Base Word
פָּרָה
Short Definitionto bear fruit (literally or figuratively)
Long Definitionto bear fruit, be fruitful, branch off
Derivationa primitive root
International Phonetic Alphabetpɔːˈrɔː
IPA modpɑːˈʁɑː
Syllablepārâ
Dictionpaw-RAW
Diction Modpa-RA
Usagebear, bring forth (fruit), (be, cause to be, make) fruitful, grow, increase
Part of speechv

ଆଦି ପୁସ୍ତକ 1:22
ପରମେଶ୍ବର ପ୍ରାଣୀମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁବଂଶ ହାଇେ ସମୁଦ୍ର ଜଳକୁ ପରିପୂର୍ଣ୍ଣ କର। ପୃଥିବୀ ରେ ପକ୍ଷୀଗଣ ବହୁସଂଖ୍ଯକ ହୁଅନ୍ତୁ।

ଆଦି ପୁସ୍ତକ 1:28
ସେଥିପାଇଁ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କଲେ ଏବଂ କହିଲେ, ବହୁତ ସନ୍ତାନ ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀ ରେ ଶାସନ କର, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳ ରେ ଥିବା ମତ୍ସ୍ଯଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚ଼ର ପ୍ରାଣୀ ଗଣ ଉପରେ ଶାସନ କର।

ଆଦି ପୁସ୍ତକ 8:17
ତୁମ୍ଭ ସହିତ ସମସ୍ତ ପଶୁଗୁଡିକୁ ବାହାର କରି ଆଣ । ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସମାନେେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।

ଆଦି ପୁସ୍ତକ 9:1
ପରମେଶ୍ବର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ବାରା ପୃଥିବୀକୁ ପୂର୍ଣ୍ଣ କର।

ଆଦି ପୁସ୍ତକ 9:7
ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚଯ ବହୁତ ପିଲାପିଲି ହବେ। ତୁମ୍ଭମାନେେ ପୃଥିବୀକୁ ମନୁଷ୍ଯ ରେ ପରିପୂର୍ଣ୍ଣ କରିବ।

ଆଦି ପୁସ୍ତକ 17:6
ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହବେେ।

ଆଦି ପୁସ୍ତକ 17:20
ମୁଁ ଇଶ୍ମାଯଲେ ବିଷଯ ରେ ତୁମ୍ଭର ଅନୁ ରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା'ର ବହୁସନ୍ତାନ ଜନ୍ମ ହବେେ। ତାହାଠାରୁ ବାରଜଣ ଅଧିପତି ଜନ୍ମ ନବେେ ତାଙ୍କର ପରିବାର ଏକ ବିରାଟ ଜାତି ହବେ।

ଆଦି ପୁସ୍ତକ 26:22
ପୁଣି ସେ ସଠାରୁେ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖାେଳିଲେ। ତହିଁ ନିମିତ୍ତ ସମାନେେ ବିବାଦ ନକରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ୟଥେଷ୍ଟ ସ୍ଥାନ ଦଇେଛନ୍ତି। ଆମ୍ଭେ ଏହି ଦେଶ ରେ ବୃଦ୍ଧି ପାଇବା।

ଆଦି ପୁସ୍ତକ 28:3
ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।

ଆଦି ପୁସ୍ତକ 35:11
ପରମେଶ୍ବର ତାଙ୍କୁ କହିଲେ, ଆମ୍ଭେ ସର୍ବଶକ୍ତିମାନ ପରମେଶ୍ବର, ତୁମ୍ଭର ପରିବାର ବହୁତ ବଡ଼ ହବେ। ତୁମ୍ଭର ପରିବାରରୁ ଅନକେ ଜାତିଗଣ ହବେ। ରାଜାମାନେ ତୁମ୍ଭ ଶରୀରରୁ ଆସିବେ।

Occurences : 29

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்