିଲେ ଓ ପ୍ରେତ୍ୟକକ ସ୍ବପ୍ନର ଅର୍ଥ ଭିନ୍ନଥିଲା।

ଆଦି ପୁସ୍ତକ 42:16
ମୁଁ ତୁମ୍ଭମାନଙ୍କ ମଧ୍ଯରୁ ଜଣକୁ ଛାଡ଼ିବି ସେ ୟାଇ ତୁମ୍ଭର ସାନ ଭାଇକୁ ଏଠାକୁ ନଇେ ଆସିବ। ସେ ଆସିବା ପର୍ୟ୍ଯନ୍ତ ତୁମ୍ଭମାନେେ ବନ୍ଦୀଶାଳା ରେ ରହିବ। ମୁଁ ଦେଖିବି ତୁମ୍ଭମାନେେ ସତ କହୁଛ ନା ତୁମ୍ଭମାନେେ ଚର, ଆମ୍ଭେ ଫାରୋଙ୍କ ଜୀବନ ଦଇେ ଶପଥ କରୁଛୁ।

ଆଦି ପୁସ୍ତକ 42:19
ଯଦି ତୁମ୍ଭମାନେେ ବାସ୍ତବ ରେ ବିଶ୍ବାସୀ ଲୋକ, ତବେେ ତୁମ୍ଭ ଭାଇମାନଙ୍କ ମଧ୍ଯରୁ କହେି ଜଣେ କାରାଗାର ରେ ରହୁ। ଏବଂ ଅନ୍ୟ ସମସ୍ତେ ଶସ୍ଯ ନଇେ ତୁମ୍ଭ ଲୋକମାନଙ୍କ ପାଇଁ ନଇେ ୟାଇପାର।

ଆଦି ପୁସ୍ତକ 42:24
ତେଣୁ ଯୋଷଫେ ସମାନଙ୍କେଠାରୁ ଦୂରକୁ ୟାଇ କାନ୍ଦିଲେ। କିଛି ସମୟ ପରେ ଯୋଷଫେ ସମାନଙ୍କେ ପାଖକୁ ଗଲେ। ତା'ର ଭାଇମାନଙ୍କ ମଧ୍ଯରୁ ଜଣକୁ ଅର୍ଥାତ୍ଶିମିଯୋନକୁ ନଇେ ତାଙ୍କ ଭାଇମାନଙ୍କ ସମ୍ମୁଖ ରେ ବାନ୍ଧି ପକାଇଲେ।

ଆଦି ପୁସ୍ତକ 46:29
ଯୋଷଫେ ଜାଣିଲେ ଯେ ତାଙ୍କର ପିତା ଇଶ୍ରାୟେଲ ଆସୁଛନ୍ତି। ତେଣୁ ଗୋଶନକୁ ୟାଇ ତାଙ୍କର ପିତାଙ୍କୁ ଦଖାେ କରିବା ପାଇଁ ଯୋଷଫେ ତାଙ୍କର ରଥ ସଜାଡ଼ିଲେ। ଯେତବେେଳେ ଯୋଷଫେ ତାଙ୍କର ପିତାଙ୍କୁ ଦେଖିଲେ ସେ ତାହାଙ୍କ ଗଳାଧରି ବହୁ ସମୟ ରୋଦନ କଲେ।

ଆଦି ପୁସ୍ତକ 49:11
ସେ ଦ୍ରାକ୍ଷାଲତା ନିକଟରେ ଆପଣା ଗଧକୁ ବାନ୍ଧିଲେ। ସେ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗଧର ଛୁଆକୁ ବାନ୍ଧିବେ। ସେ ଦ୍ରାକ୍ଷାରସ ରେ ଆପଣା ଉତ୍ତରୀଯ ବସ୍ତ୍ର ଓ ଆପଣା ପରଧଯେ ବସ୍ତ୍ର ଧୋଇବେ।

ଯାତ୍ରା ପୁସ୍ତକ 14:6
ତେଣୁ ଫାରୋ ତାଙ୍କର ରଥ ଓ ଲୋକମାନଙ୍କୁ ସାଙ୍ଗ ରେ ନେଲେ।

ଗଣନା ପୁସ୍ତକ 30:2
କୌଣସି ପୁରୁଷ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କରିବାପାଇଁ ଶପଥ କଲେ, ତବେେ ସେ ଆପଣା ବାକ୍ଯ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ଯ ଅନୁସାରେ ସମସ୍ତ ସାଧନ କରିବ।

Occurences : 70

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்