Base Word
רִבּוֹ
Short Definitiona myriad, i.e., indefinitely, large number
Long Definitionten thousand, myriad
Derivationfrom H7231; or רִבּוֹא from H7231
International Phonetic Alphabetrɪb̚ˈbo
IPA modʁiˈbo̞w
Syllableribbô
Dictionrib-BOH
Diction Modree-BOH
Usagegreat things, ten, eighteen, forty, + sixscore, + threescore, × twenty, (twenty) thousand(-s)
Part of speechn-f

ପ୍ରଥମ ବଂଶାବଳୀ 29:7
ସମାନେେ ଏହି ସମସ୍ତ ବସ୍ତୁ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ଦେଲେ : ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ତାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।

ପ୍ରଥମ ବଂଶାବଳୀ 29:7
ସମାନେେ ଏହି ସମସ୍ତ ବସ୍ତୁ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ଦେଲେ : ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ତାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।

ଏଜ୍ରା 2:64
ଏମାନେ ସମସ୍ତେ ମିଶି 42 ,360 ଜଣ ଥିଲେ। ଏମାନଙ୍କର ଦାସଦାସୀ ମିଶି 7,337 ଜଣ।

ଏଜ୍ରା 2:69
ସମାନେେ ନିଜ ନିଜ ଶକ୍ତି ଅନୁସାରେ ସହେି କର୍ମର ଭଣ୍ତାର ରେ 61 ,000 ଡାରିକନାମକ ସ୍ବର୍ଣ୍ଣମୂଦ୍ରା ଓ 5 ,000 ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ 100 ବସ୍ତ୍ର ଦେଲେ।

ନିହିମିୟା 7:66
ଆଉ ସମସ୍ତ ସମାବେଶ ରେ 42,360 ଜଣ ଥିଲେ।

ନିହିମିୟା 7:71
ଆଉ ପରିବାରର କେତକେ ପ୍ରଧାନ ଲୋକ କୋଷାଗାରକୁ 20,000 ସ୍ବର୍ଣ୍ଣ ମୁଦ୍ରା ଓ 2,200 ରୂପାମୁଦ୍ରା ଦେଲେ।

ନିହିମିୟା 7:72
ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ବର୍ଣ୍ଣମୁଦ୍ରା ଓ 2,000 ରୂପା ମୁଦ୍ରା ଓ ସତଷଠି ଯାଜକୀଯ ବସ୍ତ୍ର ଦେଲେ।

ଗୀତସଂହିତା 68:17
ପରମେଶ୍ବରଙ୍କର ଅଯୁତ ଅଯୁତ ଓ ଲକ୍ଷ ଲକ୍ଷ ରଥ ଅଛି। ସଦାପ୍ରଭୁ ସିୟୋନ୍ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।

ଦାନିଏଲ 11:12
ଉତ୍ତରର ରାଜା ହାରିବା ପ ରେ ତାଙ୍କର ସୈନ୍ଯମାନଙ୍କୁ ବନ୍ଦୀକରି ନିଆୟିବ ଓ ଦକ୍ଷିଣ ଦେଶର ରାଜା ଗର୍ବିତ ହାଇେ ହଜାର ହଜାର ସୈନ୍ଯଙ୍କୁ ବଧ କରିବ। ତଥାପି ସେ ନିଯନ୍ତ୍ରଣ ରେ ରହିବ ନାହିଁ।

ଯୂନସ 4:11
ତୁମ୍ଭେ ଯଦି ସାମାନ୍ଯ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହବେି ନାହିଁ କି? ସହେି ନଗରୀ ରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସହେି ନଗର ରେ 1,20,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୂଲ୍ କରୁଛନ୍ତି ବୋଲି ଜାଣି ନଥିଲେ। କ'ଣ ଆମ୍ଭେ ତାଙ୍କ ପ୍ରତି ଦୟା ନକରିବା।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்