Base Word
קָצָה
Short Definitionto cut off; (figuratively) to destroy; (partially) to scrape off
Long Definitionto cut off
Derivationa primitive root
International Phonetic Alphabetk’ɔːˈt͡sˤɔː
IPA modkɑːˈt͡sɑː
Syllableqāṣâ
Dictionkaw-TSAW
Diction Modka-TSA
Usagecut off, cut short, scrape (off)
Part of speechv

ଲେବୀୟ ପୁସ୍ତକ 14:41
ପୁଣି ସେ ଗୃହର କାନ୍ଥ ଉପରେ ଥିବା ଚୂନକୁ ଚଞ୍ଛାଇବ ଓ ସହେି ଚଞ୍ଛାଧୂଳି ନଇେ ନଗର ବାହା ରେ ଅଶୁଚି ସ୍ଥାନ ରେ ପକାଇବ।

ଲେବୀୟ ପୁସ୍ତକ 14:43
ଯଦି କାନ୍ଥ ରେ ପ୍ରସ୍ତର ବଦଳ କଲାପରେ ଓ ଗୃହ ଚାଞ୍ଛିଲା ପରେ ଓ ନୂତନ ଲପନେ କଲାପରେ ଯବେେ ସହେି ଦାଗ ପୁନର୍ବାର କାନ୍ଥ ରେ ଫୁଟି ବାହା ରେ,

ଦିତୀୟ ରାଜାବଳୀ 10:32
ସହେି ସମୟରେ ସଦାପ୍ରଭୁ ଇଶ୍ରାୟେଲକୁ ଭାଗ କରିବାକୁ ଆରମ୍ଭ କଲେ। ପୁଣି ଅରାମର ରାଜା ହସାଯଲେ ଇଶ୍ରାୟେଲର ସମସ୍ତ ସୀମା ରେ ଇଶ୍ରାୟେଲୀୟମାନଙ୍କୁ ପରାସ୍ତ କଲେ।

ହିତୋପଦେଶ 26:6
ମୂର୍ଖ ମାଧ୍ଯମ ରେ ଯେ ସମାଚାର ପଠାଏ, ସେ ଆପଣା ପାଦ ଆପେ କାଟି କ୍ଷତି ଭୋଗ କରେ। ସେ ନିଜ ଉପରକୁ ଅସୁବିଧା ନିଜେ ଆଣେ।

ହବକକୂକ 2:10
ତୁମ୍ଭେ ବହୁତ ଲୋକଙ୍କୁ ଧ୍ବଂସ କରିଅଛ। କିନ୍ତୁ ତୁମ୍ଭେ ନିଜ ଘରକୁ ଲଜ୍ଜା ଆଣିଥିଲ। ତୁମ୍ଭେ ନିଜ ଜୀବନ ବିପକ୍ଷ ରେ ପାପ କରିଅଛ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்