Base Word
קַו
Short Definitiona cord (as connecting), especially for measuring; figuratively, a rule; also a rim, a musical string or accord
Long Definitioncord, line, measuring-line
Derivationor קָו; from H6960 (compare H6961)
International Phonetic Alphabetk’ɑw
IPA modkɑv
Syllableqǎw
Dictionka
Diction Modkahv
Usageline
Part of speechn-m

ପ୍ରଥମ ରାଜାବଳୀ 7:23
ତା'ପଲରସସ ଏକ କଂସାର ଗୋଲାକାର କୁଣ୍ତ ତିଆରି କରି ତା'ର ନାମସଦଲଲ ସମୁଦ୍ର।ସସହି କୁଣ୍ତର ପରିଧି ତିରିଶ ହାତ, ବ୍ଯାସ ଦଶ ହାତ, ଗଭୀରତା ପାଞ୍ଚ ହାତ ଥିଲା।

ଦିତୀୟ ରାଜାବଳୀ 21:13
ପୁଣି ଆମ୍ଭେ ୟିରୁଶାଲମ୍ ଉପରେ ଶମରିଯାର ମାପ କରି ରଖାେ ଟାଣିବୁ ଓ ଆହାବ୍ ପରିବାରର ଓଳମ୍ ଟାଣିବା। ପୁଣି ମଣିଷ ଯେପରି ଥାଳି ପୋଛେ ଆଉ ପୋଛୁ ପୋଛୁ ଓଲଟ ପାଲଟ କରେ ସହେିପରି ମୁଁ ୟିରୁଶାଲମ୍କୁ ପୋଛି ପକାଇବା।

ଦିତୀୟ ବଂଶାବଳୀ 4:2
ଏହାପରେ ଶଲୋମନ ତରଳ କଂସା ରେ ଏକ ବୃହତ୍ କୁଣ୍ଡ ନିର୍ମାଣ କଲେ। ଏହି ବୃହତ୍ କୁଣ୍ଡଟି ଗୋଲାକାର ଥିଲା ଏବଂ ଏହାର ଏକ ବିନ୍ଦୁରୁ ଏହାର ଠିକ୍ ବିପରୀତ ବିନ୍ଦୁ ପର୍ୟ୍ଯନ୍ତ ଦଶ ହାତ ର୍ଦୈଘ୍ଯ ବିଶିଷ୍ଟ ଥିଲା। ଏହାର ଉଚ୍ଚତା ପାଞ୍ଚ ହାତ ଏବଂ ଏହାର ପରିଧି ତିରିଶ ହାତ ଥିଲା।

ଆୟୁବ ପୁସ୍ତକ 38:5
ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହବେ ? କିଏ ଏହି ପୃଥିବୀକୁ ମାପଚୁପ କରିଥିଲା ଏକ ମାପିବା ରଖାେ ଦ୍ବାରା ।

ଗୀତସଂହିତା 19:4
କିନ୍ତୁ ସମାନଙ୍କେର କଣ୍ଠସ୍ବର ସମଗ୍ର ପୃଥିବୀରେ ଶୁଣାୟାଏ। ସମାନଙ୍କେର ବାକ୍ଯ ପୃଥିବୀର ଶଷେ ସୀମାକୁ ୟାଇପାରିବ। ଆକାଶ ହେଉଛି ସୂର୍ୟ୍ଯର ବାସସ୍ଥଳୀ ଭଳି।

ଯିଶାଇୟ 28:10
ତେଣୁ ସଦାପ୍ରଭୁ ଶିଶୁମାନଙ୍କୁ ବୁଝାଇବା ଢ଼ଙ୍ଗ ରେ କୁହନ୍ତି, କାରଣ ଏ ତ :

ଯିଶାଇୟ 28:13
ତେଣୁ ପରମେଶ୍ବର ବାକ୍ଯ ବିଦେଶୀ ଭାଷା ରେ କୁହାୟାଏ :

Occurences : 20

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்