Base Word
קֶשֶׁר
Short Definitionan (unlawful) alliance
Long Definitionconspiracy, treason, (unlawful) alliance
Derivationfrom H7194
International Phonetic Alphabetk’ɛˈʃɛr
IPA modkɛˈʃɛʁ
Syllableqešer
Dictionkeh-SHER
Diction Modkeh-SHER
Usageconfederacy, conspiracy, treason
Part of speechn-m

ଦିତୀୟ ଶାମୁୟେଲ 15:12
ଯେତବେେଳେ ଅବଶା ଲୋମ ବଳିଦାନ ଉତ୍ସର୍ଗ କଲେ, ସେ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀଯ ଅହୀଥୋଫଲକକ୍ସ୍ଟ ତାହାର ନଗର ଗୀଲୋରକ୍ସ୍ଟ ଡକାଇଲେ। ତହିଁରେ ଚକ୍ରାନ୍ତ ଦକ୍ସ୍ଟଢ ହେଲା, କାରଣ ଅବଶାଲୋମର ସପକ୍ଷର ଲୋକମାନେ ବହକ୍ସ୍ଟତ ବୃଦ୍ଧି ପାଇଲେ।

ପ୍ରଥମ ରାଜାବଳୀ 16:20
ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ରାଜାଙ୍କର ବିରୁଦ୍ଧ ରେ ଚକ୍ରାନ୍ତ ବିଷଯ ରେ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।

ଦିତୀୟ ରାଜାବଳୀ 11:14
ଅଥଲିଯା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡା ହବୋ କଥା ସେଠି ଛିଡା ହାଇେଛନ୍ତି। ରାଜାଙ୍କ ନିକଟରେ ସନୋପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥି ରେ ଅଥଲିଯା ନିଜର ବସ୍ତ୍ର ଚିରି ରାଜଦ୍ରୋହ! ରାଜଦ୍ରୋହ! ବୋଲି ଚିତ୍କାର କଲା।

ଦିତୀୟ ରାଜାବଳୀ 11:14
ଅଥଲିଯା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡା ହବୋ କଥା ସେଠି ଛିଡା ହାଇେଛନ୍ତି। ରାଜାଙ୍କ ନିକଟରେ ସନୋପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥି ରେ ଅଥଲିଯା ନିଜର ବସ୍ତ୍ର ଚିରି ରାଜଦ୍ରୋହ! ରାଜଦ୍ରୋହ! ବୋଲି ଚିତ୍କାର କଲା।

ଦିତୀୟ ରାଜାବଳୀ 12:20
ଏହାପରେ ୟୋଯାଶ୍ଙ୍କର ଦାସମାନେ ଚକ୍ରାନ୍ତ କରି ସିଲ୍ଲାକୁ ୟିବା ପରେ ମିଲ୍ଲୋ ନାମକ ଗୃହ ରେ ତାଙ୍କୁ ବଧ କଲେ।

ଦିତୀୟ ରାଜାବଳୀ 14:19
ଅନନ୍ତର ୟିରୁଶାଲମ ରେ ଲୋକମାନେ ତାଙ୍କ ବିରୁଦ୍ଧ ରେ ଚକ୍ରାନ୍ତ କଲେ। ତେଣୁ ସେ ଲାଖୀଶକୁ ପଳାଇଲେ। ମାତ୍ର ସମାନେେ ଲାଖୀଶକୁ ଲୋକ ପଠାଇ ତାଙ୍କୁ ବଧ କଲେ।

ଦିତୀୟ ରାଜାବଳୀ 15:15
ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଜିଖରିଯଙ୍କ ବିରୁଦ୍ଧ ରେ କୃତ ଚକ୍ରାନ୍ତ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।

ଦିତୀୟ ରାଜାବଳୀ 15:30
ଏହାପରେ ଏଲାଙ୍କର ପୁତ୍ର ହାେେଶୟ ରମଲିଯଙ୍କର ପୁତ୍ର ପକହଙ୍କେର ବିରୁଦ୍ଧ ରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ। ପୁଣି ଯିହୁଦା ଉପରେ ଉଷିୟଙ୍କର ପୁତ୍ର ଯୋଥମଙ୍କର ରାଜତ୍ବର କୋଡିଏ ବର୍ଷ ରେ ତାଙ୍କର ପଦ ରେ ରାଜ୍ଯ କଲେ।

ଦିତୀୟ ରାଜାବଳୀ 17:4
ପରେ ହାେେଶୟ ମିଶରର ରାଜା ସୋଙ୍କ ନିକଟକୁ ଦୂତ ପଠାଇ ସାହାୟ୍ଯ ପାଇଁ ପଚାରିଲେ। ଅଶୂରର ରାଜା ହାେେଶୟଙ୍କର ଏ ଚକ୍ରାନ୍ତ ବିଷଯ ରେ ଜାଣିବାକୁ ପାଇଲେ। ହାେେଶୟ ମଧ୍ଯ ତାଙ୍କ ନିକଟକୁ ଏହି ବର୍ଷ ବାର୍ଷିକ ଭଟେି ପଠାଇଲେ ନାହିଁ। ଏଣୁ ଅଶୂରର ରାଜା ହାେେଶୟଙ୍କୁ ବନ୍ଦୀ କରି କରାଗାର ରେ ରଖିଲେ।

ଦିତୀୟ ବଂଶାବଳୀ 23:13
ସେ ଅନାଇଲେ ଓ ରାଜାଙ୍କୁ ଦେଖିଲେ। ରାଜା ମୁଖ୍ଯଦ୍ବାର ନିକଟରେ ଥିବା ରାଜସ୍ତମ୍ଭ ନିକଟରେ ଛିଡ଼ା ହାଇେଥିଲେ। ଉଚ୍ଚାଧକାରୀ ଓ ତୂରୀ ବଜାଉଥିବା ଲୋକମାନେ ରାଜାଙ୍କ ନିକଟରେ ଛିଡ଼ା ହାଇେଥିଲେ। ଦେଶର ଲୋକେ ଅତ୍ଯନ୍ତ ଆନନ୍ଦିତ ଥିଲେ ଓ ତୂରୀ ବଜାଉଥିଲେ। ଗାଯକମାନେ ବାଦ୍ଯୟନ୍ତ୍ର ବଜାଉଥିଲେ। ଗାଯକଦଳ ଲୋକମାନଙ୍କୁ ପ୍ରଶଂସାଗୀତ ଗାନ କରାଇବା ରେ ନତେୃତ୍ବ ନେଉଥିଲେ। ଏହା ଦେଖି ଅଥଲିଯା ନିଜର ବସ୍ତ୍ର ଚିରି ପକାଇଲେ ଓ କହିଲେ, ରାଜଦ୍ରୋହ ! ରାଜଦ୍ରୋହ !

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்