Base Word
אֱסָר
Short Definitionan obligation or vow (of abstinence)
Long Definitionbond, binding obligation, obligation
Derivationor אִסָּר; from H0631
International Phonetic Alphabetʔɛ̆ˈsɔːr
IPA modʔĕ̞ˈsɑːʁ
Syllableʾĕsār
Dictioneh-SAWR
Diction Moday-SAHR
Usagebinding, bond
Part of speechn-m

ଗଣନା ପୁସ୍ତକ 30:2
କୌଣସି ପୁରୁଷ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କରିବାପାଇଁ ଶପଥ କଲେ, ତବେେ ସେ ଆପଣା ବାକ୍ଯ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ଯ ଅନୁସାରେ ସମସ୍ତ ସାଧନ କରିବ।

ଗଣନା ପୁସ୍ତକ 30:3
ଆଉ ମଧ୍ଯ କୌଣସି ୟୁବତୀ ନିଜ ପିତୃଗୃହ ରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯଦି ପ୍ରତିଜ୍ଞା କରେ ଓ ବ୍ରତଦ୍ବାରା ନିଜକୁ ଆବଦ୍ଧ କରେ,

ଗଣନା ପୁସ୍ତକ 30:4
ଯଦି ତା'ର ପିତା, ସେ ପ୍ରତିଜ୍ଞା କରିଥିବା ବିରୋଧ ନକରେ କିମ୍ବା ତା'ର ସବୁ ଶପଥ ଓ ପ୍ରତିଜ୍ଞା କରିଥିବା ଏହା ପାଳନ କରାୟିବ।

ଗଣନା ପୁସ୍ତକ 30:4
ଯଦି ତା'ର ପିତା, ସେ ପ୍ରତିଜ୍ଞା କରିଥିବା ବିରୋଧ ନକରେ କିମ୍ବା ତା'ର ସବୁ ଶପଥ ଓ ପ୍ରତିଜ୍ଞା କରିଥିବା ଏହା ପାଳନ କରାୟିବ।

ଗଣନା ପୁସ୍ତକ 30:5
ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସଗେୁଡିକ ପାଳନ କରାୟିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦବେେ, ଯେ ହତେୁ ତା'ର ପିତା ତାକୁ ଏହା କରିବା ପାଇ ମନା କଲେ।

ଗଣନା ପୁସ୍ତକ 30:7
ପୁଣି ତା'ର ସ୍ବାମୀ ତାହା ଶୁଣି କୌଣସି ଅଭିଯୋଗ ନକରେ, ତବେେ ତା'ର ପ୍ରତିଜ୍ଞା ପାଳନ ହବେ ଓ ସେ କରିଥିବା ଶପଥ ପାଳନ କରାୟିବ।

ଗଣନା ପୁସ୍ତକ 30:10
କିନ୍ତୁ ଜଣେ ବିବାହିତ ସ୍ତ୍ରୀ ହୁଏତ ପ୍ରତିଜ୍ଞା କରିପା ରେ କିମ୍ବା କିଛି ଶପଥରେ ନିଜକୁ ବାନ୍ଧି ପା ରେ।

ଗଣନା ପୁସ୍ତକ 30:11
ପୁଣି ତାହାର ସ୍ବାମୀ ତାହା ଶୁଣି ତାହା ପ୍ରତି ତୁନି ହାଇେ ରହେ ଓ ତାହାକୁ ନିଷଧେ ନକରେ, ତବେେ ତା'ର ସମସ୍ତ ପ୍ରତିଜ୍ଞା ପାଳନ ହବେ, ପୁଣି ସେ ଯେଉଁ ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହା ସବୁ ପାଳନ ହବେ।

ଗଣନା ପୁସ୍ତକ 30:12
ମାତ୍ର ତା'ର ସ୍ବାମୀ ଯଦି ଶୁଣିବା ପରେ ତାକୁ ଅସ୍ବୀକାର କରେ, ତବେେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନଇେଥିବା ଶପଥସବୁ ବାତିଲ ହାଇଯେିବ। ତା'ର ସ୍ବାମୀ ପ୍ରତିଜ୍ଞା ଭଂଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।

ଗଣନା ପୁସ୍ତକ 30:13
ତାହାର ସ୍ବାମୀ ତାହାର ପ୍ରେତ୍ୟକକ ମାନତ ଓ ପ୍ରାଣକୁ କ୍ଲେଶ ଦବୋର ପ୍ରତିଜ୍ଞାୟୁକ୍ତ ପ୍ରେତ୍ୟକକ ଶପଥ ସ୍ଥିର କରିପା ରେ, କିମ୍ବା ତାହା ସ୍ବାମୀ ଭଙ୍ଗ କରିପା ରେ।

Occurences : 11

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்