Base Word
קָדֵשׁ בַּרְנֵעַ
Short DefinitionKadesh-Barnea, a place in the Desert
Long Definitiona city in the extreme south of Judah
Derivationfrom the same as H6946 and an otherwise unused word (apparently compounded of a correspondent to H1251 and a derivative of H5128) meaning desert of a fugitive; Kadesh of (the) Wilderness of Wandering
International Phonetic Alphabetk’ɔːˈd̪eʃ bɑrˈn̪e.ɑʕ
IPA modkɑːˈdeʃ bɑʁˈne.ɑʕ
Syllableqādēš barnēaʿ
Dictionkaw-DAYSH bahr-NAY-ah
Diction Modka-DAYSH bahr-NAY-ah
UsageKadeshbarnea
Part of speechn-pr-loc

ଗଣନା ପୁସ୍ତକ 32:8
ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣଯଠାରୁେ ସହେି ଦେଶ ଦେଖିବାକୁ ପଠାଇବା ବେଳେ ସମାନେେ ଏହିରୂପେ କରିଥିଲେ।

ଗଣନା ପୁସ୍ତକ 34:4
ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫରେି ଅକ୍ରଦ୍ଦୀମ ଘାଟ ଦଇେ ସୀନ୍ ପର୍ୟ୍ଯନ୍ତ ୟିବ ଓ ସଠାରୁେ କାଦେଶ ବର୍ଣଯରେ ଦକ୍ଷିଣ ଦଇେ ହତସର-ଅଦରକୁ ଆସି ଅସ୍ମୋନ ପର୍ୟ୍ଯନ୍ତ ୟିବ।

ଦିତୀୟ ବିବରଣ 1:2
ସଯେୀର ପର୍ବତ ଦଇେ ହାରେବଠାେରକ୍ସ୍ଟ କାଦେଶ-ବର୍ଣଯେ ପର୍ୟ୍ଯନ୍ତ ୟାତ୍ରା ସାଧାରଣତଃ ଏଗାର ଦିନ ଲାଗେ।

ଦିତୀୟ ବିବରଣ 1:19
ଏହାପରେ ଆମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ଅନକ୍ସ୍ଟସା ରେ ହାରେବେ ପରିତ୍ଯାଗ କଲକ୍ସ୍ଟ। ଏବଂ ଇ ମାରେୀଯମାନଙ୍କର ପର୍ବତମଯ ଦେଶକକ୍ସ୍ଟ ୟାତ୍ରା କଲକ୍ସ୍ଟ। ଆମ୍ଭମାନେେ ଯେଉଁ ବିସ୍ତିର୍ଣ, ଯେଉଁ ଭୟଙ୍କର ପ୍ରାନ୍ତର ୟିବା ବାଟରେ ଦେଖିଲକ୍ସ୍ଟ, ତା ମଧ୍ଯଦଇେ ୟାଇ କାଦେଶ ବର୍ଣଯେ ରେ ପହଁଞ୍ଚିଲକ୍ସ୍ଟ।

ଦିତୀୟ ବିବରଣ 2:14
କାଦେଶ ବର୍ଣଯଠାେରକ୍ସ୍ଟ ସରଦେ ଉପତ୍ଯାକା ପାରହବୋ ପର୍ୟ୍ଯନ୍ତ ଆମ୍ଭକକ୍ସ୍ଟ ଅଠତିରିଶ ବର୍ଷ ଲାଗିଥିଲା। ଆମ୍ଭ ଛାଉଣି ମଧ୍ଯରକ୍ସ୍ଟ ସହେି ପୁରୁଷର ସମସ୍ତ ଯୋଦ୍ଧା ମରିଗଲେ ସହେି ସମୟ ମଧିଅରେ। ଏହା ସଦାପ୍ରଭୁଙ୍କର ପ୍ରତିଜ୍ଞା ଥିଲା।

ଦିତୀୟ ବିବରଣ 9:23
ଏହାପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣଯଠାେରକ୍ସ୍ଟ ତୁମ୍ଭମାନଙ୍କୁ ପଠାଇ କହିଲେ, 'ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦଇେଅଛୁ, ତୁମ୍ଭମାନେେ ଉଠିୟାଇ ଅଧିକାର କର।' ସେ ସମୟରେ ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ଆଜ୍ଞା ରେ ବିଦ୍ରୋହାଚାରୀ ହେଲ ଓ ତୁମ୍ଭମାନେେ ତାହାଙ୍କକ୍ସ୍ଟ ବିଶ୍ବାସ କଲନାହିଁ, କିଅବା ତାହାଙ୍କ କଥା ଶକ୍ସ୍ଟଣିଲ ନାହିଁ।

ଯିହୋଶୂୟ 10:41
ଯିହାଶୂେୟ କାଦେଶ ବର୍ଣ୍ଣଯଠାେରକ୍ସ୍ଟ ଘସା ପର୍ୟ୍ଯନ୍ତ ସମାନଙ୍କେୁ ଓ ଗିବିଯୋନ ପର୍ୟ୍ଯନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।

ଯିହୋଶୂୟ 14:6
ଦିନେ ୟିହକ୍ସ୍ଟଦା ପରିବାରବର୍ଗଠାରକ୍ସ୍ଟ କିଛି ଲୋକ ଗିଲ୍ଗଲ୍ ରେ ଥିବା ଯିହାଶୂେୟଙ୍କ ନିକଟକକ୍ସ୍ଟ ଗଲେ। ସହେି ଲୋକମାନଙ୍କ ମଧିଅରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀଯ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର ଥିଲା। କାଲେବ୍ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ବର କାଦେଶ ବର୍ଣ୍ଣଯେ ରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସବେକ ମାଶାଙ୍କେକ୍ସ୍ଟ କହିଥିଲେ ଯାହା ତକ୍ସ୍ଟମ୍ଭ ବିଷଯ ରେ ଓ ମାେ ବିଷଯ।

ଯିହୋଶୂୟ 14:7
ମାେତେ ଯେତବେେଳେ ଗ୍ଭଳିଷ ବର୍ଷ ବଯସ ହାଇେଥିଲା, ସଦାପ୍ରଭୁଙ୍କ ସବେକ ମାଶାେ ମାେତେ ଦେଶ ଅନକ୍ସ୍ଟସନ୍ଧାନ କରିବା ପାଇଁ କାଦେଶ ବର୍ଣ୍ଣଯଠାେରକ୍ସ୍ଟ ପଠାଇ ଥିଲେ। ମୁ ଯାହା ସଂଗ୍ରହ କଲି ତାହା ମାଶାଙ୍କେକ୍ସ୍ଟ ଜଣାଇଲି।

ଯିହୋଶୂୟ 15:3
ଏହି ସୀମା ଦକ୍ଷିଣ ଦିଗର ଅନ୍ତ୍ରଦ୍ଦୀମ ଘାଟି ଦଇେ ସିନ୍ ପର୍ୟ୍ଯନ୍ତ ଗଲା। ପକ୍ସ୍ଟଣି ଦକ୍ଷିଣ ରେ କାଦେଶ ବର୍ଣ୍ଣଯେ ପର୍ୟ୍ଯନ୍ତ ଉପରକକ୍ସ୍ଟ ଉଠିଲା ତହିଁ ହିଷ୍ରୋଣ ଦଇେ ଅଦ୍ଦର ଉପରକକ୍ସ୍ଟ ଉଠି କର୍କ୍କା ପର୍ୟ୍ଯନ୍ତ ବକ୍ସ୍ଟଲିକରି ଗଲା।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்