Base Word | |
פֶּצַע | |
Short Definition | a wound |
Long Definition | bruise, wound |
Derivation | from H6481 |
International Phonetic Alphabet | pɛˈt͡sˤɑʕ |
IPA mod | pɛˈt͡sɑʕ |
Syllable | peṣaʿ |
Diction | peh-TSA |
Diction Mod | peh-TSA |
Usage | wound(-ing) |
Part of speech | n-m |
ଆଦି ପୁସ୍ତକ 4:23
ଲମେକ ତା'ର ସ୍ତ୍ରୀକୁ କହିଲା, ହେ ଆଦା ଓ ସିଲ୍ଲା, ମାେ କଥା ଶୁଣ! ହେ ଲମେକର ସ୍ତ୍ରୀଗଣ ତୁମ୍ଭମାନେ ମାେ କଥା ଶୁଣ ଜଣେ ଲୋକ ମାେତେ ଆଘାତ ଦଲୋ ତେଣୁ ମୁଁ ତାକୁ ମାରିଦଲେି। ଜଣେ ଶିଶୁ ମାେତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦଲେି।
ଯାତ୍ରା ପୁସ୍ତକ 21:25
ବାହୁ ପରିଶାଧେ ରେ ବାହୁ, କ୍ଷତ ପରିଶାଧେ ରେ କ୍ଷତ, ଦାଗ ପରିଶାଧେ ରେ ଦାଗ ଦଣ୍ଡ ଦିଆୟିବ।
ଯାତ୍ରା ପୁସ୍ତକ 21:25
ବାହୁ ପରିଶାଧେ ରେ ବାହୁ, କ୍ଷତ ପରିଶାଧେ ରେ କ୍ଷତ, ଦାଗ ପରିଶାଧେ ରେ ଦାଗ ଦଣ୍ଡ ଦିଆୟିବ।
ଆୟୁବ ପୁସ୍ତକ 9:17
ପରମେଶ୍ବର ମାେତେ ଚକଟି ଦବୋ ପାଇଁ ଝଡ଼ ପଠାଇବେ, କୌଣସି କାରଣ ନ ଥାଇ ସେ ମାେତେ ଅଧିକ ଆଘାତ କରିବେ।
ହିତୋପଦେଶ 20:30
ଅସତ ମାର୍ଗ କ୍ଷତିଜନକ ପ୍ରହାର ରେ ପରିଷ୍କାର କରେ, ଆଘାତ ନିଜ ଅନ୍ତରାଳଯକୁ ପ୍ରଭାବିତ କରେ।
ହିତୋପଦେଶ 23:29
ଯେଉଁମାନେ ଅତ୍ଯନ୍ତ ମଦ୍ଯପ ଏବଂ ସବୁ ସମୟ ମଦ୍ଯ ପାନ ରେ ଉପ ଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ।
ହିତୋପଦେଶ 27:6
ଗୋଟିଏ ସାଙ୍ଗଠାରୁ କର୍କଷ ଶବ୍ଦସବୁ ତା'ର ବିଶ୍ବସନୀଯତାଠାରୁ ଅଙ୍କୁରୀତ ହୁଏ। କିନ୍ତୁ ଶତ୍ରୁମାନଙ୍କର ଚୁମ୍ବନକୁ ଭରସା କରାୟାଇ ପାରିବ ନାହିଁ।
ଯିଶାଇୟ 1:6
ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା' ରେ ପରିପୂର୍ଣ୍ଣ। ତୁମ୍ଭମାନେେ ସେ କ୍ଷତର ଯତ୍ନ ନଲେ ନାହିଁ। ତୁମ୍ଭମାନଙ୍କର ସହେି କ୍ଷତଗୁଡ଼ିକ ପରିଷ୍କୃତ ହାଇେ ନାହିଁ କିମ୍ବା ଆବୃତ ହାଇେ ନାହିଁ।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்