Base Word
פְּעֻלָּה
Short Definition(abstractly) work
Long Definitionwork, recompense, reward
Derivationfeminine passive participle of H6466
International Phonetic Alphabetpɛ̆.ʕulˈlɔː
IPA modpɛ̆.ʕuˈlɑː
Syllablepĕʿullâ
Dictionpeh-ool-LAW
Diction Modpeh-oo-LA
Usagelabour, reward, wages, work
Part of speechn-f

ଲେବୀୟ ପୁସ୍ତକ 19:13
ତୁମ୍ଭମାନେେ ଆପଣା ପ୍ରତିବେଶୀ ପ୍ରତି ଅନ୍ଯାଯ କରିବ ନାହିଁ ଓ ତାଙ୍କଠାରୁ ଚୋରି କରିବ ନାହିଁ। ପୁଣି ବତନଜେୀବିର ବତନେ ରାତ୍ରିଠାରୁ ସକାଳ ୟାଏ ତୁମ୍ଭ ପାଖ ରେ ରହିବ ନାହିଁ।

ଦିତୀୟ ବଂଶାବଳୀ 15:7
କିନ୍ତୁ ଆସ, ତୁମ୍ଭେ ଓ ଯିହୁଦା ଏବଂ ବିନ୍ଯାମୀନର ଲୋକ ସମସ୍ତେ ଦୃଢ଼ ହୁଅ। ଦୁର୍ବଳ ହୁଅ ନାହିଁ, କାରଣ ତୁମ୍ଭମାନେେ ତୁମ୍ଭମାନଙ୍କର ଉତ୍ତମ କାର୍ୟ୍ଯ ନିମନ୍ତେ ପୁରସ୍କାର ପାଇବ।

ଗୀତସଂହିତା 17:4
ମୁଁ ୟଥାସାଧ୍ଯ ଚେଷ୍ଟା କରିଛି ତୁମ୍ଭର ଆଦେଶ ମାନିବାକୁ।

ଗୀତସଂହିତା 28:5
ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ଯ ଉଦ୍ଦେଶ୍ଯ ବୁଝିପାରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ଉତ୍ତମ କାର୍ୟ୍ଯକୁ ଦେଖିପାରନ୍ତି ନାହିଁ। ନା, ସମାନେେ କିଛି ବୁଝନ୍ତି ନାହିଁ। ସମାନେେ କବଳେ ଧ୍ବଂସ କରିବାକୁ ଚାହାଁନ୍ତି।

ଗୀତସଂହିତା 109:20
ଏହା ମାରେ ଶତ୍ରୁଗଣ ମାେ ବିଷଯରେ କହନ୍ତି, ମୁଁ ଆଶାକରେ ମାେ ବିରୁଦ୍ଧରେ ୟିଏ ଦୁଷ୍ଟକତା କୁ ହେ ସଦାପ୍ରଭୁ ଏହିସବୁ ବିଷଯ ସହେି ଲୋକମାନଙ୍କ ପ୍ରତି କରନ୍ତୁ।

ହିତୋପଦେଶ 10:16
ଧାର୍ମିକର ପରିଶ୍ରମ ପୁଣ୍ଯଜନକ, ପୁଣି ଅଧାର୍ମିକର ଆଯ ପାପଜନକ।

ହିତୋପଦେଶ 11:18
ଦୁଷ୍ଟଲୋକ ମିଥ୍ଯା ଉପାର୍ଜନ କରେ। ମାତ୍ର ଯେ ଧର୍ମବୀଜ ବୁଣେ ତାହାର ନିଶ୍ଚିତ ପୁରସ୍କାର ଅଛି।

ଯିଶାଇୟ 40:10
ଦେଖ, ମାରେପ୍ରଭୁ ସଦାପ୍ରଭୁ ସମସ୍ତ ପରାକ୍ରମ ନଇେ ଆସୁଛନ୍ତି ଓ ତାଙ୍କର ବାହୁ ବଳ ରେ ସେ କତ୍ତୃର୍ତ୍ବ କରିବେ। ଦେଖ, ତାଙ୍କ ସହିତ ତାଙ୍କର ପୁରସ୍କାର ଅଛି ଓ ତାଙ୍କ ଆଗେ ଆଗେ ତାଙ୍କର ପ୍ରତିଫଳ ଅଛି।

ଯିଶାଇୟ 49:4
ମାତ୍ର ମୁଁ କହିଲି, ମୁଁ ବୃଥା ପରିଶ୍ରମ କରିଅଛି। ମୁଁ ନିରର୍ଥକ ଓ ଅସାରତା ରେ ମାରେ ଶକ୍ତି ବ୍ଯଯ କରିଅଛି। ତଥାପି ନିଶ୍ଚଯ ମାରେ ବିଚାର ସଦାପ୍ରଭୁଙ୍କ ନିକଟରେ ଓ କର୍ମଫଳ ମାରେ ପରମେଶ୍ବରଙ୍କଠା ରେ ଅଛି।

ଯିଶାଇୟ 61:8
କାରଣ ଆମ୍ଭେ ସଦାପ୍ରଭୁ ନ୍ଯାଯ ବିଚାରକୁ ଭଲ ପାଉଁ। ଆମ୍ଭେ ଅଧର୍ମ ଓ ଅପହରଣକୁ ଘୃଣା କରୁ। ଆଉ ଆମ୍ଭେ ସତ୍ଯ ରେ ସମାନଙ୍କେୁ ପ୍ରତିଫଳ ଦବୋ ଓ ସମାନଙ୍କେ ସହିତ ଅନନ୍ତକାଳସ୍ଥାଯୀ ଏକ ଚୁକ୍ତି କରିବା।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்