Base Word
קוֹמָה
Short Definitionheight
Long Definitionheight
Derivationfrom H6965
International Phonetic Alphabetk’oˈmɔː
IPA modko̞wˈmɑː
Syllableqômâ
Dictionkoh-MAW
Diction Modkoh-MA
Usage× along, height, high, stature, tall
Part of speechn-f

ଆଦି ପୁସ୍ତକ 6:15
ସହେି ଜାରାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଚ଼ାଶ ହାତ ଏବଂ ତାହାର ଉଚ୍ଚତା ତିରିଶ ହାତ ହବେ।

ଯାତ୍ରା ପୁସ୍ତକ 25:10
ଶିଟୀମ କାଠର ଏକ ସିନ୍ଦୁକ ତିଆରି କର। ସହେି ପବିତ୍ର ସିନ୍ଦୁକ ଅଢଇେ ହାତ ଲମ୍ବ, ଦେଢ ହାତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।

ଯାତ୍ରା ପୁସ୍ତକ 25:23
ଶିଟୀମ୍ କାଠ ରେ ଏକ ମଜେ ପ୍ରସ୍ତୁତ କର। ସହେି ମଜେଟି ଦୁଇ ହାତ ଲମ୍ବ ଏକ ହସ୍ତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।

ଯାତ୍ରା ପୁସ୍ତକ 27:1
ସଦାପ୍ରଭୁ ମାଶାଙ୍କେୁ କହିଲେ, ଏକ ୟଜ୍ଞବଦେୀ ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ଯବହାର କର। ଏହା ଏକ ବର୍ଗ କ୍ଷେତ୍ର ହବୋ ଉଚିତ୍। ଏହାର ର୍ଦୈଘ୍ଯ ଓ ପ୍ରସ୍ଥ ପାଞ୍ଚ ହାତ ଲଖାଏଁେ ହବୋ ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହବୋ ଉଚିତ୍।

ଯାତ୍ରା ପୁସ୍ତକ 27:18
ପ୍ରାଙ୍ଗଣଟି ଏକଶହ ହାତ ଲମ୍ବ ଓ ପଚାଶ ହାତ ପ୍ରସ୍ଥ ଓ ପାଞ୍ଚ ହାତ ଉଚ୍ଚ ହବେ। ସହେି ଶୁଭ୍ର କ୍ଷୋମସୂତ୍ର ରେ ପ୍ରସ୍ତୁତ ହବୋ ସହିତ କଂସାର ଆଧାର ରହିବା ଉଚିତ୍।

ଯାତ୍ରା ପୁସ୍ତକ 30:2
ଏହି ବଦେୀ ବର୍ଗାକାର ହବେ। ଏକ ହାତ ଲମ୍ବ, ଏକ ହାତ ପ୍ରସ୍ଥ ଏବଂ ଏହା ଦୁଇ ହାତ ଉଚ୍ଚ ହବୋ ଉଚିତ୍। ଏହାର ଶିଙ୍ଗଗୁଡ଼ିକ ବଦେୀର ଅଂଶ ହବେ।

ଯାତ୍ରା ପୁସ୍ତକ 37:1
ବତ୍ସଲଲେ ଶିଟୀମ୍ କାଠ ରେ ଏକ ପବିତ୍ର ସିନ୍ଦୁକ ତିଆରି କଲେ। ଯାହାର ଲମ୍ବ ଥିଲା ଅଢଇେ ହାତ, ଦେଢ ହାତ ଚଉଡା ଏବଂ ଦେଢହାତ ଉଚ୍ଚ।

ଯାତ୍ରା ପୁସ୍ତକ 37:10
ଏହାପରେ ସେ ଶିଟୀମ୍ କାଠ ରେ ଏକ ମଜେ ତିଆରି କଲେ। ଏହାର ଲମ୍ବ ଦୁଇହାତ, ଏକହାତ ଚଉଡା, ଦେଢହାତ ଉଚ୍ଚତା ଥିଲା।

ଯାତ୍ରା ପୁସ୍ତକ 37:25
ସେ ଏକ ଧୂପ ଜଳାଇବା ପାଇଁ ଗୋଟିଏ ବଦେୀ ତିଆରି କଲେ। ସେ ଏଥିପାଇଁ ଶିଟିମ୍ କାଠ ବ୍ଯବହାର କଲେ। ଏହି ବଦେୀଟି ଏକ ବର୍ଗାକାର, ଯାହାର ର୍ଦୈଘ୍ଯ ପ୍ରସ୍ଥ ଥିଲା ଏକ ହାତ ଓ ଉଚ୍ଚତା ଥିଲା ଦୁଇହାତ। ଶିଙ୍ଗଗୁଡିକ ତିଆରି ହାଇେଥିଲା ବଦେୀର ଅଂଶ ଭାବରେ।

ଯାତ୍ରା ପୁସ୍ତକ 38:1
ଏହାପରେ ନବୈେଦ୍ଯ ଦଗ୍ଧ କରିବା ପାଇଁ ବତ୍ସଲଲେ ଶିଟୀମ୍ କାଠ ରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଏହି ହାମବଦେେୀଟି ବର୍ଗାକାର ଥିଲା। ଏହାର ର୍ଦୈଘ୍ଯ ପାଞ୍ଚହାତ, ପ୍ରସ୍ଥ ପାଞ୍ଚହାତ ଏବଂ ଉଚ୍ଚତା ତିନିହାତ ଥିଲା।

Occurences : 45

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்