Base Word
קָלַס
Short Definitionto disparage, i.e., ridicule
Long Definitionto mock, scoff
Derivationa primitive root
International Phonetic Alphabetk’ɔːˈlɑs
IPA modkɑːˈlɑs
Syllableqālas
Dictionkaw-LAHS
Diction Modka-LAHS
Usagemock, scoff, scorn
Part of speechv

ଦିତୀୟ ରାଜାବଳୀ 2:23
ଅନନ୍ତର ଇଲୀଶାୟ ବୈଥଲକେୁ ଗଲେ। ସେ ବାଟରେ ଯାଉଥିବା ବେଳେ କେତକେ କ୍ଷୁଦ୍ର ବାଳକ ନଗର ବାହାରକୁ ଆସି ତାଙ୍କୁ ପରିହାସ କରି ଚିତ୍କାର କଲେ, ଆ ରେ ଚନ୍ଦା ମୁଣ୍ତିଆ! ଉପରକୁ ୟା, ଆ ରେ ଚନ୍ଦା ମୁଣ୍ତିଆ ଉପରକୁ ୟା!

ଯିହିଜିକଲ 16:31
ଯେତବେେଳେ ତୁମ୍ଭେ ପ୍ରେତ୍ୟକକ ରାସ୍ତା ମୁଣ୍ଡ ରେ ଆପଣା ଆପଣା ଗୃହ ନିର୍ମାଣ କରିଅଛ ଓ ପ୍ରେତ୍ୟକକ ଛକରେ ଆପଣା ଉଚ୍ଚସ୍ଥଳୀ ୟଜ୍ଞବଦେୀ ନିର୍ମାଣ କରିଅଛ। ତୁମ୍ଭେ ପ୍ରକୃତ ରେ ଜଣେ ବେଶ୍ଯା ପରି ନୁହଁ, ତୁମ୍ଭେ ବ୍ଯଭିଚାରିଣୀ କାର୍ୟ୍ଯ ରେ ଲିପ୍ତ ହେଲ, କିନ୍ତୁ ମୁଦ୍ରା ନଲେ ନାହିଁ।

ଯିହିଜିକଲ 22:5
ହେ କୁଖ୍ଯାତ ଓ କଳହ ପ୍ରିଯ ନଗର, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।

ହବକକୂକ 1:10
ବାବିଲ ସୈନ୍ଯମାନେ ଅନ୍ୟ ଦେଶର ରାଜାମାନଙ୍କୁ ଉପହାସ କରିବେ। ବିଦେଶୀ ଶାସକମାନେ ସମାନଙ୍କେ ପାଇଁ ଉପହାସର ପାତ୍ର ହବେେ। ସମାନେେ ସୁଦୃଢ ଉଚ୍ଚ ପ୍ରାଚୀର ବିଶିଷ୍ଟ ନଗରକୁ ଦେଖି ହସିବେ। ସମାନେେ ତ୍ରିଭୁଜାକାର ଚଟାଣ ତିଆରି କରିବେ ଏବଂ ସହେିସବୁ ନଗରକୁ କରାଯତ କରିବେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்