Base Word
קוֹא
Short Definitionto vomit
Long Definitionto vomit up, spue out, disgorge
Derivationor קָיָה; (Jeremiah 25:27), a primitive root
International Phonetic Alphabetk’oʔ
IPA modko̞wʔ
Syllableqôʾ
Dictionkoh
Diction Modkoh
Usagespue (out), vomit (out, up, up again)
Part of speechv

ଲେବୀୟ ପୁସ୍ତକ 18:25
ସମାନେେ ଦେଶକୁ ଅଶୁଚି କରିଛନ୍ତି। ଏଣୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉ ଅଛୁ ଓ ସହେି ଦେଶ ତାହାର ନାବାସୀମାନଙ୍କୁ ଉଦ୍ଗାର କରୁଅଛି।

ଲେବୀୟ ପୁସ୍ତକ 18:28
ତୁମ୍ଭମାନେେ ଯଦି ସହେି ଘୃଣା ଯୋଗ୍ଯ କର୍ମ କର, ତବେେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସହେିପରି ସେ ତୁମ୍ଭମାନଙ୍କୁ ଉଦ୍ଗାର କରିବ।

ଲେବୀୟ ପୁସ୍ତକ 18:28
ତୁମ୍ଭମାନେେ ଯଦି ସହେି ଘୃଣା ଯୋଗ୍ଯ କର୍ମ କର, ତବେେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସହେିପରି ସେ ତୁମ୍ଭମାନଙ୍କୁ ଉଦ୍ଗାର କରିବ।

ଲେବୀୟ ପୁସ୍ତକ 20:22
ଏଣୁ ତୁମ୍ଭମାନେେ ଆମ୍ଭର ସମସ୍ତ ବ୍ଯବସ୍ଥା ଓ ବିଧି ମାନ୍ଯ କରି ପାଳନ କରିବ। ଆମ୍ଭେ ଯେଉଁ ଦେଶ ରେ ବାସ କରିବାକୁ ତୁମ୍ଭମାନଙ୍କୁ ନଇେ ଯାଉଅଛୁ, ସହେି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।

ଆୟୁବ ପୁସ୍ତକ 20:15
ଦୁଷ୍ଟ ଲୋକ ଯେଉଁ ଧନ ଗିଳିଥାଏ, ତାହା ଉଦ୍ଗାର କରିବ। ପରମେଶ୍ବର ତାହା ତାକୁ ବାନ୍ତି କରାଇ ଦବେେ।

ହିତୋପଦେଶ 23:8
ତୁମ୍ଭେ ଯେଉଁ ଗୁଣ୍ଡାଏ ଖାଦ୍ୟ ଖାଇଅଛ ତାହା ଉଦ୍ଗାର କରିବ ଏବଂ ତୁମ୍ଭର ତା ପ୍ରତି ପ୍ରଶଂସା ବକୋର ହାଇଯେିବ।

ହିତୋପଦେଶ 25:16
ମଧୁ ନିଶ୍ଚିତ ଉତ୍ତମ। ମାତ୍ର ତୁମ୍ଭର ଆବଶ୍ଯକତାଠାରୁ ଅଧିକ ନିଅ ନାହିଁ। ଯଦି ତୁମ୍ଭେ ଅଧିକ ଖାଇବ, ତବେେ ତୁମ୍ଭେ ଅସୁସ୍ଥ ହବେ।

ଯୂନସ 2:10
ତା'ପ ରେ ସଦାପ୍ରଭୁ ସେ ମାଛକୁ କହିଲେ ଏବଂ ମାଛଟି ବାନ୍ତି କଲା ଏବଂ ୟୂନସ ତା'ର ପାକସ୍ଥଳୀରୁ ବାହାରି ଭୂମିରେ ପଡିଲା।

Occurences : 8

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்